-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||     

HOME   ଜିଲ୍ଲା

ଲୋଇସିଂହା କୋର୍ଟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଉଦଘାଟିତ

07-Apr-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା କୋର୍ଟ ପରିସରରେ ନିର୍ମିତ ହେବାକୁ ଥିବା ବାର୍ ହଲ, ବିଶ୍ରମାଗାର ଏବଂ କୋର୍ଟ କର୍ମଚାରୀଙ୍କ ପାଇଁ ସରକାରୀ ବାସଭବନର ଭିତ୍ତି ପ୍ରସ୍ତର ସ୍ଥାପନ ଭରଚୁଆଲ ମାଧ୍ୟମରେ ଉଦଘାଟିତ ହୋଇଯାଇଛି l ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ମାନ୍ୟବର ହରିଶ ଟଣ୍ଡନ ଓ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କ ଦ୍ଵାରା ଏହି ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକର ଭିତ୍ତପ୍ରସ୍ତର ସ୍ଥାପନ କରାଯିବା ଅବସରରେ ଉପସ୍ଥିତ ସମସ୍ତ ଆଇନଜୀବୀ ଓ କର୍ମଚାରୀଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନ ଜ୍ଞାପନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ସୁହାନି ପଟ୍ଟନାୟକ, ଓକିଲ ସଂଘ ସଭାପତି ସଞ୍ଜୟ ଷଡ଼ଙ୍ଗୀ, ସମ୍ପାଦକ ଜ୍ୟୋତିରଂଜନ ପଟେଲ, ଆଇନଜୀବୀ ଶୁଭେନ୍ଦୁ ସାହୁ, ସୁମନ୍ତ ସାହୁ, ଗୌରିଶଙ୍କର ସାହୁଙ୍କ ସମେତ କୋର୍ଟ କର୍ମଚାରୀ ଉପସ୍ଥିତ ଥିଲେ l ବିବୁଲ ମହାକୁର, ପ୍ରଶାନ୍ତ ନାଗ, ଆକାଶ ତ୍ରିପାଠୀ, ସୁଦର୍ଶନ ପାଠୀ, ସୁଧାଂଶୁ ପଟେଲ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026

You Might Also Like