-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||     

HOME   ରାଜ୍ୟ

ମା’ମଙ୍ଗଳାଙ୍କ ଝାମୁଯାତ୍ରାର ଆଜି ଶେଷ ପାଳି, ଭକ୍ତମାନଙ୍କ ଭିଡ଼ରେ କାକଟପୁର ଉତ୍ସବମୁଖର

08-Apr-2026



କାକଟପୁର :ପୁରୀ ଜିଲ୍ଲାର ପ୍ରସିଦ୍ଧ ଆଦ୍ୟାଶକ୍ତି ପୀଠ ମା’ ମଙ୍ଗଳାଙ୍କ ଚୈତ୍ର ଝାମୁଯାତ୍ରା ଆଜି ଶେଷ ପାଳିକୁ ପହଞ୍ଚିଛି। ଗତ କିଛି ଦିନ ଧରି ଭକ୍ତିମୟ ପରିବେଶରେ ଚାଲିଥିବା ଏହି ପାରମ୍ପରିକ ଯାତ୍ରାରେ ଆଜି ଶେଷ  ମଙ୍ଗଳବାର ଦିନରେ ହଜାର ହଜାର ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି।ମନ୍ଦିର ପକ୍ଷରୁ ଜାରି ହୋଇଥିବା ଦିନଚର୍ଯ୍ୟା ଅନୁଯାୟୀ ପ୍ରଭାତରୁ ମନ୍ଦିରରେ ବିଭିନ୍ନ ନୀତିକାର୍ଯ୍ୟ ଆରମ୍ଭ ହୋଇଥିଲା। ଦ୍ୱାର ଖୋଲା, ମଙ୍ଗଳ ଆରତି, ସ୍ନାନ, ବେଶ ଓ ଭୋଗ ନୀତି ସମ୍ପନ୍ନ ହେବା ପରେ ଭକ୍ତମାନଙ୍କୁ ଦର୍ଶନ ଦିଆଯାଇଥିଲା। ଦିନଭରି ମା’ଙ୍କର ବିଭିନ୍ନ ବେଶ ଓ ପୂଜାରେ ଭକ୍ତମାନେ ଭାଗ ନେଇ ଆଶୀର୍ବାଦ ଗ୍ରହଣ କରିଥିଲେ |ବିଶେଷକରି ଝାମୁଯାତ୍ରାର ଶେଷ ପାଳି ଅବସରରେ ପାରମ୍ପରିକ ରୀତିନୀତି ସହ ମହାଆରତି ଓ ବିଶେଷ ପୂଜା ଆୟୋଜିତ ହୋଇଥିଲା। ଏହି ଅବସରରେ ଅଞ୍ଚଳରେ ଉତ୍ସବମୁଖର ପରିବେଶ ଦେଖିବାକୁ ମିଳିଥିଲା ଓ ଭକ୍ତମାନଙ୍କ ଭିତରେ ଭକ୍ତି ଓ ଉତ୍ସାହର ମହଲ ସୃଷ୍ଟି ହୋଇଥିଲା।ଶୃଙ୍ଖଳାବଦ୍ଧ ଦର୍ଶନ ପାଇଁ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା |ଯାତାୟାତ ଓ ଭିଡ଼ ନିୟନ୍ତ୍ରଣ ପାଇଁ ବିଶେଷ ବ୍ୟବସ୍ଥା ନେଇଯାଇଥିବାରୁ ଭକ୍ତମାନେ ସୁବିଧାର ସହ ଦର୍ଶନ କରିପାରିଥିଲେ।ମା’ମଙ୍ଗଳାଙ୍କ ଝାମୁଯାତ୍ରାର ଶେଷ ପାଳି ସଫଳ ଭାବେ ସମ୍ପନ୍ନ ହେବା ସହ କାକଟପୁର ଅଞ୍ଚଳରେ ଏକ ଧାର୍ମିକ ଓ ସାମ୍ପ୍ରଦାୟିକ ଏକତାର ଅଦ୍ଭୁତ ଚିତ୍ର ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026

You Might Also Like