-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||     

HOME   ଜିଲ୍ଲା

*ଆଦର୍ଶ ଜଳାନ୍ତକ ନିରାକରଣ କେନ୍ଦ୍ର ଉଦଘାଟନ କଲେ ଜିଲ୍ଲାପାଳ*-

08-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଠାରେ ଜଳାତଙ୍କ ରୋଗର ଆଶୁ ଚିକିତ୍ସା କେନ୍ଦ୍ର ର ଶୁଭାରମ୍ଭ କଲେ ଜିଲ୍ଲାପାଳ ଡ଼ .ନୃପରାଜ ସାହୁ l ଏହି ଅବସରରେ ସେ ସମସ୍ତ ଜନ ସାଧାରଣ ସୁବିଧା ରେ ଜଳାତଙ୍କ ରୋଗ ର ପ୍ରତିଷେଧକ ଟୀକା ମାଗଣା ରେ ପାଇପାରିବେ ଓ ସମସ୍ତ ପ୍ରକାର ର ଚିକିତ୍ସା ଓ ପରାମର୍ଶ ପାଇପାରିବେ ବୋଲି ପ୍ରକାଶ କରିଥିଲେ.l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷାରାଣୀ ଦାଶ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା. ରମେଶ ଚନ୍ଦ୍ର ସ୍ୱାଇଁ ,ଏପିଡେମିଓଲୋଜିଷ୍ଟ ଲୋପାମୁଦ୍ରା ମହାନ୍ତି ,ଡାଟା ମ୍ୟାନେଜର ସୁବ୍ରତ ପାଣିଗ୍ରାହୀ, ଡି ଇ ଓ ନାରାୟଣ ରଥ ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ,ନରସିଙ୍ଗ ଅଫିସର ଏଲି ଭଞ୍ଜ ଓ ପୁଷ୍ପା କୁମାରୀ ମିଶ୍ର ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026

You Might Also Like