-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||     

HOME   ରାଜ୍ୟ

ମାହାଙ୍ଗାରେ ବିଜେପି ନେତା ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା ଘଟଣା; ମୁଖ୍ୟ ଅଭିଯୁକ୍ତ ମୃତ୍ୟୁ ସୂଚନା

06-Feb-2021



କଟକ, ଚୌଦ୍ୱାର(ଦୀପକ କୁମାର ଷଡଙ୍ଗୀ): ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ଟ୍ରକ୍‌ ଧକ୍କାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଟାଙ୍ଗୀ ଗୋବିନ୍ଦପୁରରୁ ପ୍ରଫୁଲ୍ଲଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ପୋଲିସ୍‌ ବାଇକ୍‌ ଓ ମୋବାଇଲ୍‌ ଜବତ କରିଛି। ଖବର ଲେଖାଯିବା ସୁଦ୍ଧା ପ୍ରଫୁଲ୍ଲଙ୍କ ମୃତ୍ୟୁ ନେଇ ପରିବାର କିମ୍ବା ପୋଲିସ୍‌ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଘଟଣା ପରଠୁ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲେ।

ଗତ ଜାନୁଆରୀ ୨ରେ କଟକ ସାଲେପୁର ଜଙ୍କୋଟି ନିକଟରେ ବିଜେପି ନେତା କୁଳମଣି ଓ ତାଙ୍କ ସହଯୋଗୀ ଦିବ୍ୟସିଂହଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। କୁଳମଣି ଓ ଦିବ୍ୟସିଂହ ବାଇକ୍‌ରେ ନୃତ୍ତାଙ୍ଗ ସ୍ଥିତ ଘରକୁ ଫେରୁଥିବାବେଳେ ଜଙ୍କୋଟି ଗାଁ ନିକଟରେ ତାଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ କରିଥିଲେ। ଦୁହେଁ ବାଇକ୍‌ରୁ ପଡ଼ିଯିବା ପରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ସେମାନଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

କୁଳମଣି ଓ ଦିବ୍ୟସିଂହଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କୁଳମଣିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026

You Might Also Like