-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ

11-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲାପାଳ ଙ୍କ ଆବାସିକ ସମ୍ମିଳନୀ କକ୍ଷରେ ମୂଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଗୋଷ୍ଠିଗତ ବିବାହ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆର୍ଥିକ ସ୍ୱଚ୍ଛଳତା ନ ଥିବା  ୩୦ ଯୋଡି ଙ୍କ ବିବାହ ପାଇଁ ସୋନପୁର ସହରର ନୂତନ ଟାଉନହଲ ଠାରେ ସ୍ଥିର କରାଯାଇଛି। ଏହି କାର୍ଯ୍ୟକ୍ରମ ସଫଳ ଭାବରେ ସମ୍ପାଦନା କରିବା ପାଇଁ ଜିଲ୍ଲାପାଳ ଡ଼.ନୃପରାଜ ସାହୁ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସମାଜସେବୀ  ମାନଙ୍କୁ ଆହ୍ୱାନ କରିବା ସହ ଦାୟିତ୍ୱ ବଣ୍ଟନ କରିଥିଲେ। ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ ,ଡିଏସଡବ୍ଲୁଓ, ବୀଣାପାଣି ମିଶ୍ର,ଡିଏସ ଏସ ଓ , ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ସିଡିଓ ତଥା ଇଓ ଅଶ୍ବିନୀ କୁମାର ମେହେର , ଉପଜିଲ୍ଲାପାଳ ଡ଼.ସୌମ୍ୟରୂପା ରଥ, ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଋଷି ମାଝି, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝି,ଡିଆଇପିଆରଓ ପ୍ରୀତି ସୁନା, ସମାଜସେବୀ ଗୋବିନ୍ଦ ମହାରଣା, ଶ୍ରୀବତ୍ସ ମଲ୍ଲିକ, ମନୋରଞ୍ଜନ ତ୍ରିପାଠୀ ,ରେଆର ସାଧାରଣ ସମ୍ପାଦକ ଅନଙ୍ଗ ନେଙ୍ଗୀ,ରେଆର କର୍ମକର୍ତ୍ତା ମନୋଜ କୁମାର ସ୍ଵାଇଁ ଏବଂ   ସାମ୍ବାଦିକ ଉପସ୍ଥିତ ଥିଲେ। ପରିଶେଷରେ ରେଆର ସାଧାରଣ ସମ୍ପାଦକ ଅନଙ୍ଗ ନେଙ୍ଗୀ ସମସ୍ତ ଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like