-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*

11-Apr-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ନିସହାୟ ଧନୁ ବରିହାଙ୍କ ଘରକୁ ପହଞ୍ଚି ଦୁଃଖ ବୁଝିଛନ୍ତି ଜିଲ୍ଲାପାଳ ଡ. ନୃପରାଜ ସାହୁ । ଧନୁ ବରିହାଙ୍କ ପରିବାର ମାଟି ଝାଟି ଘରେ ମୁଣ୍ଡ ଗୁଞ୍ଜି ରହୁଥିବା ଖବର ଗଣମାଧ୍ୟମ ରେ ପ୍ରସାରଣ ପରେ ତୁରନ୍ତ ଜିଲ୍ଲାପାଳ ଡ. ସାହୁ ତାଙ୍କ ଘରକୁ ନିଜେ ପହଞ୍ଚିବା ସହ ଦୁଃଖ ବୁଝିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଖାରି ଗ୍ରାମ ପଂଚାୟତ ଅନ୍ତର୍ଗତ ବନ୍ଧପାଲି ଗ୍ରାମରେ ବସବାସ କରୁଥିବା ଧନୁ ବରିହାଙ୍କ ପତ୍ନୀ ଦୀର୍ଘ ଦିନ ହେବ ଅସୁସ୍ଥ ହୋଇ ଶଯ୍ୟାଶାୟୀ ଥିବାବେଳେ ତାଙ୍କର ମାନସିକ ଅନଗ୍ରସର ପୁଅ ଝିଅ ନେଇ ଭଙ୍ଗା ଦଦରା ଝାଟୀ ମାଟି ଘରେ ଜୀବନ ଯାପନ କରୁଛନ୍ତି । ଖବର ପାଇ ଜିଲ୍ଲାପାଳ ଡ. ସାହୁ ବୃଦ୍ଧ ଦମ୍ପତିଙ୍କୁ ଭେଟି ଦୁଃଖ ସୁଖ ବୁଝିବା ସହ ଆବାସ ଗୃହ ଶୀଘ୍ର ଯୋଗାଇ ଦେବା ପାଇଁ ପ୍ରତିଶୃତି ଦେଇଥିଲେ । 
ଦୁଃସ୍ତଃ ଧନୁ ବରିହା ପରିବାର କୁ ଭେଟିବା ପରେ ଜିଲ୍ଲାପାଳ ନିଜ ସୋସିଆଲ ମିଡିଆରେ ଏକ ଭାବ ବିହ୍ବଳ ପୋଷ୍ଟ କରିଛନ୍ତି ଯେଉଁ ଥିରେ ଉଲ୍ଲେଖ ରହିଛି ଯେ 

ଏମିତି ବି ଥାଏ ଜୀବନ l
ଧନୁ ବରିହା... ବୟସ ପଞ୍ଚସ୍ତରୀ ପାଖାପାଖି.... ବନ୍ଧପାଲି ଗାଁ... ଖାରି ପଞ୍ଚାୟତ.... ସୋନପୁର ବ୍ଲକ.... ସ୍ତ୍ରୀ ଅକ୍ଷମ... ବାର୍ଦ୍ଧକ୍ୟ ଆଉ ବେମାର ଦୀର୍ଘ ଦିନ ହେଲା ତାକୁ ଖଟରେ ଲଟକେଇ ଦେଇଛି... ପୁଅ ଅକ୍ଷମ... ମାନସିକ ଅବସ୍ଥା ଭଲ ନାହିଁ... ଝିଅ ଭିନ୍ନକ୍ଷମ... ଅସହାୟତା ତାର ଜୀବନସାଥି... ଧନୁ ବରିହାଙ୍କ ଘର ମାଟିରେ ମିଶିଛି ତିନି ବର୍ଷ ତଳୁ.... ପଞ୍ଚସ୍ତରୀ ବର୍ଷରେ ସେ ହିଁ ପରିବାର ପାଇଁ ଆଶା ଆଉ ଭରସା .. କିଛି ଭତ୍ତା ଆଉ ସରକାରୀ ଚାଉଳ ଜୀବନ ବଂଚେଇକି ରଖିଛି....
ଆଜି ତାଙ୍କ ଘରକୁ ଆସିଥିଲି ସକାଳୁ ସକାଳୁ... 
ଜୀବନକୁ ଆଉ ଟିକେ ପାଖରୁ ଦେଖିଲି.....
ମୋ ଶକ୍ତି ଭିତରେ ଆଜିହିଁ ଘରଟିଏ ମଂଜୁର କଲି.... କାମ ଶୀଘ୍ର ଆରମ୍ଭ ହେବ.... ଧନୁ ବରିହା ଘରଟିଏ ପାଇଵେ ନିଃସନ୍ଦେହ.... କିନ୍ତୁ ଭାଗ୍ୟ ଯେ କେତେ ନିଷ୍ଠୁର... କେତେ କ୍ରୁର... ନ ଭୋଗିଲେ ବୁଝି ହୁଏକି ...
ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଥିବା ବେଳେ ଦୁସ୍ତଃ ବୃଦ୍ଧ ପରିବାରଙ୍କ ମୁହଁରେ ହସ ଫୁଟିଥିବା ଦେଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like