-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   (21-May-2026)       ||      ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||     

HOME   ଜିଲ୍ଲା

ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ

12-Apr-2026



ବଲାଙ୍ଗିର(ପ୍ରେରଣା ଖବର):  ସ୍ଥାନୀୟ ଯାଦବ ଭବନ ଠାରେ ଏ. ଆଈ. ଟି. ୟୁ. ସି. ସହ ବନ୍ଧିତ ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନର ୩ୟ ତମ ଜିଲ୍ଲା  ସମ୍ମିଳନୀ ସଂଯୋଜକ ପ୍ରବୀର କମ୍ପ ଓ ଜଗବନ୍ଧୁ ବେହେରା ଦ୍ବୟଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ୟ ସଂଗଠନ ତଥା ରାଜ୍ୟ ଏ.ଆଈ.ଟି.ୟୁ. ସି.  ର ସାଧାରଣ ସମ୍ପାଦକ ବିଜୟ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସଙ୍ଗେ ସଙ୍ଗେ ନିଖିଳ ଓଡିଶା ଆଶା କର୍ମୀ ସଂଘର ରାଜ୍ୟ ସାଧାରଣ ସମ୍ପାଦକ ନମିତା ସାହୁ, ଏ. ଆଈ. ଟି.ୟୁ.ସି. ବଲାଙ୍ଗିର ଜିଲ୍ଲା ସଭାପତି ତୀର୍ଥ ପଧାନ, ସଂଗୀତା ବେହେରା ଓ କଲ୍ୟାଣୀ ଭାଟି ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ l 
  ରାଜ୍ୟରେ ବିଜେପି ଶାସିତ ଡବଲ ଇଂଜିନ ସରକାର କ୍ଷମାତାସିନ ହେଲାଦିନଠାରୁ ଶ୍ରମିକ ଶ୍ରେଣୀର ଲୋକଙ୍କ ଉପରେ ଦୈନନ୍ଦିନ ଜୀବନରେ ଚଳିବା ପାଇଁ ଡବଲ ବୋଝ ପଡିଯାଇଛି l ଦୈନନ୍ଦିନ ଜୀବନରେ ବ୍ୟବହାର ହେଉଥବା ଖାଦ୍ୟ ସାମଗ୍ରୀ ତଥା ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢିଚାଲିଥିବାରୁ ଜୀବନ ଜୀବିକା ଦୁର୍ବିସହଃ ହୋଇଯାଇଛି l ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କ କାର୍ଡରେ ପୂର୍ବରୁ ଯେଉଁ ଆର୍ଥିକ ସୁବିଧା ସୁଯୋଗ ଗୁଡିକ ମିଳୁଥିଲା ଏବେ ତାହା ବନ୍ଦ କରିଦିଆଯାଇଛି ଏବଂ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରୁ ଠିକ ସମୟରେ ଶ୍ରମିକ ମାନଙ୍କୁ ଶ୍ରମ କାର୍ଡ ମଧ୍ୟ ଦିଆଯାଉନାହିଁ l ଯେହେତୁ ବଲାଙ୍ଗିର ଜିଲ୍ଲା ଦାଦନ ପ୍ରବଣ ଜିଲ୍ଲା ଅଟେ ତେଣୁ ଜିଲ୍ଲାର ଅଧିକାଂଶ ଲୋକ ଶ୍ରମିକ ଶ୍ରେଣୀର ଅନ୍ତର୍ଭୁକ୍ତ,ଅଧିକ ରୁ ଅଧିକ ଉଭୟ ମହିଳା ଓ ପୁରୁଷ ଶ୍ରମିକ ଚି଼ହ୍ନଟ କରି ପଞ୍ଜିକୃତ କରିବାକୁ ଆହ୍ୱାନ ଦେଇଥିଲେ l ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରି ସଂଗଠିତ କରିବା ସଙ୍ଗେ ସଙ୍ଗେ ବ୍ଲକ, ଜିଲ୍ଲା,ରାଜ୍ୟ ତଥା ଜାତୀୟ ସ୍ତରରେ     ସରକାରଙ୍କ ଠାରୁ

ନିଜର ହକ ଦାବି ହାସଲ କରିବା ପାଇଁ ଜୋରସୋର ଲଢେଇ କରିବାକୁ ପଡିବ ବୋଲି ମତ ଦେଇଥିଲେ।
 ଜ୍ୟୋସ୍ନା ଚନ୍ଦନ, ରୀନା ନାଏକ, ଡମ୍ବରୁ କlଳସlଏ, ଘାସିରାମ ସାହୁ, କଳାବତୀ ସାହୁ, ଧର୍ମରାଜ ପାତ୍ର, ପୁରୁଷୋତ୍ତମ କର୍ମୀ, ପିଙ୍କି ଧରୁଆ, ତପସ୍ୱିନୀ ନାଏକ, ହିମା ପୁଟେଲ, ହେମାଙ୍ଗିନୀ ଜୁଏଡ଼, ପଙ୍କଜିନୀ ଜୁଏଡ଼, ଶାନ୍ତି ସାହୁ, ଲଳିତ ରଣା ପ୍ରମୁଖ ବକ୍ତବ୍ୟ ଦେଇଥିଲେ। ଉକ୍ତ ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଉଭୟ ମହିଳା ଓ ପୁରୁଷ ଶ୍ରମିକ ମାନେ ଯୋଗଦେଇ ତାଙ୍କ ବକ୍ତବ୍ୟ ଦେଇଥିଲେ ଏବଂ ଶେଷରେ ପ୍ରବୀର କମ୍ପ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   21-May-2026
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026

You Might Also Like