-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି

12-Apr-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା):ଗ୍ରାମୀଣ ଅଞ୍ଚଳରେ ନବନିର୍ମିତ ପିଚୁ ରାସ୍ତା କାମ ନେଇ ଗୁରୁତର ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକମାନଙ୍କ କହିବା ଅନୁସାରେ, ରାସ୍ତା ନିର୍ମାଣ କାମ ଠିକ୍‌ ଭାବରେ ହୋଇନଥିବାରୁ କିଛି ଦିନ ମଧ୍ୟରେ ରାସ୍ତାର ଅନେକ ସ୍ଥାନରେ  ଚିପ୍ସ ଗୋଡି ଉଠି ଯାଉଛି l ରାସ୍ତା ରୁ ସମ୍ପୂର୍ଣ୍ଣ ଚିପ୍ସ ଉଠି ଏକାଠି ଠୁଳ ହୋଇଯାଉଛି । ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ପୁସୁସଗୁଡା ପଞ୍ଚାୟତ ଅନ୍ତର୍ଗତ ଏମ.ପି.ଭି-୫୫ ଛକରୁ ମାଲାଭାରମ୍ ଛକ ପର୍ଯ୍ୟନ୍ତ ପ୍ରାୟ ୧.୮ କି.ମି. ରାସ୍ତା କାମକୁ ନେଇ ଉଠିଛି ଗୁରୁତର ଅଭିଯୋଗ। ଏମ.ପି.ଭି-୫୫ ,ଏମ.ଭି-୧୨୮,

ଏ ମ.ଭି-୮୮ ଏହି ସବୁ ଗ୍ରାମକୁ ସଂଯୋଗ କରୁଥିବା ଓ ମାଲାଭାରମ୍‌କୁ ସଂଯୋଗ କରୁଥିବା ଏହି ରାସ୍ତାର କାମ କେବଳ ୨୦ ଦିନ ପୂର୍ବରୁ ସମାପ୍ତ ହୋଇଥିବା ସତ୍ୱେ, ଏହାର ଗୁଣମାନ ନେଇ ଏବେ ପ୍ରଶ୍ନ ଉଠିଛି lଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ, ନିମ୍ନମାନର ସାମଗ୍ରୀ ବ୍ୟବହାର ଓ ଠିକ୍‌ ନିୟମ ନମାନି କାମ ନ କରିବା ଫଳରେ ଏହି ପରିସ୍ଥିତି ସୁଷ୍ଟି ହୋଇଛି। ପିଚୁ ମାତ୍ରା ଅତି କସମ ଥିବାରୁ ରାସ୍ତା ତମାମ ଚିପ୍ସ ଖେଳେଇ ଯାଇଛି ଯାହାକି ଦୁଇ ଚକିଆ ଯାନ ପାଇଁ ଦୁର୍ଘଟଣା ଗ୍ରସ୍ତ ହେବାର ସମ୍ଭାବନା ବଢ଼ାଉଛି । ବର୍ଷା ଆସିବା ପୂର୍ବରୁ ଏଭଳି ରାସ୍ତାର ଅବସ୍ଥା ଲୋକଙ୍କୁ କଷ୍ଟ ଦେଉଛି । ସ୍ଥାନୀୟ ଅଂଚଳ ର ଗ୍ରାମ ଲୋକଙ୍କ ଅଭିଯୋଗ ଅନୁସାରେ, ରାସ୍ତା କାମ ସମୟରେ ମଧ୍ୟ ନିମ୍ନମାନର କାମ ହେଉଥିବାକୁ ନେଇ ଏମ.ଭି ୧୨୮ ଗ୍ରାମ ବାସୀ ଅନେକ ପ୍ରତିବାଦ କରିଥିଲେ ହେଲେ କେହି କର୍ଣ୍ଣପାତ କରିନଥିଲେ । ବିନା କୌଣସି ନାମ ଫଳକ ରେ କାର୍ଯ୍ୟ ତରବରିଆ ଭାବେ ଅବହେଳା କରାଯାଇ କାମ ସମାପ୍ତ କରାଯାଇଛି। ବର୍ତ୍ତମାନ ରାସ୍ତାର ବିଭିନ୍ନ ସ୍ଥାନରେ ଖରାପ ନିର୍ମାଣର ପ୍ରମାଣ ଦେଖିବାକୁ ମିଳୁଛି, ଯାହା ଯାତାୟାତକୁ ବିପଦଜନକ କରିଛି। ଲୋକମାନେ ଦାବି କରିଛନ୍ତି ଯେ, ଏହି କାମର ଗୁଣମାନ ଯାଞ୍ଚ କରାଯାଇ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉ।
ସ୍ଥାନୀୟ ପ୍ରଶାସନଙ୍କ ଧ୍ୟାନ ଆକର୍ଷଣ ପାଇଁ ଲୋକମାନେ ଏହାକୁ ଏକ ଗୁରୁତର ସମସ୍ୟା ଭାବେ ଉଠାଇଛନ୍ତି। ଗ୍ରାମବାସୀମାନେ ଶୀଘ୍ର ରାସ୍ତାର ପୁନଃମରାମତି ଓ ଉଚ୍ଚ ମାନର କାମ କରାଯିବାକୁ ଅଞ୍ଚଳ ବାସୀ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like