-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

12-Apr-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅଧୂନସ୍ତ ବେଲଘର ବନାଞ୍ଚଳର ଝିରିପାଣି ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣି ଦେଖୁବାକୁ ମିଳିଛି ଗଜରାଜ ଙ୍କ ଆତଙ୍କ । ଘଟଣାରୁ ପ୍ରକାଶ ଯେ,  ମେରଦୀକୂପା ଗ୍ରାମର ଜଣେ ବ୍ୟକ୍ତି ତରୁଣ ପାତ୍ର (୩୭) ଶନିବାର ଏକ ବ୍ୟକ୍ତିଗତ କାର୍ଯ୍ୟ ରେ କାଉଁଗୁଡା ଗ୍ରାମକୁ ଆସିଥିଲେ ସମୟ ପ୍ରାୟ ସନ୍ଧ୍ୟା ୭ଘଣ୍ଟା ହୋଇଥିଲା । ମେରଦୀକୂପ ଠାରୁ କାଉଁଗୁଡା ନିଜ ଶଶୁର ଘରକୁ ଆସୁଥିବା ସମୟରେ ଝିରିପାଣି ପଞ୍ଚାୟତର କୀଡଙ୍ଗା ଗ୍ରାମ ଏକ ପୋଲ ପାଖରେ ହଠାତ ହାତୀ ସହ ମୁହାଁ ମୁହିଁ ହୋଇଥିଲେ ତରୁଣ I ହଠାତ ହାତୀ ପଲ ଦେଖି ନିଜ ସୁରକ୍ଷା ନିମନ୍ତେ କୌଣସି ଉପାୟ ପାଇନଥିଲେ I ହାତୀ ଟି  ତରୁଣ ଙ୍କ ପାଖକୁ ଆସି ତରୁଣ ଏବଂ ତାଙ୍କ ମଟର ସାଇକେଲ କୁ କଚାଡି ଦେଇ ପ୍ରବଳ ମାତ୍ରାରେ ଗଜରାଜ ଦେଇଥିଲେ ଗର୍ଜନ । ଗୁରୁତର ଆହତ ତରୁଣ ହାତୀର ଗର୍ଜନ ଶୁଣି ଜୀବନ ବିକଳରେ ଘୁଷୁଡ଼ି ଘୁଷୁଡ଼ି ଏକ ପୋଲ ତଳକୁ ଯାଇ କିଛି ସମୟ ଆତ୍ମ ଗୋପନ କରିଥିଲେ କିଛି ସମୟ ପରେ ତରୁଣ ନିଜ ସ୍ତ୍ରୀ ଙ୍କୁ ଫୋନ୍ ମାଧ୍ଯମରେ ଘଟଣା ସମ୍ପର୍କ ରେ କହିଥିଲେ । କାଉଁଗୁଡା ଗ୍ରାମବାସୀ ଏବଂ ତରୁଣ ଙ୍କ ସ୍ତ୍ରୀ ମିଶି ତରୁଣ ଙ୍କ ପାଖରେ ପହଞ୍ଚିଥିଲେ । ଗ୍ରାମବାସୀ ଙ୍କୁ ଦେଖି ହାତୀପଲ ଜଙ୍ଗଲ ଭିତ ଭିତରକୁ ଚାଲିଯାଇଥିଲେ । ଏହା ପରେ ପୋଲ ତଳୁ ଗୁରୁତର ଆହତ ତରୁଣ ଙ୍କୁ ଉଦ୍ଧାର କରି ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରିଥିଲେ ପରିବାର ଲୋକେ । ବର୍ତମାନ ତରୁଣ ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଥ‌ିବା ବଳେ ତାଙ୍କର ବାମପଖ ଛାତି, ପିଠି, ଗୋଡ଼, ହାତ ର ଆଘାତ ହୋଇଥିବା ହେତୁ ନିଶ୍ବାସ ପ୍ରଶ୍ବାସ ଏବଂ କଥା କହିବାରେ କଷ୍ଟ ହେଉଥିବା ବିଷୟ ପରିବାର ଲୋକେ କହିଛନ୍ତି । ହେଲେ ଏଠି ପ୍ରଶ୍ନ ଉଠୁଛି ଯେ, ବିଗତ ଦିନରେ ଝିରିପାଣି ଅଞ୍ଚଳରେ ଦୁଇ ଦୁଇ ଟି ହାତୀର ମୃତ୍ୟୁ ହୋଇଥିଲେ ମଧ୍ୟ ବନବିଭାଗ ର ବର୍ତମାନ ସୁଦ୍ଧା ଖାମଖୁଆଲ ନୀତି ଚାଲିଛି ବୋଲି ଝିରିପାଣି ଗ୍ରାମବାସୀ କହିଛନ୍ତି । ଏବେ ସେହି ଜଙ୍ଗଲରେ କେତୋଟି ହାତୀ ଅଛି ହାତୀ ର ଗତିପଥ କେଉଁଆଡେ ଅଛି ତାହାର ଖବର ବନବିଭାଗ ପାଖରେ ନଥୁବା ଘୋର ପରିତାପର  ବିଷୟ ପାଲଟିଛି । ଯଦି ଆଗାମୀ ଦିନରେ ହାତୀ ଗତିପଥ ଏବଂ ଯଦି ହାତୀ ଗାଁ ମୁହାଁ ହେଉଛି ଡାକବାଜି ଯନ୍ତ୍ର ସାହାଯ୍ୟରେ ଗ୍ରାମବାସୀଙ୍କୁ ସୂଚନା ଦିଆଯାଏ ନ ଯାଏ ତେବେ ଗ୍ରାମବାସୀ ଙ୍କର ଯାହା କିଛି ଅଘଟଣ ଘଟିବ,  ସେଥିପାଇଁ ବନବିଭାଗ ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ଗ୍ରାମବାସୀ ମାନେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like