-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-

12-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ତରଫରୁ ଏକ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ଟି ମହାବିଦ୍ୟାଳୟ ର ଅଧ୍ଯକ୍ଷ ରାଧାକାନ୍ତ ନାଏକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ ମୁଖ୍ୟ ଅତିଥି, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ର କାର୍ଯ୍ୟକ୍ରମ ସଂଯୋଜକ  ଡ଼. ବଂଶୀଧର ଦୀପ, ବଲାଙ୍ଗୀର ଜିଲ୍ଲା ନୋଡାଲ ଅଧିକାରୀ, ଏନ ଏସ ଏସ, ଡ଼ ଅଜିତ ଭୋଇ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଡ଼. ବଶୁମତି ଚୌଧୁରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଶିବିର କୁ ଉଦଘାଟନ କରିଥିଲେ। ଉଦ୍ଘାଟନୀ ସଭା କୁ କାର୍ଯ୍ୟକ୍ରମ ଅଧିକାରୀ ତଥା ଜିଲ୍ଲା ନୋଡାଲ ଅଧିକାରୀ ଏନ ଏସ ଏସ ଧୀରେନ୍ଦ୍ର କୁମାର ମିଶ୍ର ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମ ଅଧିକାରୀ ଯାମିନୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଶିବିର ରେ ଜିଲ୍ଲା ର ନଅ ଟି ମହାବିଦ୍ୟାଳୟ ରୁ ମୋଟ ୨୦୦ ଜଣ ଛାତ୍ରୀ ସ୍ବେଛାସେବୀ ଯୋଗଦାନ କରିଥିଲେ। ଶିବିର ରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ରୁ ଡ଼. ଚୌଧୁରୀ ଙ୍କ ନେତୃତ୍ୱ ରେ ଆସିଥିବା ଏକ ଟିମ ସହଯୋଗ ରେ ସମସ୍ତଙ୍କର ହିମୋଗ୍ଲୋବିନ ପରୀକ୍ଷା କରାଯିବା ସହିତ ରକ୍ତହୀନତା ନିରାକରଣ ସମ୍ବନ୍ଧରେ ଦୁଇ ଗୋଟି ସଚେତନତା ଅଧ୍ୟୟନ ମୂଳକ ଶ୍ରେଣୀ ଯଥାକ୍ରମେ ଡ଼ ବଶୁମତି ଚୌଧୁରୀ ଓ ଡ଼.ଚିତ୍ତରଞ୍ଜନ ତ୍ରିପାଠୀ  ଶିବିରାର୍ଥୀ ମାନଙ୍କୁ ସ୍ବାସ୍ଥ୍ୟ ସଚେତନ କରେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like