-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ

12-Apr-2026



ବାଲିଗୁଡା,:(ସୁଶୀଳ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଦୀର୍ଘ ୫ମାସ ହେଲା ବି.ଇ.ଓ. ପଦବୀ ଖାଲି ପଡିଛି l ଯାହା ଫଳରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି l  ପ୍ରକାଶ ଯେ, ଗତ ୫ ମାସ ହେଲା ବ୍ଲକ୍ ଶିକ୍ଷାଧୂକାରୀ ପ୍ରମୋଦ କୁମାର ମଲ୍ଲିକ ଅବସର ନେଇଥିବା ବେଳେ ତାଙ୍କ ସ୍ଥାନରେ ଆଉ କାହାକୁ ମଧ୍ୟ ନୂଆ ନିଯୁକ୍ତି ମିଳିନି I ଫିରିଙ୍ଗିଆ ବ୍ଲକ୍ ଶିକ୍ଷାକାରୀ ଆଲୋକ ପଧାନଙ୍କୁ ଏଠାରେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି ସତ କିନ୍ତୁ ଦୁଇ ଦୁଇଟି ବ୍ଲକ୍‌ର ଦାୟିତ୍ଵକୁ ଏକ କାଳୀନ ସଂପନ୍ନ କରିବା ତାଙ୍କ ପକ୍ଷେ ସମ୍ଭବ ପର ହୋଇ ପାରୁନି I ବେଳେ ବେଳେ ସେ ଏଠାକୁ ଆସୁଥିବା ବେଳେ କେତେକ କ୍ଷେତ୍ରରେ ଜରୁରୀ ଫାଇଲ ରେ ଦସ୍ତଖତ କରିବା ପାଇଁ କର୍ମଚାରୀଙ୍କୁ ଫିରିଙ୍ଗିଆ ଯିବାକୁ ପଡ଼ୁଛି ବୋଲି ଜଣାପଡିଛି I ଫଳରେ ମୋଟା ମୋଟି ଭାବେ କ. ନୂଆଗାଁ ବିଇଓ ଅଫିସ୍ କାମଚଳା ନୀତି ରେ ପରିଚାଳିତ ହେଉଛି । ସେହିପରି ଏଠାରେ ଦୁଇ ଏବିଇଓ ପଦବି ମଧ୍ଯ ଖାଲି ପଡ଼ିଛି | ୪ ବର୍ଷ ତଳେ ଜଣେ ଏବିଇଓଙ୍କ ବଦଳି ହୋଇଥିବା ବେଳେ ଗତ ଏକ ବର୍ଷ ହେଲା ଏବିଇଓ ସୁରେନ୍ଦ୍ର ଦାସ ଅବସର ଗ୍ରହଣ କରିଛନ୍ତି I ଏବେ କେବଳ ଦୁଇ ଜଣ ଏବିଇଓଙ୍କ ଉପରେ କ.ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟର ଭାର। ସେବେ ଠାରୁ ମାତ୍ର ଦୁଇ ଜଣ ଏବିଇଓ ଚୈତନ୍ଯ କହଁର ଓ ହରିହର ମଲ୍ଲିକ ଦାୟିତ୍ଵରେ ରହି କାମ ତୁଲାଉ ଛନ୍ତି ସେହିପରି କାର୍ଯ୍ୟାଳୟରେ ଜଣେ ଆକାଉଣ୍ଟାଣ୍ଟ ପଦ ମଧ୍ୟ ଖାଲି ପଡ଼ିଛି I ତେବେ ଖାଲି ପଦବି ପୂରଣ ହୋଇ ନ ପାରିବା, ରାଜ୍ୟ ଶିକ୍ଷା ବିଭାଗର କାର୍ଯ୍ୟ ଶୈଳୀ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। କ. ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ ଅଧୀନ ରେ ମୋଟ ୧୩୬ ଟି ବିଦ୍ୟାଳୟ ରହିଛି । ସେଥି  ମଧ୍ଯରୁ ୭୪ ଟି ପ୍ରାଥମିକ ବିଦ୍ୟାଳୟ, ୪୧ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୧୬ ଟି ଉଚ୍ଚ ବିଦ୍ୟାଳୟ ଓ ସେବାଶ୍ରମ ବିଦ୍ୟାଳୟ ରହିଥ‌ିବା ବେଳେ ୩ଟି ଘରୋଇ ବିଦ୍ୟାଳୟ ମଧ୍ୟ ରହିଛି। ବିଭାଗୀୟ ଅଧିକାରୀ ମାନଙ୍କ ପଦବି ଖାଲିପଡ଼ିଥିବା ହେତୁ ପରିଚାଳନାରେ ଘୋର ବିଭ୍ରାଟ ଦେଖିବାକୁ ମିଳିଛି | ଶିକ୍ଷା ବିଭାଗ ପକ୍ଷରୁ ଏନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥୁବାରୁ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଚଳିତମାସ ଠାରୁ ଶିକ୍ଷାବର୍ଷ | ଆରମ୍ଭ ହେଉଥ‌ିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପଦବି ପୂରଣ କରିବାକୁ ବୁଦ୍ଧିଜୀବୀ ମହଲରୁ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like