-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||     

HOME   ଦେଶ ବିଦେଶ

ଚାଷୀଙ୍କ ଚକ୍କା ଜାମ୍‌ ଆଜି; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କଲା ପୋଲିସ

06-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ) :କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ଜୋରଦାର କରିଛନ୍ତି ଚାଷୀ। ଆଜି ସାରା ଦେଶରେ ଚକା ଜାମ୍‌ର ଆହ୍ୱାନ ଦିଆଯାଇଛି। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ଯାଏ ୩ ଘଣ୍ଟା ପାଇଁ ଏହି ଚକା ଜାମ୍ କରାଯିବ। ୪୦ଟି କୃଷକ ସଂଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଏହି ଚକାଜାମ୍ ଡାକରା ଦିଆଯାଇଛି ।

ଏ ନେଇ ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଜାନୁଆରୀ ୨୬ ତାରିଖ ହୋଇଥିବା ହିଂସାକାଣ୍ଡ ପରେ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରି ଦେଇଛି। ଦିଲ୍ଲୀର ତିନୋଟି ସୀମା ସିଂଘୁ, ଟିକରୀ ଏବଂ ଗାଜିପୁର ବର୍ଡରରେ ଚାଷୀ ଆନ୍ଦୋଳନ ଜାରି ରଖିଛନ୍ତି। ଏଠାରେ ପୋଲିସ ବିଭିନ୍ନ ସ୍ତରର ସୁରକ୍ଷା ବ୍ୟବସ୍ଥା କରିଛି।

ତେବେ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଜି ଚକା ଜାମ୍ କରାଯିବ ନାହିଁ । କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ପ୍ରାୟ ୪ ମାସ ହେଲା ଜାରି ରହିଛି । କେନ୍ଦ୍ର ସରକାରଙ୍କ ସହିତ ଅନେକ ଥର ଆଲୋଚନା ହୋଇଥିଲେ ମଧ୍ୟ କୌଣସି ଫଳ ବାହାରି ନାହିଁ । ବରଂ ଉଭୟ ପକ୍ଷ ନିଜ ନିଜ ଜିଦ୍‌ରେ ଅଟଳ ଅଛନ୍ତି। କେନ୍ଦ୍ର ସରକାର ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଚାଷୀଙ୍କ ଗୋଟିଏ ଜିଦ୍ ଆଇନ ପ୍ରତ୍ୟାହାର ହେଉ । ଦୁଇ ପକ୍ଷ ନିଜ ନିଜ ଆଭିମୁଖ୍ୟରେ ଜିଦ୍ ଧରିଥିବାରୁ ସମାଧାନର ରାସ୍ତା ବାହାରି ନାହିଁ ।

ଦିଲ୍ଲୀ ସୀମା ସିଂଘୁରେ ଏବେ ବି ଧାରଣାରେ ବସିଛନ୍ତି ଚାଷୀ । ଗାଜିପୁରରେ ମଧ୍ୟ ସେମାନେ ଏକଜୁଟ ହୋଇ ରହିଛନ୍ତି । ଚାଷୀଙ୍କ ଆନ୍ଦୋଳନକୁ ଦେଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସବୁ ସମ୍ବେଦନଶୀଳ ସ୍ଥାନ ଉପରେ ରହିଛି ନଜର। ଲାଲକିଲ୍ଲାରେ ଯେଭଳି ପରିସ୍ଥିତି ସୃଷ୍ଟି ହେଲା, ତାର ଯେପରି ପୁନରାବୃତ୍ତି ନ ହୁଏ, ତା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି। ସେପଟେ ଚାଷୀଙ୍କ ଆନ୍ଦୋଳନକୁ ଓଡ଼ିଶାରେ ସମର୍ଥନ ଜଣାଇଛି ନବ ନିର୍ମାଣ କୃଷକ ସଂଗଠନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026

You Might Also Like