-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ

17-Apr-2026



ବଲାଙ୍ଗିର(ପ୍ରେରଣା ଖବର): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ବଲାଙ୍ଗିର ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ପାଳିତ ହୋଇଥିଲା।ସକାଳୁ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା

ସାହୁ, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଓ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନୀଧି ଖମାରୀ।

  ପରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା। ଏହାସହ କଲେଜ ଛକ କଳ୍ୟାଣ ମଣ୍ଡପରେ ମାଗଣା ଆଖି ଚିକିତ୍ସା ଶିବିର ଉଦଘାଟନ କରାଯାଇ ଥିଲା। ଏହି ଅବସରରେ ବିଜୁବାବୁଙ୍କ ଆଦର୍ଶ ଓ ସମାଜ ସେବା ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରାଯାଇ ସମସ୍ତଙ୍କ ମଧ୍ୟରେ ସେବା ଓ ସମର୍ପଣର ସନ୍ଦେଶ ପ୍ରସାରିତ ହୋଇଥିଲା।

ଏହି ସବୁ କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରପରିଷଦର ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, ବରିଷ୍ଠ କାଉନସିଲର ତଥା ବିଜେଡି ନଗର ସଭାପତି ସମ୍ଭୁ ନାଗ, ବିଜେଡି ରାଜ୍ଯ କାର୍ଯ୍ୟକାରୀ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ଗୁଞ୍ଜ ଖାନ, ସୁମନ ନନ୍ଦ, ଲକ୍ଷ୍ମଣ ମେହେର, କୁଲମଣୀ ମେହେର,

ପ୍ରଭାସ ପାଣିଗ୍ରାହୀ, ବିଧୁଭୁଷଣ ତ୍ରୀପାଠି, ଧୃବ ଜୁଏଡ୍, ଶିବ ବେହେରା, ଟୁକୁ ସାହୁ, ରମେଶ ବେହେରା, ସଞ୍ଜୟ ଶେଖର, ନରସିଂହ ବାଗ, ଗୋଲାପ ବାଗ, ଶୁଶିଲ ଚାନ୍ଦ, ପ୍ରଦ୍ୟୁମ୍ନ ହୋତା, ଚନ୍ଦ୍ରମଣୀ ତ୍ରିପାଠୀ, ପାଣ୍ଡବ କୁମ୍ଭାର, ଦମୟନ୍ତୀ ବାଗ, ଲିପିଶ୍ରୀ ସାଏ, ନିହାର ସ୍ବାଇଁ, ସନ୍ତୋଷ ଦନ୍ତା, ଜିଲ୍ଲା ସୋସିଆଲ ମିଡିଆ ଇନଚାର୍ଜ ବିଭୁତି ଭୂଷଣ ମିଶ୍ର, ଶତୃଘନ ବାଗ, ଗଙ୍ଗାଧର ଚାନ୍ଦ,  ଜୟରାମ ମିଶ୍ର, ବଣ୍ଟି ଚାନ୍ଦ, ଶାନ୍ତନୁ ଭୋଇ, ଅଚ୍ଯୁତ ମିଶ୍ର, ଆଶୀର୍ବାଦ ସାହୁ, ମନୋରଞ୍ଜନ ମହାକୁର, ରଞ୍ଜନ ମିଶ୍ର, ଜିତେନ୍ଦ୍ର ମିଶ୍ର, ବସୁମତି ସେଠ୍, ମମତା କୁମରା, ନନ୍ଦିନୀ ପୋଢ ଦିପକ ବେହେରା, ବିରସେନ ସାହୁ, ସୁନୀଲ ମେହେର, ସୈଲେନ୍ଦ୍ର ସାହୁ, ଅନ୍ତର୍ଯ୍ଯାମୀ ଭୋଇ, ନରେନ୍ଦ୍ର ସୁନା, ରାମ ନାଏକ ଭଳି ବହୁ ସଙ୍ଗଠକ ଓ ସଦସ୍ଯ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026

You Might Also Like