-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||     

HOME   ଜିଲ୍ଲା

ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-

17-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )- ଓଡ଼ିଶା ସାହିତ୍ୟ ଏକାଡ଼େମୀ ଓ ମହାନଦୀ ସାହିତ୍ୟ ସଂସଦ ସୋନପୁର  ଙ୍କ ମିଳିତ ସହଯୋଗରେ ସୁବର୍ଣ୍ଣପୁର ସଂସ୍କୃତି ଭବନ ଠାରେ ଆୟୋଜିତ ଗଦ୍ୟ ଶୀଳ୍ପି ଭୁବନେଶ୍ୱର ବେହେରା ଙ୍କ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ରେ ମୁଖ୍ୟ ଅତିଥି ଭାବେ ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟ ର କୁଳପତି ଡ଼ଃ ପବନ କୁମାର ଅଗ୍ରୱାଲ ଯୋଗ ଦେଇ ଶ୍ରୀ ଭୁବନେଶର ବେହେରା ଙ୍କ ଗଳ୍ପ ସାହିତ୍ୟ, ଗଦ୍ୟ ଶୈଳୀ ଓ ସମାଜ ଜୀବନ ସହିତ ତାଙ୍କ ରଚନା ର ଗଭୀର ସମ୍ପର୍କ କୁ ଉଲ୍ଲେଖ କରିଛନ୍ତି l  ସଭା ମୂଖ୍ୟ ତଥା ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ କହିଥିଲେ "ସେ ସାହିତ୍ୟ ସେତେବେଳେ କାଳଜୟୀ ହୁଏ ଯେଉଁ ସାହିତ୍ୟ ମାଟି ର କଥା କହେ, ଯେଉଁ ସାହିତ୍ୟ ମଣିଷ ର କଥା କହେ, ଯେଉଁ ସାହିତ୍ୟ ଆବେଗ ର କଥା କହେ" l ଓ ଭୁବନେଶ୍ୱର ବେହେରା ଙ୍କ ପ୍ରତି ଗଳ୍ପ ରେ ଲେଖାରେ ଭାରତୀୟ ସଭ୍ୟତା ସଂସ୍କୃତି ପ୍ରତି ଗଭୀର ସମ୍ମାନବୋଧ ପ୍ରତୀକ ଦଣ୍ଡାୟ ମାନ ହୋଇ ରହିଛି ବୋଲି ମତ ରଖି ମଣିଷ ର ମନ ଆଚାର ବ୍ୟବହାର ଶିକ୍ଷା ସଭ୍ୟତା ସଂସ୍କୃତି କୁ ଆଧାର କରି ତାଙ୍କର ଗଦ୍ୟ ରାଜ୍ୟ ରୁଦ୍ଧିମନ୍ତ ହୋଈ ରହିଛି ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ପ୍ରଫେସର ସୁଦର୍ଶନ ପଣ୍ଡା, ଡ଼ଃ ଦେବାଶିଶ ପାଣ୍ଡିଆ, ଡ଼ଃ ସୌରଭ ରଞ୍ଜନ ଖମାରୀ ଯୋଗ ଦେଇ ଶ୍ରୀ ବେହେରା ଙ୍କ ସାହିତ୍ୟ ଧାରା ଆଗକୁ ବଢ଼ାଇବା ପାଇଁ ଯୁବ ପୀଢ଼ି କୁ ପ୍ରେରିତ କରିଥିଲେ l ଏଇ କାର୍ଯ୍ଯ କ୍ରମ ରେ ବହୁ ସାହିତ୍ୟକ, କବି, ଲେଖକ ଓ ବୁଦ୍ଧିଜୀବି ଯୋଗ ଦେଇ ଶ୍ରୀ ବେହେରା ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ପବିତ୍ର ମାଟି ରେ ଶ୍ରୀ ବେହେରା ଙ୍କ ଶ୍ରାଦ୍ଧ ଉତ୍ସବ ପାଳନ କରିବାର ସୁଯୋଗ ମିଳି ଥିବାରୁ ଓ ଆପଣଙ୍କ ଏତେ ସଂଖ୍ୟାରେ ସାହିତ୍ୟ ସଂସ୍କୃତି ପ୍ରେମୀ ଙ୍କ ଉପସ୍ଥିତି ଯୋଗୁଁ ଆମେ ନିଜ କୁ ଧନ୍ୟ ମନେ କରୁଛୁ ବୋଲି ସାହିତ୍ୟ ଏକାଡ଼େମୀ ସଦସ୍ୟ ତଥା କଳାହାଣ୍ଡି ରୁ ଆସିଥିବା ବକ୍ତା ସାହିତ୍ୟକ କହିଥିଲେ l ପ୍ରାରମ୍ଭ ରେ ଅତିଥି ଙ୍କ ଦ୍ଵାରା ଶ୍ରୀ ଭୁବନେଶ୍ୱର ବେହେରା ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରା ଯାଇଥିଲା ଓ କୋଶଳ ଉଚ୍ଚ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ପରିବେଷଣ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026

You Might Also Like