-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।

20-Apr-2026



କଣ୍ଟାମାଳ (ପ୍ରେରଣା ଖବର )
ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମଲିକୁଦ ଗ୍ରାମରେ ଜିଲ୍ଲା ଏସସି ମୋର୍ଚ୍ଚାର ସଭାପତି ରାମଚନ୍ଦ୍ର ତାଣ୍ଡିଙ୍କ ତତ୍ତ୍ଵାବଧାନରେ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମଜୟନ୍ତୀ ସପ୍ତାହ ରବିବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ସଭାରେ ମୁଖ୍ୟ ଅତିଥିଭାବେ ବରଗାଁ ପଞ୍ଚାୟତର ସମିତି ସଭ୍ୟା ଶ୍ରୀମତୀ ଅଙ୍ଗୁରୀ ତାଣ୍ଡି, ମୂଖ୍ୟ ବକ୍ତାଭାବେ ବିଜେପିର ପୂର୍ବ ଜିଲ୍ଲା ଉପସଭାପତି ତଥା ଆଇନଜୀବୀ ଚିତ୍ତରଞ୍ଜନ ପାତ୍ର ଓ ସମ୍ମାନୀତ ଅତିଥି ଭାବେ ଘଣ୍ଟାପଡ଼ା ମଣ୍ଡଳ ସଭାପତି ଗୋପୀନାଥ କହଁର, ଦଳିତ ସମାଜ ର ସଭାପତି ଲଳିତ ମହାନନ୍ଦ,ସଂପାଦକ ଦୟାନିଧି ମହାନନ୍ଦ, ଗାଁ କମିଟାର ସଂପାଦକ ଭକ୍ତ ବନ୍ଧୁ ବଣ୍ଡକି,ଆମ୍ୱେଦକର କମିଟ ସଂପାଦକ ସୁବାସ ମହାନନ୍ଦ, ଧୃବ ଚରଣ ମହାନନ୍ଦ, ଗଣମାଧ୍ୟମ ପ୍ରତିନିଧି ପ୍ରଭାତ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଡଃ ଆମ୍ବେଦକରଙ୍କ ଜୀବନୀ ଓ ବିକଶିତ ଭାରତରେ ସମ୍ବିଧାନର ଚିତ୍ର ବର୍ଣ୍ଣନା କରିଥିଲେ।ବରିଷ୍ଠ ବିଜେପି କର୍ମୀ ଠାକୁରଚରଣ ନାୟକ ସଭା ପରିଚାଳନା କରିଥିଲେ। ଏସସି ମୋର୍ଚ୍ଚା ସଭାପତି ଶ୍ରୀ ତାଣ୍ଡି ଧନ୍ୟବାଦ ଦେଇଥିଲେ। ଏଥିରେ ବହୁ ମହିଳା ଓ ପୁରୁଷ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026

You Might Also Like