-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ

20-Apr-2026



ବଲାଙ୍ଗିର(ପ୍ରେରଣା ଖବର): ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ‘ଅକ୍ଷିମୁଠି ଅନୁକୂଳ’ ପର୍ବ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମରେ ଉତ୍ସାହମୟ ପରିବେଶରେ ପାଳିତ ହୋଇଥିଲା । ଅତିଥିମାନେ ଭ୍ରାମ୍ୟମାଣ ‘ଆମ ବିହନ ରଥ’ ପତାକା ଦେଖାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ  ପବିତ୍ର ବେହେରାଙ୍କ ପୌରୋହିତ୍ୟରେ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ହୋଇ ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚ୍ଚନା ପରେ କ୍ଷେତରେ ‘ଅକ୍ଷିମୁଠି ଅନୁକୂଳ’ କରିଥିଲେ। ସମ୍ମାନୀୟ ଅତିଥି ଭାବେ ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ଗୋପାଳଜୀ ପାଣିଗ୍ରାହୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପରିଷଦ ପ୍ରତିନିଧି ଶ୍ରୀ ମାଧବ ସାଏ ଓ

ମାନ୍ୟବର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷକ ଦିବସ ପାଳନ ଉପଲକ୍ଷେ ଆୟୋଜିତ ସଚେତନତା ସଭାରେ, ଅତିଥିମାନେ ଉପସ୍ଥିତ ଚାଷୀମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ, ସେମାନଙ୍କୁ ଆହୁରି ଜାଗ୍ରତ ଓ ଉଦ୍ୟମୀ ହେବା ପାଇଁ ପରାମର୍ଶ ଦେଇଥିଲେ। କୃଷି ଓ କୃଷକ ସଶକ୍ତିକରଣ ପାଇଁ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବାରେ ସେମାନେ ଗୁରୁତ୍ୱ ଦେଇଥିଲେ। କୃଷିଭିତ୍ତିକ ଉଦ୍ୟୋଗ ମାଧ୍ୟମରେ ଚାଷୀମାନେ ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହେବାକୁ ପରାମର୍ଶ ଦେଇଥିଲେ ।

ସଚେତନତା ସଭାରେ  ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ଧୀରେନ ସିଂ ବରିହା, ଅକ୍ଷୟ ତୃତୀୟା ର ମାହାତ୍ମ୍ୟ, ବିହନ ଓ ସାରର ସଦୁପଯୋଗ ତଥା ସଠିକ ଭାବରେ ଚାଷୀଙ୍କୁ ଡ଼ିବିଟି ମାଧ୍ୟମରେ  ଯୋଗାଇ ଦିଆଯିବା ଉପରେ ଆଲୋଚନା କରିଥିଲେ।

ବଲାଙ୍ଗିର ଜିଲ୍ଲାରେ କୃଷି କ୍ଷେତ୍ରରେ ଅଗ୍ରଣୀ ଚାଷୀଙ୍କୁ କୃଷି ବିଭାଗ ବଲାଙ୍ଗିର ଦ୍ୱାରା ତୁରେକେଲା ବ୍ଲକର କରୁଆମୁଣ୍ଡା ଗ୍ରାମର ଅଗ୍ରଣୀ ମାଣ୍ଡିଆ ଚାଷୀ ତିଳ ମାଝିଙ୍କୁ ମାନପତ୍ର ଓ ଔପଢୋକନ ଅତିଥିମାନେ ପ୍ରଦାନ କରିଥିଲେ  । ସେହିପରି, ବଲାଙ୍ଗିର ବ୍ଲକର ମାୟାବରା ଗ୍ରାମର ତୁଳସୀ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସମ୍ମାନିତ କରାଯାଇ, ପ୍ରମାଣପତ୍ର ସହିତ ନଗଦ ୨୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଜଳଛାୟା ପ୍ରକଳ୍ପ ଅଧିକାରୀ କଳ୍ପବଟ ବେହେରା, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡା. ସତ୍ୟମୟ ଶତପଥି, ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ଲାସା ମୁର୍ମୁ,

ମୃତ୍ତିକା ରସାୟନବିଦ୍ ଅଙ୍କିତା ମହାପାତ୍ର, ଆଞ୍ଚଳିକ ସଂପ୍ରସାରଣ ତାଲିମ ପ୍ରତିଷ୍ଠାନର ଅଧ୍ୟକ୍ଷ ସୁଧାକର ନନ୍ଦ, ବଲାଙ୍ଗିର କୃଷି ଜିଲ୍ଲା ଅଧିକାରୀ ପ୍ରମୋଦ କୁମାର ବଡପଣ୍ଡା, ଟିଟିଲାଗଡ କୃଷି ଜିଲ୍ଲା ଅଧିକାରୀ ଧବଳେଶ୍ଵର ପ୍ରଧାନ ପ୍ରମୁଖ ଉପସ୍ଥିତ ହୋଇ, ଚାଷୀମାନଙ୍କୁ ବିଭାଗୀୟ କାର୍ଯ୍ୟକ୍ରମ ଓ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ କରିଥିଲେ। 

ଏହା ପରେ ଆଭାଷୀ ମାଧ୍ୟମରେ ରାଜ୍ୟସ୍ତରୀୟ କୃଷକ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶାଙ୍କ ଦ୍ୱାରା ବଲାଙ୍ଗୀର ଆଞ୍ଚଳିକ ସଂପ୍ରସାରଣ ତାଲିମ ପ୍ରତିଷ୍ଠାନର ଅଡିଟୋରିୟମ୍‌ରେ ‘ମୁଖ୍ୟମନ୍ତ୍ରୀ କିଷାନ ସହାୟତା’ ବଣ୍ଟନ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଶତାଧିକ ଚାଷୀ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମର ପରିଚାଳନା ସୁଧାକର ନନ୍ଦ କରିଥିଲେ। ବ୍ଲକ କୃଷି ଅଧିକାରୀ, ସହକାରୀ କୃଷି ଅଧିକାରୀ ଓ ବିଭାଗୀୟ କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026

You Might Also Like