-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ♦️ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||     

HOME   ଜିଲ୍ଲା

ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ

21-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): କଟକ ରାଜନୀତିରେ ରୋଚକ ଦୃଶ୍ୟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ଓଏମପି ଛକରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଭାତ ସମ୍ବର୍ଦ୍ଧିତ କରିଛନ୍ତି । ଗତକାଲି ଖଇରିଆ ପୋଷାକ ଛାଡି ଧଳା କପଡା ପିନ୍ଧିଥିଲେ । ଆଉ ବିଜେଡିର ବରିଷ୍ଠ ନେତା ବବି ଦାସଙ୍କୁ ଅତି ତାତ୍ସଲ୍ୟ କରି କହିଥିଲେ । ଦଳରୁ ସସପେଣ୍ଡ ହେବା ପରେ ଗତକାଲି ମନଇଛା ନିଜର ବିଷ ଓଗାଳିଥିଲେ । ଏହି ଘଟଣାର ୨୪ ଘଣ୍ଟା ନପୁରୁଣୁ ପ୍ରଭାତ ଆଜି ସକାଳୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।କଟକରେ ଧାନମୁଠି ଅନୁକୂଳ ଅବସରରେ ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରିଥିଲେ । ଏହି ସମୟରେ ସେ ଓଏମପି ଛକରେ ସମ୍ବର୍ଦ୍ଧିତ କରିଥିଲେ । ତେବେ ପ୍ରଭାତଙ୍କ ବଦଳୁଥିବା କପଡା ପରି ଦଳ ମଧ୍ୟ ବଦଳିବ ବୋଲି ରାଜନୈତିକ ମାହୋଲରେ ଚର୍ଚ୍ଚା ହେଉଛି । ପ୍ରଭାତଙ୍କ ପୁଅ ରାଜନୀତିରେ ସକ୍ରିୟ ଅଛନ୍ତି, ହେଲେ ଏବେ ପ୍ରଭାତ ନିଜେ ସକ୍ରିୟ ହେବେ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି । ଗତକାଲି କରିଥିବା ପ୍ରେସମିଟରେ ମଧ୍ୟ ପ୍ରଭାତ ପରୋକ୍ଷରେ ଅନ୍ୟଦଳକୁ ଯାଉଥିବା କଥା ଇଙ୍ଗିତ କରିଥିଲେ । ତେବେ ଆଜିର ଘଟଣା ପରେ ପ୍ରଭାତ ବିଶ୍ୱାଳ ନିଶ୍ଚୟ ବିଜେପିରେ ମିଶୁଛନ୍ତି ବୋଲି କୁହାଯାଉଛି । ପ୍ରଭାତ ଏ ବାବଦରେ କୌଣସି ସ୍ଥାନରେ କିଛି ନକହିଥିଲେ ମଧ୍ୟ ତାଙ୍କ ଦଳ ବଦଳକୁ ନେଇ ଆଲୋଚନା ହେଉଛି l ସେ କହିଛନ୍ତି ‘‘ଆଜିଠାରୁ ନୂଆ ଅଧ୍ୟାୟ ଆରମ୍ଭ ହେଲା । ମା କାମାକ୍ଷା ଙ୍କ ପାଖକୁ ଯାଇ ଖଇରିଆ ରୁ ଧଳା ପୋଷାକ ପରିଧାନ କଲି। ୨୦୧୨ରୁ ୨୦୧୬। ସ୍ଵାଧୀନ ଭାବେ ୨୦୦୪ ମସିହାରେ ନିର୍ବାଚନ ଜିତିଲି। ଲକ୍ଷ୍ୟ ଥିଲା ଠିକ୍ ଭାବେ ରାଜନୀତି କରିବି। ସବୁ କ୍ଷେତ୍ରରେ ଗୋଡ ଟଣା ରହିଛି। ଅସହିଷ୍ଣୁତା ରହିଥିଲା। ଯେଉଁମାନେ ମୋର ଅପୂରଣୀୟ କ୍ଷତି କରିଛନ୍ତି ସେମାନଙ୍କ କଥା ପ୍ରଭୁ ବୁଝିଛନ୍ତି। ଷଡଯନ୍ତ୍ରରେ ସାମିଲ୍ ନେତାଙ୍କୁ ପ୍ରଭୁ ଦଣ୍ଡ ଦେଇଛନ୍ତି’’।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ♦️ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026

You Might Also Like