-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||     

HOME   ଜିଲ୍ଲା

ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ

21-Apr-2026



(ରଂଜିତ ମହାନ୍ତି )
ବରୀ  ଅକ୍ଷୟ ତୃତୀୟାରେ ଓଡ଼ିଶାର ଚାଷୀମାନେ ପୂଜାର୍ଚ୍ଚନା କରି ଅଖିମୁଠି ଅନୁକୂଳ କରି ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ଏହି ମର୍ମରେ ଆଜି ବରୀ ବିଧାୟକ ବିଶ୍ଵ ରଞ୍ଜନ ମଲ୍ଲିକ ବାଲିବିଲ ପଞ୍ଚାୟତ ସ୍ଥିତ ଗାନ୍ଧୀ ଛକ ନିକଟରେ ଅକ୍ଷିମୁଠି ଅନୁକୂଳ କରିଥିବାର ଦେଖିବାକୁ ମିଳିଛି। ଯୁବ ବିଧାୟକଙ୍କ  ଅକ୍ଷିମୁଠି ଅନୁକୂଳ ସମୟରେ ଶତାଧିକ ମହିଳା ଓ ଚାଷୀ ଉପସ୍ଥିତ ରହି ଶଙ୍ଖ ହୁଳହୁଳି ଦେଇ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଚାଷୀ ମାନଙ୍କ ମଧ୍ୟରେ ଏକ ଖୁସିର ଲହରୀ ଦେଖିବାକୁ ମିଳିଥିଲା। ବରୀ ଏକ କୃଷି ପ୍ରଧାନ ଅଞ୍ଚଳ ହୋଇଥିବାରୁ ଏଠି ପ୍ରାୟ ଶତକଡା ୭୦ ଭାଗ ଲୋକ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ତେଣୁ ଚଳିତ ବର୍ଷ ବରୀ ଅଞ୍ଚଳର କୃଷକ ମାନଙ୍କର ଚାଷ କାର୍ଯ୍ୟ ଭଲ ହେଉ, ଚାଷୀମାନଙ୍କ ଦୁଃଖ ସରକାର ଶୁଣନ୍ତୁ। ଚାଷୀମାନେ ଖୁସିରେ ରୁହନ୍ତୁ ବୋଲି ଶ୍ରୀ ମଲ୍ଲିକ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବରୀ ବ୍ଲକ ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ବ୍ଲକ ବିଜେଡି ସଭାପତି କେଦାର ସାମଲ, ଜିଲ୍ଲାପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ ସାମଲ, ଦିଲ୍ଲୀପ ମହାନ୍ତି, ପ୍ରସନ୍ନ ସାମଲ, ହରିହର ପଣ୍ଡାଙ୍କ ସମେତ ବରୀ ଅଞ୍ଚଳର ବହୁ ସଂଖ୍ୟକ ପୁରୁଷ, ମହିଳା ଓ ଯୁବ ଚାଷୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026

You Might Also Like