-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||     

HOME   ରାଜ୍ୟ

ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ

22-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ପଶ୍ଚିମା ଏବଂ ଶୁଷ୍କ ବାୟୁର ପ୍ରବାହ ଯୋଗୁ ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ାରୁ ବଲାଙ୍ଗୀର ପର୍ଯ୍ୟନ୍ତ ସମସ୍ତ ଜିଲ୍ଲାରେ ପ୍ରବଳ ଉତ୍ତାପ ଅନୁଭୂତ ହେବ । ଏହି ଅଞ୍ଚଳରେ ଦିନର ସର୍ବାଧିକ ତାପମାତ୍ରା ୪୪ ରୁ ୪୫.୫ ଡିଗ୍ରୀ ରହିପାରେ ।ମଙ୍ଗଳବାର ଟିଟିଲାଗଡ଼, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ତାତି ୪୫ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ତାତି ୪୨ଡିଗ୍ରୀ ପାଖାପାଖି ରହିବ । ୨୪ ତାରିଖ ଯାଏ ଏଭଳି ସ୍ଥିତି ରହିବ । ଅଧିକାଂଶ ସ୍ଥାନରେ ପ୍ରଚଣ୍ଡ ତାତି ଅନୁଭୂତ ହେବ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ତାତି କମ୍ ରହିବ। ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଏବଂ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ । ଏହି ସବୁ ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀରୁ ୩୯ ଡିଗ୍ରୀ ଭିତରେ ରହିଲେ ମଧ୍ୟ କାଳବୈଶାଖୀ ଯୋଗୁ ବର୍ଷା ହୋଇପାରେ । ମଙ୍ଗଳବାର ବଜ୍ରପାତ ସହ ହାଲୁକା ବର୍ଷା ଆଶଙ୍କା ଅଛି । ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି ।ଆସନ୍ତାକାଲି (ବୁଧବାର) ୧୧ଟି ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା, ମୟୂରଭଞ୍ଜ ଓ କେନ୍ଦୁଝର ସମେତ ୧୬ଟି ଜିଲ୍ଲାକୁ ବିଜୁଳି ଏବଂ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୩ରୁ ଖରା ଓ ଗରମ ବଢ଼ିବା ସହ ବଲାଙ୍ଗୀର, ଅନୁଗୁଳ ଓ ଝାରସୁଗୁଡା ଏହି ୩ଟି ଜିଲ୍ଲାକୁ ହିଟୱେଭ୍ ବା ଗ୍ରୀଷ୍ମ ପ୍ରବାହ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୨୫ ତାରିଖ ଯାଏଁ ଗ୍ରୀଷ୍ମ ପ୍ରବାହର ଚେତାବନୀ ରହିଥିବା ବେଳେ ତାତିରୁ ନିସ୍ତାର ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026

You Might Also Like