-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||     

HOME   ଜିଲ୍ଲା

ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ

23-Apr-2026



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ସ୍ଥିତ ମହାନଦୀ ଧାରା ପୂର୍ଣ୍ଣାଙ୍ଗ ଆବାସିକ ଶିକ୍ଷାନୁଷ୍ଠାନ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜଳବାୟୁ ପରିବର୍ତ୍ତନ ଉପରେ ଏକ କନକ୍ଳେଭ୍ ଆୟୋଜନ କରାଯାଇଥିଲା। ଏହି ଆୟୋଜନରେ ଭିନ୍ନଭିନ୍ନ ବୌଦ୍ଧିକ ମଣ୍ଡଳରୁ ଅନେକ ଆଲୋଚକ,ବୁଦ୍ଧିଜୀବୀ, ଗବେଷକ, ପରିବେଶବିତ୍, ଲେଖକ, ଶିକ୍ଷାବିତ୍, ଲୋକ କଳାକାର ଓ ବହୁ ବରିଷ୍ଠ ସାମ୍ବାଦିକ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ତିନୋଟି ଆଲୋଚନାଚକ୍ରରେ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ, ପ୍ରସିଦ୍ଧ ଜାତୀୟ ସ୍ତରର ପରିବେଶ ସାମ୍ବାଦିକ ତଥା 'ଡାଉନ୍ ଟୁ ଆର୍ଥ'  ପରିଚାଳନା ସମ୍ପାଦକ ରିଚାର୍ଡ ମହାପାତ୍ର, ଓଡ଼ିଶାର ଜଳପୁରୁଷ  ରଞ୍ଜନ ପଣ୍ଡା, ପ୍ରତିଷ୍ଠିତ ସମ୍ବଲପୁର ଆଇଆଇଏମ ର ଅଧ୍ୟାପକ ସୁଜିତ୍ ପୃଷେଠ୍ ଆଲୋଚକ ଏବଂ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର, ଅନୁଷ୍ଠାନର ପ୍ରତିଷ୍ଠାତା ଓ ନିର୍ଦ୍ଦେଶକ ପ୍ଲାବନ ମହାପାତ୍ର ଆଲୋଚନାଚକ୍ରର ପରିଚାଳକ ଭାବେ ଯୋଗ ଦେଇ ଥିଲେ l ଏହି କନକ୍ଳେଭ୍ ରେ ମୁଖ୍ୟ ଅତିଥି  ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ୍ ସାହୁ ଯୋଗ ଦେଇ ଏହି ଜଳବାୟୁ ପରିବର୍ତ୍ତନ ଏକ ସାର୍ବଜନୀନ ସମସ୍ୟା ବୋଲି ମତ ରଖି ଏ ନିଷ୍ପତ୍ତି କେବଳ ସାଂସଦ ଗୃହ ଭିତରେ ନ ରହୁ ବୋଲି କହିଥିଲେ l ଶିଳ୍ପ ଗଢ଼ି ଉଠିବା ପରେ ଜଳବାୟୁର ବ୍ୟାପକ ପରିବର୍ତ୍ତନ ହୋଇଛି ବୋଲି କହି କୋଭିଡ଼ ମହାମାରୀ ସମୟରେ ୭୦ଭାଗ ଶକ୍ତି ସଂରକ୍ଷଣ ଓ ବହୁମାତ୍ରାରେ ଜଳ ସଂରକ୍ଷଣ ସହ ସାରା ଦେଶରେ ପୃଥିବୀରେ ଆପେ ଆପେ ସଚେତନତା ଓ ସ୍ଵଚ୍ଛତା ଆଡ଼କୁ ଲୋକେ ମୁହାଁଇ ବାକୁ ବାଧ୍ୟ ହୋଇଥିଲେ ବୋଲି ଉଦାହରଣ ଦେଇଥିଲେ ଓ ଜଳ ଶକ୍ତି ସଂରକ୍ଷଣ ଦିଗରେ ପରିବେଶ ସୁରକ୍ଷା ଦିଗରେ ଓ ସ୍ୱଚ୍ଛତା ଦିଗରେ ସେଭଳି ଆମେ ଯଦି ଗୁରୁତର ସହ ଚିନ୍ତା ନ କରିବା ତାହାଲେ ଆଗାମୀ ଶହେ ବର୍ଷ ପରେ ଏ ପୃଥିବୀ ଥିବ ଆମେ ଥିବା କିନ୍ତୁ ଆମ ଏ ମଣିଷ ସବୁ ବିକଳାଙ୍ଗ ହୋଇ ସାରି ଥିବା  ବୋଲି ଡ. ସାହୁ କହିଥିଲେ । ଅନୁଷ୍ଠାନର ସହପ୍ରତିଷ୍ଠାତା ଶ୍ରୀମତୀ ଆଭା ପୁଝାରୀ ମଧ୍ୟ ସଭାରେ ଯୋଗ ଦେଲେ। ଶ୍ରୀଯୁକ୍ତ ରିଚାର୍ଡ ମହାପାତ୍ର ତାଙ୍କର ଭାଷଣ ରେ ଜଳବାୟୁ ପରିବର୍ତ୍ତନ ଉପରେ ବିଶ୍ଵ ସ୍ତରୀୟ ଦୃଷ୍ଟିକୋଣ ଏବଂ ମହାନଦୀ ର ପ୍ରଦୂଷଣ ତଥା ସୁରକ୍ଷା ଉପରେ ଆଲୋକପାତ କରିଥିଲେ ।ଦ୍ଵିତୀୟ ଆଲୋଚନାଚକ୍ର "ଜଳବାୟୁ ପରିବର୍ତ୍ତନ ଏବଂ ମାନବର ଭବିଷ୍ୟତ" ରେ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର୍ ଅତିଥି ଆଲୋଚକ ତଥା ପରିବେଶବିତ୍ ରଞ୍ଜନ ପଣ୍ଡାଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ କଲେ, ପ୍ରତି ଉତ୍ତରରେ ଶ୍ରୀ ପଣ୍ଡା ଜଳବାୟୁ ପରିବର୍ତ୍ତନରେ ସଂସ୍କାର ପାଇଁ ଅନ୍ଧ ଭାବରେ ବୃକ୍ଷରୋପଣ ନ କରି ଜୈବ ବିବିଧତାକୁ ବଜାୟ ରଖିବାକୁ ତର୍କ କରିଥିଲେ।ଏଥି ସହିତ ସେ ପ୍ରକୃତିରୁ ସଂସ୍କୃତିର ଲୋକମାନସରେ ବିଚ୍ଛିନ୍ନତା ଏବଂ ମାନସିକ ସ୍ତରରେ ଯୁବ ସମାଜର ପ୍ରକୃତି ଠାରୁ ଦୂରତା କୁ ପରିବେଶ ପ୍ରଦୂଷଣର ମୁଖ୍ୟ କାରଣ ବୋଲି ପ୍ରକାଶ କଲେ।ତୃତୀୟ ଆଲୋଚନାଚକ୍ର "ଯୁବାବର୍ଗ,ଶିକ୍ଷା ଏବଂ ଜଳବାୟୁ ଉତ୍ତରଦାୟିତ୍ୱ"ରେ ମହାନଦୀ ଧାରା ପ୍ରତିଷ୍ଠାତା, ଅତିଥି ଆଲୋଚକ ଡ. ସୁଜିତ୍ ପୃଷେଠ୍ ଙ୍କୁ ପରିବେଶ ସୁରକ୍ଷାରେ ଯୁବବର୍ଗର ଦାୟିତ୍ଵ ସମ୍ପର୍କରେ ଛାତ୍ରୀ ମାନେ ବିଭିନ୍ନ ପ୍ରଶ୍ନ ପଚାରି ଥିଲେ। ଡ. ପୃଷେଠ୍ ଏହାରି ଉପରେ ଯୁବ ସମାଜର ସୃଜନଶୀଳତା ଏବଂ ଉଦ୍ଭାବନକୁ ଜୋର ଦେଇଥିଲେ। ଏଥି ସହିତ ସେ   ଆର୍ଥନିତିକ ଅସମାନତା, ଲିଙ୍ଗଗତ ବୈଷମ୍ୟତା ଆଦିକୁ ଜଳବାୟୁ ଉତ୍ତରଦାୟିତ୍ୱରେ ପ୍ରତିବନ୍ଧକ ବୋଲି ଦର୍ଶାଇ ଥିଲେ। ମଣିଷ ର ଅଜ୍ଞାନତା ଓ ରାଜନୈତିକ ଆନ୍ଦୋଳନର ଅଭାବ ଯୋଗୁଁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି ବୋଲି କହିଥିଲେ l ଶେଷରେ ଛାତ୍ର ଛାତ୍ରୀ, ବୁଦ୍ଧିଜୀବୀ ଏବଂ ଅନ୍ୟ ଦର୍ଶକ ଅତିଥି ବକ୍ତା ମାନଙ୍କୁ ପ୍ରଶ୍ନ ପଚାରିଥିଲେ । ଶିକ୍ଷୟତ୍ରୀ ପ୍ରିୟଙ୍କାରାଣୀ ନେଗୀ ସଭା ପରିଚାଳନା କରିଥିଲେ। ଶେଷ ରେ ଜଣାଶୁଣା ଲୋକ କଳାକାର ଦିଲ୍ଲୀପ ଦୀପ ଏବଂ ତାଙ୍କର ସାଥୀ କଳାକାର ଘୁଡକା ବାଦ୍ୟର ତାଳେ ତାଳେ ପରିବେଶ ସୁରକ୍ଷା ଉପରେ ସ୍ବରଚିତ ସଙ୍ଗୀତ ତଥା ନୃତ୍ୟ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026

You Might Also Like