-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ

26-Apr-2026



ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା (MGNREGS) ର ସଫଳ ରୂପାୟନ କ୍ଷେତ୍ରରେ ସୁନ୍ଦରଗଡ଼ ଜିଲ୍ଲା ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କୃତ ହୋଇଛି। 

ଗତକାଲି ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କଠାରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ  ସାହୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ସଫଳତା ପାଇଁ ଜିଲ୍ଲାକୁ ୧୨ ଲକ୍ଷ ଟଙ୍କାର ଅର୍ଥରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।

ଏହା ସହିତ ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ ମଧ୍ୟ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ବିବେଚିତ ହୋଇ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ କରିଛି। ଜିଲ୍ଲା ପ୍ରଶାସନ ଓ ତୃଣମୂଳ ସ୍ତରର ପ୍ରତିନିଧିଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଆଜି ସୁନ୍ଦରଗଡ଼ ବିକାଶର ନୂଆ ପରିଚୟ ସୃଷ୍ଟି କରିପାରିଛି।

 ସୁନ୍ଦରଗଡ଼ରୁ ଟୋନିସ ରୋହିଦାସ ଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026

You Might Also Like