-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||     

HOME   ଜିଲ୍ଲା

ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି

27-Apr-2026



ଅନଗୁଳ/ପାଲଲହଡା(ବିଭୁ ଖମଣିଆଁ): ପାଳଲହଡ଼ାରେ ଦିନକୁ ଦିନ ଶିକ୍ଷା ବିଭାଗରେ ଦେଖିବାକୁ ମିଳୁଛି ମନମାନି। କେବେ ଶିକ୍ଷକ ଥାନ୍ତି ତ କେବେ ଛୁଟି ନନେଇ ନିଜ ମନ ମୁତାବକ ଘରେ ଥାଆନ୍ତି। ଆଜି ହଠାତ୍  ଅଫିସ ଛୁଟି ପୂର୍ବରୁ ବିଧାୟକ ଅଶୋକ ମହାନ୍ତି ପହଞ୍ଚିଥିଲେ। କେତକ ଶିକ୍ଷକ ଏବଂ କର୍ମଚାରୀ କାର୍ଯାଳୟରେ ଅନୁପସ୍ଥିତ କାରଣରୁ ବିଧାୟକ ଅସନ୍ତୋଷ ପ୍ରକାଶ କରିଥିଲେ। ଅଫିସ ଦାଇତ୍ୱରେ ଥିବା ଵି.ଆର.ସି ସି ପ୍ରଫୁଲ ମଲିକଙ୍କୁ ବିଭିନ୍ନ ବିଷୟରେ ପଚାରି ବୁଝିବା ସହିତ ଉପସ୍ଥାନ ଖାତା ଦେଖିଥିଲେ। ଅଫିସର ଅବ୍ୟବସ୍ଥା ସମ୍ପର୍କରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ ବିଧାୟକ । ଆଗକୁ ଏଭଳି କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସତର୍କଵାଣୀ ଶୁଣାଇଥିଲେ ବିଧାୟକ। କାର୍ଯ୍ୟାଳୟ ପରିବେଶ ସଫାସୁତରା ରଖିବାକୁ ପରାମର୍ଶ ଦେଇଛନ୍ତି। ପାଳଲହଡାରେ କେହି ସ୍ଥାୟୀ ଵି.ଇ.ଓ ନଥିବା ବେଳେ କିଛିଦିନ ପୂର୍ବରୁ ଏ.ଵି.ଇ.ଓ ମଧ୍ୟ ଅବସର ଗ୍ରହଣ କରିଛନ୍ତି। ମାନ୍ୟବର ବିଧାୟକ ଏ ସମ୍ପର୍କରେ ଉପରିସ୍ଥ ଶିକ୍ଷା ବିଭାଗ ଅଧିକାରୀ ମାନଙ୍କ ସହିତ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଥିଲେ l ନିଜର ଦାଇତ୍ୱ ସୁଚାରୁ ଭାବେ ନିର୍ବାହ କରିବାକୁ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଧାୟକଙ୍କ ସହିତ ସାଂସଦଙ୍କ ପ୍ରତିନିଧି ଲିଙ୍ଗରାଜ ଦାସ, ବରିଷ୍ଟ ଆଇନଜୀବୀ ତନ୍ମୟ କୁମାର ସାହୁ, ମଣ୍ଡଳ ସଭାପତି ଆଶିଷ କୁମାର ସାମଲ, ପୂର୍ବତନ ମଣ୍ଡଳ ସଭାପତି ପଞ୍ଚାନନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026

You Might Also Like