-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||     

HOME   ଜିଲ୍ଲା

Qwert

28-Apr-2026



କଟକ(ତପନ ମହନ୍ତି) - ଜିଲ୍ଲା ପ୍ରଶାସନ ପକ୍ଷରୁ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା) ବୈଠକ ଆଜି ପୂର୍ବାହ୍ନରେ ଓଡିଶା ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟ ପରିସରରେ ମାନ୍ୟବର ସାଂସଦ,କଟକ ଶ୍ରୀ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ମଧୁବାବୁଙ୍କ ଜନ୍ମତିଥି ଉଦ୍ଦେଶ୍ୟରେ  ନୀରବ ପ୍ରାର୍ଥନା କରାଯାଇଥିଲା। ଏହି ବୈଠକରେ ମାନ୍ୟବର ଜିଲ୍ଲା ପରିଷଦ ସଭାପତି ଶ୍ରୀ କିଶୋର ଚନ୍ଦ୍ର ମିଶ୍ର, ମାନ୍ୟବର ମେୟର ଶ୍ରୀ ସୁବାଷ ଚନ୍ଦ୍ର ସିଂ, ମାନ୍ୟବର ବିଧାୟକ ଆଠଗଡ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ , ମାନ୍ୟବର ବିଧାୟିକା, ବାରବାଟୀ-କଟକ, ଇଂ ସୋଫିଆ ଫିରଦୋସ, ମାନ୍ୟବର ବିଧାୟକ, କଟକ-ସଦର ଇଂ ପ୍ରକାଶ ଚନ୍ଦ୍ର ସେଠୀ, ମାନ୍ୟବର ବିଧାୟକ ବଡମ୍ବା ଶ୍ରୀ ବିଜୟ କୁମାର ଦଳବେହେରା, ମାନ୍ୟବର ବିଧାୟକ ବାଙ୍କୀ,  ଶ୍ରୀ ଦେବୀ ରଞ୍ଜନ  ତ୍ରିପାଠୀ, ପ୍ରମୁଖ ଉପସ୍ଥିତ ରହି ବୈଠକରେ ଆଲୋଚନା କରିଥିଲେ ।
            ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ସଂଯୋଜନାରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର ବୈଠକ  ଅନୁଷ୍ଠିତ ହୋଇଥିଲା । ବୈଠକ ପ୍ରାରମ୍ଭରେ ପୂର୍ବ ଦିଶା ବୈଠକର ଆଲୋଚନା ହୋଇଥିବା ପ୍ରସ୍ତାବିତ କାର୍ଯ୍ୟସୂଚୀ ଅନୁଯାୟୀ ଗ୍ରହଣ କରାଯାଇଥିବା ସମସ୍ତ କାର୍ଯ୍ୟର ଅଗ୍ରଗତି, କାର୍ଯ୍ୟାନୁଷ୍ଠାନ ଆଦି ସଂମ୍ପର୍କରେ ଜନ ପ୍ରତିନିଧି ମାନଙ୍କୁ ବୈଠକରେ ଉପସ୍ଥିତ ହୋଇଥିବା ସଂପୃକ୍ତ ଅଧିକାରୀମାନଙ୍କ ଦ୍ଵାରା ଅବଗତ କରାଯାଇଥିଲା । 
     ଜିଲ୍ଲାରେ ଧାର୍ଯ୍ୟ ଲକ୍ଷ୍ୟ  ଅନୁଯାୟୀ ରେଳ ପ୍ରକଳ୍ପ, ଡ୍ରେନେଜ ବ୍ୟବସ୍ଥା, ନୂତନ ସେତୁ ନିର୍ମାଣ , ନୂତନ ସଡ଼କ ନିର୍ମାଣ,  ବିଦ୍ୟୁତ୍ ସଂଯୋଗୀକରଣ ସମ୍ପର୍କିତ ବିଷୟରେ ଗଭୀର ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗମାନଙ୍କୁ  ଯଥା ଶୀଘ୍ର କାର୍ଯ୍ୟ ଆରମ୍ଭ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା । ଜିଲ୍ଲାର ବିଭିନ୍ନ ମହାପୁରୁଷ ପୀଠ,  ଦର୍ଶନୀୟ ସ୍ଥାନ ଓ ମନ୍ଦିର ଗୁଡିକର ଉନ୍ନତିକରଣ ସହିତ ସେଠାକୁ ସଂଯୋଗ କରୁଥିବା ରାସ୍ତା ର ମରାମତି ଏବଂ ଆବଶ୍ୟକସ୍ଥଳେ ନୂତନ ରାସ୍ତା ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା ।  ଏଥି ସହ  (କ୍ୟାପିଟାଲ ରିଜିଅନ ରିଙ୍ଗ ରୋଡ) ରାମେଶ୍ଵର ଠୁ ଟାଙ୍ଗୀ ପର୍ଯ୍ୟନ୍ତ  ଥିବା ୧୧୦ କିମି ରାସ୍ତା ନିର୍ମାଣ କାର୍ଯ୍ୟକାରୀ ହେବା ପରେ କଟକ ଜିଲ୍ଲାର ଅଧିବାସୀ ଉପକୃତ ହେବା ସହ ଭୁବନେଶ୍ୱର ଓ କଟକ ସହରକୁ ଘେରିଥିବା ମୁଖ୍ୟ ରାସ୍ତାମାନଙ୍କରେ ଟ୍ରାଫିକ ସମସ୍ଯା ବହୁ ମାତ୍ରାରେ କମିବ ବୋଲି ସାଂସଦ ଶ୍ରୀ ମହତାବ ମତ ପ୍ରକାଶ କରିଛନ୍ତି।
      ସମଗ୍ର ଜିଲ୍ଲାରେ ସାର ଯୋଗାଣ ସ୍ଥିତି ଓ ଚାଷୀମାନଙ୍କ ଚାହିଦା ପୂରଣ ସୁନିଶ୍ଚିତ କରିବା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏହି ଅବସରରେ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏଲପିଜି ଯୋଗାଣ ସ୍ଥିତି ସମ୍ବନ୍ଧରେ ଆଲୋଚନା କରି କହିଲେ ଯେ, ଯୁଦ୍ଧର କୌଣସି ପ୍ରଭାବ ନ ପଡିବ ସେଥିପ୍ରତି ସରକାର  ଏବଂ ସମସ୍ତ ପ୍ରାଶାସନିକ ଅଧିକାରୀ ସଚେତନ ଅଛନ୍ତି। ଏଲପିଜି ର ଅନ୍ୟ ବିକଳ୍ପ ନିମନ୍ତେ ମଧ୍ୟ  ବ୍ୟବସ୍ଥା କରାଯାଇ ସାରିଛି । ଯେଉଁଠି କଳାବଜାରୀ ସୂଚନା ପାଉଛନ୍ତି ଅତି ଶୀଘ୍ର ବିଭିନ୍ନ ସ୍ତରରେ ଥିବା ପ୍ରାଶାସନିକ ଅଧିକାରୀଙ୍କୁ ଯୋଗାଯୋଗ କରନ୍ତୁ। ଏଥି ସହ  ସ୍ଥାନୀୟ ଲୋକମାନଙ୍କ ସହଯୋଗ ନେଇ, ସେମାନଙ୍କୁ କୌଣସି କ୍ଷତି ନ ପହଞ୍ଚାଇ ଓ ସେମାନଙ୍କ ସମର୍ଥନ ସୁନିଶ୍ଚିତ କରି, ପରସ୍ପର ସମନ୍ୱୟ ରକ୍ଷା କରି ଜିଲ୍ଲାର ବିଭିନ୍ନ ଅସମାପ୍ତ କାର୍ଯ୍ୟ ଗୁଡିକୁ ଖୁବ୍ ଶୀଘ୍ର ସମାପ୍ତ କରିବାକୁ ବୈଠକରେ ସାଂସଦ ନିର୍ଦ୍ଦେଶ ଦେଇଥିଲେ । 
     ଆଜିର ବୈଠକରେ ଜଗତସିଂହପୁର ସାଂସଦ ଙ୍କ ପ୍ରତିନିଧି  ଶ୍ରୀ ବନ୍ଧୁ ଚରଣ ସାହୁ ଏବଂ କେନ୍ଦ୍ରାପଡା ସାଂସଦ ଙ୍କ ପ୍ରତିନିଧି ତଥା ବରିଷ୍ଠ ସଦସ୍ୟ ଶ୍ରୀ ରାମନାରାୟଣ ମହାନ୍ତି, ଜିଲ୍ଲା ପରିଷଦ ସଭାପତି ଶ୍ରୀ କିଶୋର ଚନ୍ଦ୍ର ମିଶ୍ର, ଆଠଗଡ ଉପଜିଲ୍ଲାପାଳ ଶ୍ରୀ ପ୍ରହଲ୍ଲାଦ ନାରାୟଣ ଶର୍ମା,କଟକ ସଦର ଉପଜିଲ୍ଲାପାଳ  ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ବାଙ୍କୀ ଉପଜିଲ୍ଲାପାଳ ଶ୍ରୀମତୀ ମନସ୍ଵିନୀ ଦାଶ, ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ଶ୍ରୀ ଆଶିଷ କୁମାର ସାହୁ ଙ୍କ ସମେତ ଆଠଗଡ ଓ ବାଙ୍କୀ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ, ବିଭିନ୍ନ ବ୍ଲକର ଅଧ୍ୟକ୍ଷ/ଅଧ୍ୟକ୍ଷା,ବିଭିନ୍ନ ବିଭାଗର ଅଧିକ୍ଷଣ ଓ ନିର୍ବାହୀ ଯନ୍ତ୍ରୀ, ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ପ୍ରତିନିଧିମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026

You Might Also Like