-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ରାଜ୍ୟ

ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି

29-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ । ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି । ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପୂର୍ବରୁ ଏହି ସବୁ ପଦୀବ ପୂରଣ ହୋଇପାରେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଜୁନ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ହେବ। ସଂକଳ୍ପ ପତ୍ରରେ ଯେଉଁ କଥା କହିଥିଲେ ସରକାର, ସେଥିରୁ ୮୦ ପ୍ରତିଶତ କାମ ସରିଛି। ବାକି ଥିବା କାମ ୨ ବର୍ଷ ପୂର୍ତ୍ତି ପୂର୍ବରୁ ଶେଷ ହେବ। ସରକାରଙ୍କ ୨ ବର୍ଷ ପୂର୍ତ୍ତି ହେବା ପୂର୍ବରୁ ବାକି ସମସ୍ତ ନିଯୁକ୍ତି ଶେଷ ହେବ। ରାଜ୍ୟରେ ଖୁବ୍ ଶୀଘ୍ର ନିଗମ ବୋର୍ଡ ନିଯୁକ୍ତି ହେବ। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।ସେ କହିଛନ୍ତି, ରାଜ୍ୟର ୨୯ ଜିଲ୍ଲାରେ ଓକିଲ ନିଯୁକ୍ତି ସରିଛି, ଖୋର୍ଦ୍ଧାରେ ବାକି ଅଛି। ଖୁବଶୀଘ୍ର ଖୋର୍ଦ୍ଧା ଜିଲ୍ଲାରେ ଓକିଲ ନିଯୁକ୍ତି ହୋଇଯିବ। ସେହିପରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପ୍ରସଙ୍ଗରେ ମନମୋହନ କହିଛନ୍ତି ଯେ, କେନ୍ଦ୍ରୀୟ ନେତାଙ୍କ ସହ ବୈଠକ ପରେ ସମ୍ପ୍ରସାରଣ ହେବ। ଯେତେବେଳେ ଲାଗିବ ସମ୍ପ୍ରସାରଣ ହେବା ଦରକାର, ସେତେବେଳେ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like