-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*

29-Apr-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଆଧୁନିକ ସୁବର୍ଣ୍ଣପୁର ର ନିର୍ମାତାସୁବର୍ଣ୍ଣପୁରର ପ୍ରଜାବତ୍ସଳ ଓ ଦୃଷ୍ଟିସମ୍ପନ୍ନ ଶାସକ ମହାରାଜା ବିରମିତ୍ରୋଦୟ ସିଂହଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ଆଜି ଶ୍ରଦ୍ଧା  ସହିତ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା ଭିତ୍ତିକ ରାଜ୍ୟ ଓଡ଼ିଶା ଗଠନରେ ସୋନପୁର ମହାରାଜା ବିରମିତ୍ରୋଦୟ ସିଂହଦେଓଙ୍କ ଅବଦାନ ସ୍ମରଣୀୟ । ସେ ଜଣେ ନୈଷ୍ଠିକ ପୁରୁଷ l ଗୋ ବ୍ରାହ୍ମଣ ସେବା ରେ ସିଦ୍ଧହସ୍ତ ଥିଲେ ସେ l ଗର୍ବ ଅହଙ୍କାର ନ ଥିଲା ତାଙ୍କରି l ତାଙ୍କ ଧର୍ମ ଓ ନିରପେକ୍ଷ ଚିନ୍ତାଧାରା ପ୍ରକୃତ ରେ ବିରଳ ଅଟେ l 
ଶିକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କ ଅବଦାନ ଜିଲ୍ଲା ସହ ଓଡ଼ିଶା ପାଇଁ ପ୍ରଶଂସନୀୟ । ଆଜି, ଅପ୍ରେଲ ୨୯ ତାରିଖରେ ତାଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିରମିତ୍ରୋଦୟ ସିଂହଦେଓ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରି ସାମୁହିକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରା ଯାଇଛି l 
ଏହି ଅବସରରେ ସୁବର୍ଣ୍ଣପୁରର ଅତିରିକ୍ତ ଜିଲ୍ଲାପାଳ  ଅଞ୍ଜଳିନା ପଧାନ, ପୌର ପରିଷଦ ଅଧ୍ୟକ୍ଷା  ତାମସୀ ତାମସ୍ମିତା ନାୟକ, ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରୀତି ସୁନାଙ୍କ ସହ ପୂର୍ବତନ ପୌର ପରିଷଦ ଅଧ୍ୟକ୍ଷ କଇଁରୁ ସ୍ୱାଇଁ ଓ ପ୍ରକାଶ ଚନ୍ଦ୍ର ସାହୁ, ପୀୟୁଷ ପଣ୍ଡା, ତ୍ରିଲୋଚନ ତରିଆ, ହରିନାରାୟଣ ଶତପଥି, ମହାନଦୀ ସାହିତ୍ୟ ସଂସଦ ସଭାପତି ଡ଼. ସୌରଭ ଖମାରୀ, ସଚେତନ ନାଗରିକ ମଞ୍ଚ ସଭାପତି ସିତାଂଶୁ ଶେଖର ମିଶ୍ର, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଜ୍ୟୋତିରଞ୍ଜନ ପଟ୍ଟନାୟକ, ଗୋପାଳଜୀ ଯୋଗାଳୟର ଡ଼. ଆର୍ତ୍ତତ୍ରାଣ ବାବୁ ଓ ଡ଼. ସନ୍ତୋଷ ପାଢ଼ୀ , କୃଷକ ସଂଘ ସଭାପତି ବୈକୁଣ୍ଠ ଶତପଥି, ସମାଜ ସେବୀ ମନୋରଞ୍ଜନ ତ୍ରିପାଠୀ, ସାମ୍ବାଦିକ ରାଜକିଶୋର ତ୍ରିପାଠୀ, ବିବେକାନନ୍ଦ ମିଶ୍ର, ମହାଦେବ ମଲ୍ଲିକ, ଭାରତ ବିକାଶ ପରିଷଦ ର 
ଦୁର୍ଯ୍ୟୋଧନ ସାହୁ, କ୍ଷୀରୋଦ କୁମାର ମେହେର,
ଶୁଶାନ୍ତ ସାହୁ, ଗଙ୍ଗା ତରିଆ, ସତ୍ୟ ନାରାୟଣ ସାହୁ, ଦେବରାଜ ପରିଡ଼ା ଓ ଅନ୍ୟାନ୍ୟ ବୁଦ୍ଧିଜୀବୀମାନେ ଉପସ୍ଥିତ ରହି ମହାରାଜାଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like