-+91-9937148622 |

prerana_bgr@rediffmail.com |

  Friday 26th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାରେ ସାଧାରଣ ନିର୍ବାଚନ ସରଳ ଓ ତୃଟି ଶୂନ୍ୟ କରିବା ନିମନ୍ତେ ସେକ୍ଟର ଅଧିକାରୀ ମାନଙ୍କ ସମୀକ୍ଷା ବୈଠକ    (26-Apr-2024)       ||      ଦୟଣାଚୋରି ସାହିତ୍ୟ ଆସର -୨୦୨୪                             ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ      (25-Apr-2024)       ||      କାନ୍ଥରେ ସିମିତ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା - ଗାଁ ଗଣ୍ଡାରେ କୁଢ଼ କୁଢ଼ ଆର୍ବଜନା   (25-Apr-2024)       ||      ଖଣିଜ ସମ୍ପଦରେ ଓଡ଼ିଶା ଭରପୁର ହେଲେ ଗରିବୀ କେବେ ହେଉନି ଦୂର । ଷଷ୍ଠ ଥର ନୁହେଁ ଏଥର ଗଢ଼ିବ ଓଡ଼ିଶାରେ ବିଜେପି ସରକାର*   (26-Apr-2024)       ||      ଟିଟିଲାଗଡରେ ବିଜେପିନେତା ଅଶୋକ ଦୋରାଙ୍କୁ ଦୁର୍ବ୍ୟବହାର ଓ ହତ୍ୟାଧମକ,  ନିର୍ବାଚନକମିଶନଙ୍କ ପାଖରେ ଫେରାଦହେଲେ ବିଜେପି ପ୍ରାର୍ଥି   (25-Apr-2024)       ||      ଵିଜୁଯୁବ  ଛାତ୍ର ଜନତାଦଳର  ସଭାରେ ବିରୋଧିଙ୍କ ପ୍ରଶ୍ନର ଉତ୍ତରଦେଲେ କଲିକେଶ।   (25-Apr-2024)       ||      ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   (25-Apr-2024)       ||      ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ    (25-Apr-2024)       ||      କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   (25-Apr-2024)       ||      ଅଂଶୁଘାତ ସଚେତନ କର୍ମଶାଳା   (25-Apr-2024)       ||      ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||     

HOME   ଜିଲ୍ଲା

ଖେଳପଡିଆ କାମରେ ଦୁର୍ନୀତି ଅଭିଯୋଗ 

12-Oct-2020



ଆଗଲପୁର,12/10- ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ପଞ୍ଚାୟତ ରୁ ଆସିଛି ଦୁର୍ନୀତି ଅଭିଯୋଗ । ସୂଚନା ମୁତାବକ ପଞ୍ଚାୟତ ର ଡୁଙ୍ଗୁରିପାଲି ଗ୍ରାମର କିଛି ଯୁବକ ଆଜି କୁଟାସିଂହା ପଞ୍ଚାୟତ କାର୍ଯାଳୟକୁ ତାଙ୍କ ଗ୍ରାମର ଖେଳପଡିଆ କାମରେ ଦୁର୍ନୀତି ହୋଇଥିବା ସଂପର୍କରେ ଅଭିଯୋଗ କରିବାକୁ ଆସିଥିଲେ । ସରପଞ୍ଚ କାର୍ଯାଳୟରେ ଅନୁପସ୍ଥିତ ଥିବାରୁ ସରପଞ୍ଚଙ୍କ ସ୍ବାମୀ ଙ୍କୁ ଦେଖାକରିବା ସହ ତାଙ୍କର ଅଭିଯୋଗ ସଂପର୍କରେ କହିଥିଲେ। ଅଭିଯୋଗକାରୀଙ୍କ କହିବା ମୁତାବକ କୁଟାସିଂହା ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମର ଖେଳପଡିଆ ଉନ୍ନତି ପାଇଁ 2019-20 ଆର୍ଥିକ ବର୍ଷ ପାଇଁ  କାଗଜପତ୍ର ରେ ଏକଲକ୍ଷ ପଚାଶ ହଜାର ଟଙ୍କା ର କାମ ହୋଇଛି କିନ୍ତୁ ବାସ୍ତବରେ ଖେଳପଡିଆରେ ଆଦୌ ମାଟିକାମ ହୋଇନାହିଁ । ଖେଳପଡିଆ କାମ ହେବାର କେହିବି ଜାଣି ନାହାଁନ୍ତି, କେବଳ କାଗଜପତ୍ର ରେ କାମ ଦେଖାଇ ପୁରା ଦେଢଲକ୍ଷ ଟଙ୍କା  ଆତ୍ମସାତ୍ କରାଯାଇଛି ବୋଲି ଅଭିଯୋଗ କରିଥିଲେ। ପଞ୍ଚାୟତ ରେ ଉପସ୍ଥିତ ଥିବା ସରପଞ୍ଚଙ୍କ ସ୍ବାମୀ କିନ୍ତୁ କାର୍ଯ୍ଯ ରେ ଦୁର୍ନୀତି ହୋଇଥିବା କଥାକୁ ଅସ୍ବୀକାର କରିବା ସହିତ କାମ ଠିକ୍ ଭାବରେ ହୋଇଛି ବୋଲି କହିଥିଲେ । ଏହି ଘଟଣା କୁ ନେଇ ସରପଞ୍ଚଙ୍କ ସ୍ବାମୀ ଅଭିଯୋଗକାରୀଙ୍କ ସହିତ ଯୁକ୍ତିତର୍କ କରିବାର ଦେଖିବାକୁ ମିଳିଥିଲା। ଅଭିଯୋଗକାରୀ ମାନେ ପଞ୍ଚାୟତ ରୁ ନିରାଶ ହେବା ପରେ ଆଗଲପୁର ବିଡିଓ ଙ୍କୁ ଲିଖିତ ଅଭିଯୋଗ କରିଥିଲେ । ଉକ୍ତ ଘଟଣା ସଂପର୍କରେ  ଆଗଲପୁର ବିଡିଓ ଙ୍କ ମତାମତ ଜାଣିବାକୁ ଚେଷ୍ଟା କରିଥିଲୁ ହେଲେ ବିଡିଓ ସାର୍ ଏହା ଏକ ପୁରୁଣା ଘଟଣା ଏବଂ ମୁଁ ନୂଆ ହୋଇ ବ୍ଲକ୍ ରେ ଯୋଗଦାନ କରିଥିବାରୁ ଘଟଣାର ତଦନ୍ତ ସରିଲା ପରେ ପ୍ରତିକ୍ରିୟା ଦେବି ବୋଲି କହିଥିଲେ।
ତେବେ ଆଗଲପୁର ବ୍ଲକ ରେ ଦିନକୁ ଦିନ ଦୁର୍ନୀତି ବଢୁଥିବାରୁ ସରକାର ତୁରନ୍ତ ହସ୍ତକ୍ଷେପ କରି ବିହିତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାରେ ସାଧାରଣ ନିର୍ବାଚନ ସରଳ ଓ ତୃଟି ଶୂନ୍ୟ କରିବା ନିମନ୍ତେ ସେକ୍ଟର ଅଧିକାରୀ ମାନଙ୍କ ସମୀକ୍ଷା ବୈଠକ    26-Apr-2024
  ଜିଲ୍ଲା  
ଦୟଣାଚୋରି ସାହିତ୍ୟ ଆସର -୨୦୨୪                             ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ      25-Apr-2024
  ଜିଲ୍ଲା  
କାନ୍ଥରେ ସିମିତ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା - ଗାଁ ଗଣ୍ଡାରେ କୁଢ଼ କୁଢ଼ ଆର୍ବଜନା   25-Apr-2024
  ଜିଲ୍ଲା  
ଖଣିଜ ସମ୍ପଦରେ ଓଡ଼ିଶା ଭରପୁର ହେଲେ ଗରିବୀ କେବେ ହେଉନି ଦୂର । ଷଷ୍ଠ ଥର ନୁହେଁ ଏଥର ଗଢ଼ିବ ଓଡ଼ିଶାରେ ବିଜେପି ସରକାର*   26-Apr-2024
  ରାଜନୀତି  
ଟିଟିଲାଗଡରେ ବିଜେପିନେତା ଅଶୋକ ଦୋରାଙ୍କୁ ଦୁର୍ବ୍ୟବହାର ଓ ହତ୍ୟାଧମକ,  ନିର୍ବାଚନକମିଶନଙ୍କ ପାଖରେ ଫେରାଦହେଲେ ବିଜେପି ପ୍ରାର୍ଥି   25-Apr-2024
  ଜିଲ୍ଲା  
ଵିଜୁଯୁବ  ଛାତ୍ର ଜନତାଦଳର  ସଭାରେ ବିରୋଧିଙ୍କ ପ୍ରଶ୍ନର ଉତ୍ତରଦେଲେ କଲିକେଶ।   25-Apr-2024
  ଜିଲ୍ଲା  
ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   25-Apr-2024
  ଜିଲ୍ଲା  
ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   24-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ   25-Apr-2024
  ଜିଲ୍ଲା  
କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   25-Apr-2024
  ଜିଲ୍ଲା  
ଅଂଶୁଘାତ ସଚେତନ କର୍ମଶାଳା   25-Apr-2024
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024

You Might Also Like