-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||     

HOME   ଜିଲ୍ଲା

ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା

03-May-2026



ଅନଗୁଳ /ପାଲଲହଡ଼ା(ବିଭୁ ଖମଣିଆଁ):  ଚଳିତ ବର୍ଷ ଦଶମ ବୋର୍ଡ ପରୀକ୍ଷା ରେ ପାଲଲହଡ଼ା ବ୍ଲକରେ ୫୫୧ମାର୍କ, ୯୧.୮୩% ଶତକଡ଼ା ରଖି ଶୀର୍ଷ ସ୍ଥାନ ଅଧିକାର କରିଥିବା ଆଞ୍ଚଳିକ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସୁଶ୍ରୀ ରାଜଲକ୍ଷ୍ମୀ ସାହୁଙ୍କୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ABVP ତରଫରୁ ତାଙ୍କ ସୁସୁବା ପଂଚାୟତ ପୁଡ଼ାଗଡ ଗ୍ରାମକୁ ଯାଇ ସମ୍ବର୍ଦ୍ଧିତ କରାଗଲା।  

ABVP କାର୍ଯ୍ୟକର୍ତ୍ତାମାନେ ଟପ୍ପରଙ୍କ ଘରେ ପହଞ୍ଚି ପୁଷ୍ପଗୁଚ୍ଛ, ମାନପତ୍ର ଓ ଉପହାର ଦେଇ ତାଙ୍କର ପରିଶ୍ରମ ଓ ସଫଳତାକୁ ପ୍ରଶଂସା କଲେ। ଏହି ଅବସରେ ABVP କାର୍ଯ୍ୟକର୍ତ୍ତା  କହିଲେ, "ଛାତ୍ରଛାତ୍ରୀଙ୍କ ସଫଳତା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ। ABVP ସବୁବେଳେ ମେଧାବୀ ଛାତ୍ରଛାତ୍ରୀଙ୍କ ସହ ଅଛି।"  

ଟପ୍ପର ସୁଶ୍ରୀ ରାଜଲକ୍ଷ୍ମୀ ସାହୁ କହିଲେ, "ABVP ର ଏହି ସମ୍ମାନ ମୋତେ ଆହୁରି ଆଗକୁ ବଢିବା ପାଇଁ ପ୍ରେରଣା ଦେବ।" ତାଙ୍କ ପରିବାର ଲୋକ ମଧ୍ୟ ABVP କର୍ମୀଙ୍କୁ ଧନ୍ୟବାଦ ଜଣାଇଲେ।  

ଏହି କାର୍ଯ୍ୟକ୍ରମରେ ଏବିଭିପି ର ଜିଲା ସହ ସଂଯୋଜକ ସାଇ ବିଘ୍ନେସ୍ ସାହୁ, ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ପ୍ରୀୟାଂଶୁ ସାହୁ, ଆକାଶ ଦଣ୍ଡପାତ, ତୁଳସୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026

You Might Also Like