-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||     

HOME   ଜିଲ୍ଲା

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ

04-May-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ ସୌମ୍ୟରଞ୍ଜନ ପତି ଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ପୋଲିସ ର ପ୍ରାଥମିକ ତଦନ୍ତ ରୁ ଜଣାପଡିଛି ଯେ, ପୂର୍ବ ଶତ୍ରୁତା ଓ ଝଗଡା ହେଉଛି ହତ୍ୟାର ମୁଖ୍ୟ କାରଣ । ଜମିଜମା, ସମ୍ପତି ଓ ପରକୀୟ ପ୍ରୀତି ରୁ ହତ୍ୟା ଘଟଣା କୁ ନେଇ ଏଭଳି ହୋଇ ନଥିବା କହିଛନ୍ତି । କିନ୍ତୁ ଏହି ଅଭିଯୋଗ ସମ୍ପର୍କରେ ମଧ୍ୟ ତଦନ୍ତ ଜାରୀ ରହିବ ବୋଲି କହିଛନ୍ତି। କାମଦେବ ମାଝୀଙ୍କ ସ୍ତ୍ରୀ ଚୁମୁକି ମାଝି ଙ୍କ ଏତଲା ଆଧାର ରେ ବେଲଘର ଥାନା କେସ ନମ୍ବର ୩୯/୨୬ ଦଫା ୧୦୩(୧)/୩(୫)/ବିଏନଏସ ସହ ୨୫/୨୭ ଆର୍ମ ଆଧାର ରେ ତଦନ୍ତ ଆରମ୍ଭ ହୋଇଥିଲା । ସ୍ତ୍ରୀ ର ବୟାନ ପ୍ରକାରେ  ଅଭିଯୁକ୍ତ ମାନେ ସ୍ଵାମୀ କୁ ଶିକାର କରିବା ବାହାନାରେ ଘରୁ ଡାକି ନେଇଥିଲେ ପରବର୍ତ୍ତୀ ସମୟରେ ତାଙ୍କ ସ୍ଵାମୀର ମୃତ ହୋଇଥିବା ସୂଚନା ଦେଇଥିଲେ ବୋଲି କହିଛନ୍ତି । ଏହା ପରେ ପୁଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ଲିପଟୁ ମାଝୀ ଓ ମଧୁସୂଦନ ମାଝୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ଦେଶୀ ବନ୍ଧୁକ ଜବତ କରି କୋର୍ଟଚାଲାଣ କରିଛି । ଏହି ମାମଲା ରେ ବୈଜ୍ଞାନିକ ଓ ବୈଷୟିକ ପ୍ରମାଣ ସଂଗ୍ରହ ମଧ୍ୟ କରି ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026

You Might Also Like