-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||     

HOME   ରାଜ୍ୟ

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ

05-May-2026



କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତ ଅନ୍ତର୍ଗତ ଶାଶିପଦର ଗ୍ରାମ ରାଜେନିପ୍ଡିଆ ସାହି ରେ ବିଶୁଦ୍ଧ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ଏହି ସାହିରେ ୧୮ ପରିବାର ବସବାସ କରନ୍ତି। ଫଳରେ ସ୍ଥାନୀୟ ଜନସାଧାରଣ ପିଇବା ପାଣିପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାର କହିଛନ୍ତି ସାହିର ବାସିନ୍ଦାମାନେ। ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା ପାଇଁ ସରକାର ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ

ପ୍ରଶାସନିକ ଅଧିକାରୀ ମାନଙ୍କର ଆଗ୍ରହ ନଥିବା କାରଣରୁ ବସୁଧା ପାଇପ୍ ଟିର ମରାମତି ହୋଇ ପାରୁନାହିଁ । ଯାହାକି ପାଣି ପାଇଁ ବହୁତ ଅସୁବିଧା ହେଉଛନ୍ତି ଜନସାଧାରଣ। ଏନେଇ ଫିରିଙ୍ଗିଆ ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ କନିଷ୍ଠ ଯନ୍ତ୍ରୀ ଅମର ବେହେରା ଙ୍କୁ ପଚାରିବାରୁ ତଦନ୍ତ କରି ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।ଅନ୍ୟ ପଟେ ଦେଖିବାକୁ ବାକି ରହିଲା ଖବର ପ୍ରକାଶ ପରେ କେବେ ଏହି ସମସ୍ୟାର ସମାଧାନ କରୁଛନ୍ତି ତାହା ଅପେକ୍ଷା ରେ ଗ୍ରାମବାସୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026

You Might Also Like