-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"

08-May-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳିତ ହୋଇଯାଇଛି।ସମସ୍ତ ଅତିଥି ଜନ ହେନେରୀ ଡୁନାଣ୍ଟ ଙ୍କ ଫୋଟୋ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ ସହ ଦୀପ ପ୍ରଜ୍ବଳନ କଲାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।ଚଳିତ ବର୍ଷ ର ପ୍ରସଙ୍ଗ "ମାନବିକତାରେ ଏକତା,ସଙ୍କଟ ସମୟରେ ଏକାଠି ଛିଡା ହେବା" କୁ ଆଧାର କରି ମାନବ ସେବା, ସହଯୋଗ ଓ ଭାତୃତ୍ୱ ର ସନ୍ଦେଶ ପ୍ରଚାର କରାଯାଇଥିଲା।ଏହି ଅବସରରେ ଆୟୋଜିତ ସଭାରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ରେଡକ୍ରସ ର ମାନବିକ କାର୍ଯ୍ୟକଳାପ ଓ ସମାଜ ସେବାରେ ଏହାର ଅବଦାନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହ ରେଡକ୍ରସ ର ଆଦର୍ଶ କୁ ଅନୁସରଣ କରି ସମାଜ ସେବାରେ ନିଜକୁ ସମର୍ପିତ କରିବାକୁ ସମସ୍ତ ପରାମର୍ଶଦାତାଙ୍କୁ ପ୍ରେରିତ କରିଥିଲେ।ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ ଓ ସମାଜ ପ୍ରତି ରେଡ଼କ୍ରସ ର ଅବଦାନ କୁ ସ୍ମରଣ ଲାଗି ପ୍ରତିବର୍ଷ ବିଶ୍ୱ ସ୍ତରରେ ଏହି ଦିବସ ପାଳନ କରାଯାଉଅଛି ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା ନିଜ ବକ୍ତବ୍ୟରେ ବିଶ୍ୱ ରେଡକ୍ରସ ଦିବସ କେବଳ ଏକ ଆନୁଷ୍ଠାନିକ ପାଳନ ନୁହେଁ,ବରଂ ମାନବତା,ସେବା ଓ ସହଯୋଗ ର ମହାନ ବାର୍ତ୍ତା କୁ ସମାଜରେ ପ୍ରଚାର କରିବାର ଏକ ସୁଯୋଗ ବୋଲି କହିବା ସହ ଛାତ୍ରଛାତ୍ରୀମାନଙ୍କ ମନରେ ସେବାଭାବ, ସହାନୁଭୂତି ଓ ସାମାଜିକ ଦାୟିତ୍ୱବୋଧ ଜାଗୃତ କରିବା ଅତ୍ୟନ୍ତ ଆବଶ୍ୟକ ବୋଲି କହିଥିଲେ।ଜିଲ୍ଲା ଜୁନିଅର ରେଡକ୍ରସ ସମ୍ପାଦକ ପ୍ରଦୀପ ପାତ୍ର ନିଜ ବକ୍ତବ୍ୟରେ ବିପଦ ସମୟରେ ଆଗକୁ ଆସି ସହଯୋଗ କରିବା,ରକ୍ତଦାନ ପ୍ରତି ସଚେତନତା ବୃଦ୍ଧି କରିବା ଓ ମାନବ କଲ୍ୟାଣରେ ନିଜକୁ ସମର୍ପିତ କରିବା ହିଁ ରେଡ଼କ୍ରସ ର ମୂଳ ଲକ୍ଷ୍ୟ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା, ସେବାଶ୍ରୀ ଭୋଇ,ପ୍ରଧାନ ଶିକ୍ଷୟତ୍ରୀ

ସନ୍ତୋଷିନୀ ସେଠୀ ମଞ୍ଚାସୀନ ଥିଲେ।ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ବିକାଶ ରଞ୍ଜନ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ସାଧନ କର୍ମୀ ଜୟକୃଷ୍ଣ ନାଏକ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ରାଜ୍ୟ ସାଧନ କର୍ମୀ ଘନଶ୍ୟାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ସଭା ପରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଦହିପାଣି ବଣ୍ଟନ କରାଯାଇଥିଲା।ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର,ଦ୍ଵିତୀ ରଞ୍ଜନ ମହାଲିଙ୍ଗ,ଜିଲ୍ଲା ର ସମସ୍ତ ବ୍ଲକ ସଂଯୋଜକ, ପରାମର୍ଶଦାତା,ସାଧନକର୍ମୀ ତଥା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026

You Might Also Like