-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ରାଜ୍ୟ

ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

09-May-2026



ଜଗତସିଂହପୁର(ଚିନ୍ମୟ ବିଶ୍ୱାଳ): ଜଗତସିଂହପୁର ଥାନା ପରିସରରେ ଜଗତସିଂହପୁରର ଆରକ୍ଷୀ ଅଧିକ୍ଷକ ଅଙ୍କିତ ବର୍ମାଙ୍କ ସଭାପତିତ୍ୱରେ ଓଡିଶା ପୋଲିସ ବିଭାଗ ଡି.ଜି ଙ୍କ ଭିଡିଓ କନଫରେନ୍ସ ଜରିଆରେ ଯୁଭେଣ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୯ ରୁ ୧୭ବର୍ଷ ଆଖପାଖ ଅଂଚଳର ବହୁ କିଶୋର ଓ କିଶୋରୀ ଯୋଗ ଦେଇଥିଲେ। ଆଜିର କାର୍ଯ୍ୟକ୍ରମରେ  ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସତ୍ୟବ୍ରତ ଦାସ, ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ଏସ.ଡି.ପି.ଓ  ରଶ୍ମିରଂଜନ ଦାସ, ଡି.ଏସ.ପି  ସରୋଜିନୀ ସିଂହ, ସିଡବ୍ଲୁଡିଏ  ଅଧିକାରିଣୀ  ଓ ସି.ଡି.ପି.ଓ ଧନେଶ୍ୱରୀ ନାୟକ ପ୍ରମୁଖ ଉପସ୍ଥିତ ରହି କିଶୋର ଓ କିଶୋରୀ ମାନଙ୍କୁ ସେମାନଙ୍କ ଅଧିକାର ବିଷୟରେ ସଚେତନ କରାଇ ଥିଲେ। ଉପସ୍ଥିତ ଅଧିକାରୀମାନେ ସାଇବର ସୁରକ୍ଷା, କିଶୋର ଓ କିଶୋରୀ ନିର୍ଯାତନା ବିଷୟରେ ସଚେତନ ହେବା, ସେମାନଙ୍କ ଡିଜିଟାଲ ଅଧିକାର, ସୁରକ୍ଷିତ ଅନଲାଇନ୍ ବ୍ୟବହାର ସହ ପୀଡ଼ିତା ଓ ଆଇନ୍ ସହ ସଙ୍ଘର୍ଷରତ ଶିଶୁର ସୁରକ୍ଷା ଓ ଅଧିକାର ବିଷୟରେ ସଚେତନ କରାଇବା ଏବଂ କୌଣସି ସ୍ଥାନରେ  ନିଜକୁ ଅସୁରକ୍ଷିତ ମନେକଲେ ପୋଲିସ ତଥା ୧୯୩୦ ନମ୍ୱରକୁ ଖବର ଦେବା ଭଳି ସୂଚନା ପ୍ରଦାନ କରି ଥିଲେ। ଥାନାରେ ସେମାନଙ୍କ ପ୍ରତି କରାଯାଉଥିବା ସାବଲୀଳ ବ୍ୟବହାର ସଂପର୍କରେ ଅବଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମଟି ଓଡ଼ିଶାର ସମସ୍ତ ଜିଲ୍ଲାର ଥାନା ଗୁଡିକରେ ଭିଡ଼ିଓଗ୍ରାଫି ଜରିଆରେ  ଚାଲିଥିବାବେଳେ ଡି.ଜି.ପି ଙ୍କ ତଦାରଖରେ ଥାନାରେ କିଶୋରୀ ମାନଙ୍କୁ ସେମାନଙ୍କ ଅସୁବିଧା ଓ ଥାନା ବାବଦରେ ପ୍ରଶ୍ନ କରାଯାଇଥିବାବେଳେ ସେମାନେ ନିଜର ସୁଚିନ୍ତିତ ମତ ପ୍ରଦାନ କରିଥିଲେ। ପିଲା ମାନଙ୍କୁ ଏସ.ପି ଖାତା, କଲମ, ପେନସିଲ, ଖାଦ୍ୟ ପୁଡ଼ିଆ ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜଗତସିଂହପୁର ଥାନାର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like