-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*

11-May-2026



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଗଙ୍ଗା କୁ ସାତ ବନ୍ଧ ରୁ ପାଣି ଆସୁଥିବା 3HP ମୋଟର ଚୋରି ହୋଇଥିଲା  l ଦେବୋତ୍ତର କମିଟି ସଦସ୍ୟ ବୈକୁଣ୍ଠ ଶତପଥୀ ଙ୍କ ଅଭିଯୋଗ କ୍ରମେ ସୋନପୁର ଥାନା ଅଧିକାରୀ ଶ୍ରୀ ଯାଦବ ବାଗ ଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ମା ସୁରେଶ୍ଵରୀ ମନ୍ଦିର ର ଏହି ମୂଲ୍ୟବାନ ମୋଟର କୁ ଉଦ୍ଧାର କରାଯାଇଥିବା ସୁଚନା ମିଳିଛି l ଥାନା ଅଧିକାରୀ ଯାଦବ ବାଗ ଙ୍କ ନିର୍ଦ୍ଦେଶ କ୍ରମେ ଏ ଏସ ଆଇ ଗୋବର୍ଦ୍ଧନ ନାଏକ ଙ୍କ ନେତୃତ୍ୱ ରେ ଏକ ଦଶ ଜଣିଆ ପୋଲିସ ଟିମ୍ ଆଜି ପ୍ରଚଣ୍ଡ ଖରା ରେ ଅପରାହ୍ନ  ୩ ଘଣ୍ଟା ରୁ ୫ ଟା ଯାଏ ଏହି ସାତ ବନ୍ଧ ଚାରି ପାଖ ଅଞ୍ଚଳ ରେ ଛାନ୍ ଭିନ କରି ମୋଟର ଟିକୁ ଉଦ୍ଧାର କରିବାରେ ସଫଳ ହୋଇଥିବା ସୁଚନା ମିଳିଛି l ସନ୍ଧିଗ୍ଧ ବ୍ୟକ୍ତି ମାନଂକୁ ପଚରା ଉଚରା କରି ଚୋର ଧରିବାକୁ ଉଦ୍ୟମ ଜାରି ରହିଥିବା ବିଷୟ ଦେବୋତ୍ତର କମିଟି ଓ ସୋନପୁର ପୋଲିସ ପକ୍ଷରୁ ସୂଚନା ମିଳିଛି l  ପ୍ରକାଶ ଥାଉ କି ଯେ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ମତ୍ସ୍ୟ ଅଧିକାରୀ ଙ୍କ ସହଯୋଗ ରେ ମା ସୁରେଶ୍ଵରୀ ଗଙ୍ଗା କୁ ମତ୍ସ୍ୟ ବିଭାଗ ର ସାତ ବନ୍ଧ ରୁ କିଛି ଦିନ ପୁର୍ବରୁ ପାଣି ଯୋଗାଉ ଥିବା ସୁଚନା ମିଳିଛି l ଆଗାମୀ ଦିନ ରେ ସହର ର ମନ୍ଦିର ମାନଙ୍କ ରେ ହେଉ କିମ୍ବା କୌଣସି ଜାଗାରୁ ଚୋରୀ ହେଉ ଜିଲ୍ଲା ପୋଲିସ୍ ପକ୍ଷରୁ ଅପରାଧୀ ଙ୍କ ବିରୋଧ ରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ପୋଲିସ ସହର ରେ ପେଟ୍ରୋଲିଙ୍ଗ ବ୍ୟବସ୍ଥା କୁ କଡ଼ା କଡି କରା ଯାଇଥିବା ବିଷୟ ମଧ୍ୟ  ଶ୍ରୀ ବାଗ  ମିଡିଆ ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like