-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର

12-May-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ  ନଅଗାଁ  (କ ) ଗ୍ରାମ ପଞ୍ଚାୟତ  କାର୍ଯ୍ୟାଳୟ ସଭାଗୃହ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ସରପଞ୍ଚ ତପସ୍ଵିନୀ ସେଠ ଙ୍କ ସଭାପତିତ୍ବ   ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ,ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ l ସର୍ବମୋଟ 9 ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ ।ଏହି ଗ୍ରାମପଞ୍ଚାୟତ ରେ କଣ୍ଠି ପାଲି , ତେଲେନ୍ ପାଲି , ବାଇଗଣ ଖାରି, ଅଏଁଲାପାଲି, ମୁଣ୍ଡପ।ଳୀ, ନଅ ଗାଁ, ଡୁଡୁକା ମୁଣ୍ଡା , ହଳଦୀ ପଦର , ଗଣ୍ଡ ପାଲି ଗ୍ରାମ କୁ ନେଇ ଗ୍ରାମ ପଞ୍ଚାୟତ ଗଠିତ । ଏହି ଅଭିଯୋଗ ଶୁଣାଣୀ ରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପିଇବା ପାଣି ସମସ୍ୟା ଉପରେ ଗୁରୁତ୍ୟୁ ଦିଆଯାଇ ଥିବା ବେଳେ ଭତ୍ତା , ଶିକ୍ଷା , ଗମନାଗମନ ପାଇଁ ରାସ୍ତା ମରାମତି ସହ ମତ୍ସ୍ୟ ବିଭାଗ ପ୍ରତ୍ୟେକ ବୈଠକ ରେ ଅନୁପସ୍ଥିତି ଯୋଗୁଁ ହିତାଧିକାରୀ ଙ୍କ ଅସନ୍ତୋଷ ଦେଖା ଯାଇ ଥିଲା । ସ୍ବାସ୍ଥ୍ୟ , ଉଦ୍ୟାନ ,କୃଷି , ଏନ୍ ଆର୍ ଇ ଜି ଏସ , ପ୍ରଭୁତି ଉପରେ ଶୁଣାଣି ହୋଇ ଥିଲା ।ଆଜିର ଏହି କାର୍ଯ୍ୟକ୍ରମ ରେ ଅଂଶୁମାନ ଦେବ ବାବୁ , ବୈକୁଣ୍ଠ ଜଗତ, ଦେବାଶିଷ ସାହୁ , ଅଭିରାମ ସାହୁ , ସର୍ବେଶ୍ଵର ପୁ ଟେ ଲ , ଅମିତ୍ ପ ଟେ ଲ , ଉମାଶଙ୍କର ବେହେରା , ସୁନିଲ ସାହୁ , ଶୁଶାନ୍ତ ମହାକୁର ପ୍ରମୁଖ ଉପସ୍ଥିତ ଥିବା ବେଳେ ଗ୍ରାମ ପଞ୍ଚାୟତ ପି ଇ ଓ ଜ୍ଞାନରଞ୍ଜନ ଦାସ ସଭାକୁ ସଂଯୋଜନା କରିଥିଲେ। ଏହାବ୍ୟତୀତ ୱାର୍ଡ ମେମ୍ବର ଓ ପଞ୍ଚାୟତ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like