-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ

12-May-2026



କଟକ(ତପନ ମହାନ୍ତି): ମଧୁପାଟଣା ଥାନାରେ 'ମୋ କଟକ ସୁରକ୍ଷା ମଞ୍ଚ' କଲା ଅଭିଯୋଗ। କଟକ ମଧୁପାଟଣା ଥାନା ଅଧିନସ୍ଥ କଲ୍ୟାଣୀନଗର ସର୍ଭିସ ରୋଡ ଅତି ସଂକୀର୍ଣ୍ଣ ରାସ୍ତା କୋଣରେ ଥିବା ବହୁ ପୁରୁଣା ଛଅତାଲା କୋଠାକୁ ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରି କୌଣସି ସୁରକ୍ଷା ବଳୟ ନଥାଇ କୋଠା ଉପରେ ଡହଡହ ଖରାତରାରେ ନିଜ ଜୀବନକୁ ବାଜି ଲଗାଇ ବିନା ସେଫ୍ଟି କିଟ୍ ରେ କୋଠା ଭାଙ୍ଗୁଥିବା ଦେଖିବାକୁ ମିଳିଛି।ସଂକୀର୍ଣ୍ଣ ରାସ୍ତାରେ  କୋଠା ଭଙ୍ଗାଯାଉ ଥିବା ବେଳେ ଏହି ରାସ୍ତା ଦେଇ 

ଯାତାୟତ କରୁଥିବା ଜନସାଧାରଣ, ସ୍କୁଲକଲେଜ ଛାତ୍ରଛାତ୍ରୀ ଓ ଆଖପାଖରେ ବସବାସ କରୁଥିବା ଲୋକଙ୍କ ଜୀବନ ପ୍ରତି ବିପଦ ରହିଛି।ରାଜ୍ୟ ସରକାର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକ କାର୍ଯ୍ୟ ନକରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ଡହଡହ ଖରାତରାରେ ଶ୍ରମିକ କାର୍ଯ୍ୟ କରୁଥିବା ସତ୍ତ୍ୱେ ସ୍ଥାନୀୟ ବିଭାଗୀୟ ଅଧିକାରୀ ନୀରବତା ଅବଲମ୍ବନ କରୁଥିବା ଯୋଗୁଁ ନାନାପ୍ରକାର ସନ୍ଦେହ ସୃଷ୍ଟି ହେଉଛି। ପୁର୍ବରୁ କଟକ ସହରରେ କାର୍ଯ୍ୟ ଚାଲୁଥିବା ସମୟରେ ଅନେକ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସତ୍ତ୍ଵେ ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ଶ୍ରମିକ କାର୍ଯ୍ୟ କରିବା ପାଇଁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରୁନଥିବା 

ଯୋଗୁଁ ପ୍ରଭାବଶାଳୀ ଠିକାସଂସ୍ଥା ଓ ଠିକାଦାର ଏଭଳି ବେଆଇନ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି।ଶ୍ରମିକଙ୍କୁ ନିୟୋଜିତ ଠିକାସଂସ୍ଥା ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ଅଞ୍ଚଳବାସୀ ଓ କାର୍ଯ୍ୟରତ ଶ୍ରମିକଙ୍କ ସୁରକ୍ଷା ପାଇଁ ଛଅତାଲା କୋଠାକୁ ଭଙ୍ଗାଯିବା ନିମନ୍ତେ ସରକାରୀ ନିର୍ଦ୍ଦେଶନାମା ଓ ନୀତିନିୟମ ମାନି ସୁରକ୍ଷାର ସହିତ ଭଙ୍ଗାଯିବା ସମୟରେ ବିଭାଗୀୟ ଅଧିକାରୀ ଉପସ୍ଥିତରେ ଭଙ୍ଗାଯିବା ନିମନ୍ତେ 'ମୋ କଟକ ସୁରକ୍ଷା ମଞ୍ଚ' ସମ୍ପାଦକ ଜିତେନ୍ଦ୍ର ସାହୁଙ୍କ ନେତୃତ୍ବରେ ମଧୁପାଟଣା ଥାନା ଅତିରିକ୍ତ ଥାନା ଅଧିକାରୀ ସାଗରିକା ମହାନ୍ତି,ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ମାନବାଧିକାର କର୍ମୀ ସନ୍ତୋଷ କୁମାର ସାହୁ ଓ ସମାଜସେବୀ ଡ.ବ୍ୟୋମକେଶ କାନୁନଗୋ ପ୍ରମୂଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like