-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ରାଜ୍ୟ

ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ

12-May-2026



କଟକ(ତପନ ମହାନ୍ତି): କଟକ ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ ୫୧ ତିନି ଘରିଆ ନୂଆସାହି ରାସ୍ତା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପର୍ଯ୍ୟନ୍ତ ଖାଲଖମା। ଦୈନିକ ଏହି ରାସ୍ତା ଦେଇ ତିନି ଘରିଆ, ସାର୍ତ୍ତୋଳ, ନୂଆପଡା, ପୋପରଡା, ଓ ବିଭିନ୍ନ ଅଞ୍ଚଳରୁ ସ୍ବାସ୍ଥ୍ୟ ସେବା ପାଇଁ ଆସିଥାନ୍ତି। କିନ୍ତୁ ଖାଲଖମା ରାସ୍ତା ପାଇଁ ଯାତାୟାତ୍ ରେ ବାଧାସୃଷ୍ଟି ହେଉଛି ବୋଲି ବରିଷ୍ଠ ନାଗରିକ ସଂଘ ପୂର୍ବ କଟକ ସାଧାରଣ ସମ୍ପାଦକ ଅଗଣି ଚରଣ ନାୟକ, ରବୀନ୍ଦ୍ର  ବେହେରା ସାମ୍ବାଦିକ ତପନ କୁମାର ମହାନ୍ତି, ଆଲୋକ ବସ୍ତିଆ, 

ଜୟନ୍ତ ରାଉତରାୟ, ମାନସ ବସ୍ତିଆ ପ୍ରମୁଖ ଅଭିଯୋଗ କରିଛନ୍ତି। ଏମାନେ ଅଭିଯୋଗ କରିଛନ୍ତି ଯେ  ଆମେ ବାରମ୍ବାର ୱାର୍ଡ ଦାଇତ୍ଵରେ ଥିବା ଇଂଜିନିୟରଙ୍କୁ ଅଭିଯୋଗ କଲାପରେ ବି ଣୁଣୁନଥିବା କହିଛନ୍ତି। ମତାମତ ନେବାକୁ ଫୋନ୍ କରିଥିଲେ ମଧ୍ୟ ସେ ଉଠାଇନଥିଲେ। ବାସିନ୍ଦା ମାନେ ଅଭିଯୋଗ କରିଛନ୍ତି କାମର ଟେଣ୍ଡର ସରିଛି। ଏପିଏଫ୍ ଡିପୋଜିଟ ହୋଇଛି। କିନ୍ତୁ କାର୍ଯ୍ୟାଦେଶ କନିଷ୍ଠ ଯନ୍ତ୍ରୀ  ଦେଉ ନାହାନ୍ତି ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା। ବର୍ଷା ହେଲେ ଖାଲଖମା ଜଣାପଡୁନି। ଘଟୁଛି ଦୁର୍ଘଟଣା। ତେଣୁ ତୁରନ୍ତ କାର୍ଯ୍ୟାଦେଶ ଦେଇ ରାସ୍ତା କାମ କରିବାକୁ ସାଧାରଣରେ ଦାବି ହେଉଛି।

 

 

 

 

 

 

 


 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like