-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ

13-May-2026



ଲୋଇସିଂହା, (ପ୍ରେରଣା ଖବର) ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା ସକାଶେ ଜଣେ ସରକାରୀ କର୍ମଚାରୀ ଗୋଟିଏ ସ୍ଥାନରେ ତିନିବର୍ଷ କାର୍ଯ୍ୟ କରିବା ପରେ ଅନ୍ୟତ୍ର ବଦଳି କରିବା ପାଇଁ ସରକାର ନିୟମ ପ୍ରଣୟନ କରିଛନ୍ତି । ହେଲେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକରେ ଏହି ନିୟମ କାମ କରୁ ନାହିଁ । ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମେତ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ କର୍ମଚାରୀ ମାନେ ୫ ବର୍ଷରୁ ଅଧିକ ସମୟ ଧରି ଆସ୍ଥାନ ଜମାଇ ରହିଥିବା ଦେଖିବାକୁ ମିଳିଛି । ଲୋଇସିଂହା ବ୍ଲକ କାର୍ଯ୍ୟାଳୟର ଉନ୍ନୟନ କିରାଣୀ ଜଣକୁ ଆଗଲପୁର ବ୍ଲକ କାର୍ଯ୍ୟାଳୟକୁ ବଦଳି ହୋଇଥିଲା । ମାସେ ଦୁଇମାସ କାମ କରିବା ପରେ କରିତକର୍ମା ବାବୁ ଜଣକ ସେଠାରୁ ଲୋଇସିଂହା ଆଇସିଡିଏସ ଅଫିସ ଓ ପରେ ପୁଣି ନିଜର ପୂର୍ବ ସ୍ଥାନ ଲୋଇସିଂହା ବ୍ଲକ ଅଫିସକୁ ବଦଳି ହୋଇ ଆସିଛନ୍ତି । କୌଣସି କାରଣରୁ ବାବୁଙ୍କୁ ଚୌକି ମୋହ ଛାଡୁନାହିଁ । ଉପରିସ୍ଥ ଅଧିକାରୀଙ୍କୁ ହାତ କରି ନିଜର ଆସ୍ଥାନ ଜମାଇ ରଖିବାରେ ବାବୁ ବେଶ ମାହିର ।  ବ୍ଲକର କୌଣସି ଉନ୍ନୟନ ପ୍ରକଳ୍ପର ଫାଇଲ ଖୋଲିବା ସକାଶେ ଉନ୍ନୟନ କିରାଣୀ ସ୍ତରରେ ଲାଞ୍ଚ ନ ଦେଲେ ଫାଇଲ ଖୋଲୁ ନାହିଁ । ଏପରିକି ବ୍ଲକ କାର୍ଯ୍ୟାଳୟର ଅନେକ ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜି ଯାଉଥିବା ଅଭିଯୋଗ ହେଉଛି । ପୂର୍ବ ବର୍ଷ ଅପେକ୍ଷା ଏହି ବର୍ଷ ଫାଇଲ ଖୋଲିବା ରେ ବିଳମ୍ବ ହେଉଛି ଯାହା ଫଳରେ ଠିକାଦାର ସମେତ ସାଧାରଣ ଲୋକେ ହଇରାଣ ହେବାକୁ ପଡୁଛି l ରାଜନୈତିକ ଛକାପଞ୍ଝା ଯୋଗୁଁ ଏସବୁ ହେଉଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି l ଜିଲ୍ଲା ପଶାସନ ଏଥିପ୍ରତି ଦୃଷ୍ଟି ଦେଇ ଉଚିତ ପଦକ୍ଷେପ ନେବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like