-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି

13-May-2026



ଭୁବନେଶ୍ୱର: କେନ୍ଦ୍ରୀୟ ଶିକ୍ଷାବୋର୍ଡ ଦ୍ୱାରା ପ୍ରକାଶିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀମାନେ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗରେ ଆଶାନୁରୂପ ସଫଳତା ହାସଲ କରିଛନ୍ତି । ସର୍ବାଧିକ ବ୍ୟକ୍ତିଗତ ପ୍ରତିଶତ ବିଜ୍ଞାନରେ ୯୬.୮୦ ଏବଂ ବାଣିଜ୍ୟରେ ୯୬.୪୦ ରହିଛି। ବିଜ୍ଞାନ ବିଭାଗରେ ୬୬ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୪.୫୫ ପ୍ରତିଶତ (୩୬ ଜଣ) ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ, ୯୦.୯୧ ପ୍ରତିଶତ (୬୦ ଜଣ) ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ଏବଂ ୧୦୦ ପ୍ରତିଶତ (୬୬ ଜଣ) ଛାତ୍ରଛାତ୍ରୀ ୬୫ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତିି । ସେହିଭଳି ବାଣିଜ୍ୟରେ ୧୫ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୩.୩୩ ପ୍ରତିଶତ (୮ ଜଣ) ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ, ୮୦.୦୦ ପ୍ରତିଶତ ଛାତ୍ରଛାତ୍ରୀ (୧୨ ଜଣ) ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ, ୯୩.୩୩ ପ୍ରତିଶତ ଛାତ୍ରଛାତ୍ରୀ (୧୪ ଜଣ) ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି।

ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ୯୬.୮୦ ପ୍ରତିଶତ ନମ୍ବର ରଖି ପ୍ରଥମ ସ୍ଥାନରେ, ଓମ୍ ପ୍ରକାଶ ଶତପଥୀ  ୯୪.୬୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନ ତଥା ଶ୍ରୀଗୁରୁ ଶଙ୍କର ମାଟି ୯୩.୬୦ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ବାଣିଜ୍ୟରେ ଆଞ୍ଜେଲିନା ଭୂୟାଁ ୯୬.୪୦ ପ୍ରତିଶତ ରଖି ପ୍ରଥମ ସ୍ଥାନ, ଶ୍ରେୟାଶ୍ରୀ ପଣ୍ଡା ୯୪.୮୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନ ଏବଂ ଅନ୍ୱେଷା ଅନନ୍ୟା ୯୨.୪୦ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

ଚଳିତ ଶିକ୍ଷାବର୍ଷରେ ବିଜ୍ଞାନ ବିଭାଗର ୮୦.୪୫ ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ହୋଇଛି । ଏହି ସଫଳତା ନିମନ୍ତେ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅରୁଣ କୁମାର ରଥ, ଡି.ଏ.ଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍‌ର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ.ସି. ଶତପଥୀ ତଥା ଆଞ୍ଚଳିକ ଅଧିକାରୀ ତଥା ମ୍ୟାନେଜର ଡ. ସୁଜାତା ସାହୁ ଓ ଅଧ୍ୟକ୍ଷ ଶ୍ରୀ ବଳରାମ ମହାପାତ୍ର କୃତୀ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକଶିକ୍ଷୟିତ୍ର୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ