-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଡିଷ୍ଟିକ୍ଟ ସିଭିଲ୍ ସୋସାଇଟି ଗଠିତ

17-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ନ୍ୟାର୍ଯ୍ୟ ଦାବିକୁ ସାମ୍ବିଧାନିକ ଉପାୟରେ ସରକାରଙ୍କ ଠାରେ ଉପସ୍ଥାପନ କରିବା ଏବଂ ଜିଲ୍ଲାର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ଦିଗରେ ଏକ ପ୍ରେସର୍ ଗୃପ୍ ଭାବରେ କାମ କରିବା ଲକ୍ଷ୍ୟ ନେଇ ଏକ ନୂତନ ସଂଗଠନ ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲ୍ଲାର କିଛି ସଚେତନ ନାଗରିକ ମାନଙ୍କ ନେଇ ବିଭିନ୍ନ ବିଚାରବିମର୍ଷ ପରେ ଏକ ସଂଗଠନର ଆବଶ୍ୟକତାକୁ ଉପଲବ୍ଧି କରି ଏହି ସଂଘ ଗଠନ ପାଇଁ ନିଷ୍ପତ୍ତି ହୋଇଛି। ଆଜି ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗୀର ଡିଷ୍ଟିକ୍ଟ ସିଭିଲ୍ ସୋସାଇଟି ନାମରେ ଗଠନ ହୋଇଥିବା ଏହି ନୂଆ ସଂଗଠନର ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ପ୍ରମୋଦ କୁମାର ମିଶ୍ର ଯୋଗ ଦେଇ ଏହି ନୂତନ ସଂଗଠନର ଆବଶ୍ୟକତା ଓ ଭବିଷ୍ୟତ ରୂପରେଖ ସଂପର୍କରେ ବୁଝାଇଥିଲେ। ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱ ଓ ମନୋରଂଜନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଶ୍ରୀ ମିଶ୍ର ନୂତନ ସଂଗଠନକୁ ଉଦ୍‌ଘାଟନ କରି ଇଂ. ବେଲାରସିଂ ଭୋଇଙ୍କୁ ସଂଘର ଆବାହକ ଓ ଶିକ୍ଷାବିତ୍ ମନୋରଂଜନ ସାହୁଙ୍କୁ ସଂଯୋଜକ ରୂପେ ଘୋଷଣା କରି ଆଗାମୀ ଦିନରେ ଏକ ପୂର୍ଣ୍ଣାଙ୍ଗ ସଂଘ  ଗଠନ ପାଇଁ ଶ୍ରୀ ମିଶ୍ର ଦାୟିତ୍ୱ ଦେଇଥିଲେ। ସେହିପରି ଏକ ସାମ୍ବିଧାନିକ କମିଟି ଓ ଚୟନ କମିଟି ମଧ୍ୟ ଗଠନ କରାଯାଇଥିଲା। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଗୋପଭୂଷଣ ନାଥ, ବିମଳ ଚୋପଦାର, ମନୋରଂଜନ ମିଶ୍ର,  ଗୋବିନ୍ଦ ଚନ୍ଦ୍ର ମିଶ୍ର, ପ୍ରଶନ୍ନ କୁମାର ମିଶ୍ର, ଡା.ରାଧାକାନ୍ତ ସେଠ, ରଣରାଜ ସିଂଦେଓ, ବିଭୂତିଶଙ୍କର ବିନ୍ଧାଣୀ, ରଘୁ ନନ୍ଦନ ସିଂହ, ରବିଶଙ୍କର ମିଶ୍ର, ପ୍ରଶାନ୍ତ ପଟ୍ଟନାୟକ, ହରେକୃଷ୍ଣ ପଟେଲ, ସିଏ ଶ୍ରୀକାନ୍ତ ଶର୍ମା, ସ୍ୱରୂପାରାଣୀ ଠାକୁର, ସନ୍ତୋଷୀ ମେହେର, ଆନନ୍ଦ କୁମାର ମିଶ୍ର, ଅରୁଣ କୁମାର ନାଥ, ଜ୍ଞାନରଂଜନ ପଟ୍ଟନାୟକ, ରବି ନାରାୟଣ ସାହୁ, ଏଡ୍‌ଭୋକେଟ ସୌମ୍ୟାରାଣୀ ସାହୁ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like