-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

*ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-

17-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡ଼ିଶା ସରକାର ଓ ପୋଲିସ ମହା ନିର୍ଦ୍ଦେଶକ ଙ୍କ ନିର୍ଦ୍ଦେଶ କ୍ରମେ ଓ ସୁବର୍ଣ୍ଣପୁର ଏସପି ଙ୍କ ପରାମର୍ଶ କ୍ରମେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ପକ୍ଷରୁ ସୋନପୁର ଥାନା ପରିସର ରେ ବରିଷ୍ଠ ନାଗରିକ ପରିଚୟ ପତ୍ର ପ୍ରଦାନ ଉତ୍ସବ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି l ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଯାଦବ ବାଗ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ଉତ୍ସଵ ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀ କଲ୍ୟାଣୀ ବେହେରା ଯୋଗ ଦେଇ ବରିଷ୍ଠ ନାଗରିକ ମାନେ ଏକା ନୁହନ୍ତି ତାଙ୍କୁ ପୋଲିସ ସବୁଠି ସବୁବେଳେ ସାହାଯ୍ୟ କରିବାକୁ ସଜାଗ ରହିଛି ବୋଲି କହିଥିଲେ l  ଓ ସମାଜ ସୁଧାର ପାଇଁ ପୋଲିସ କୁ ସହଯୋଗ କାମନା କରିଥିଲେ l  ପ୍ରଥମ ପର୍ଯ୍ୟାୟ ରେ ସହର ର ୧୩ ଜଣ ବରିଷ୍ଠ ନାଗରିକ ଙ୍କୁ ଆଜି ପରିଚୟ ପତ୍ର ପ୍ରଦାନ କରିଥିଲେ l ଶ୍ରୀ ଯାଦବ ବାଗ  ସଭା ସଂଯୋଜନା କରି ସରକାର ଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ସୁଚନା ଫର୍ଦ୍ଧ ପ୍ରଦାନ ପୂର୍ବକ ଏହାର ନୀତି ନିୟମ ଓ ନିର୍ଦ୍ଦେଶାବଳୀ ପାଳନ କରିବାକୁ ଅନୁରୋଧ କରିଥିଲେ l ଓ କୌଣସି ବି ଜାଗାରେ ଅସୁବିଧା ଭୋଗିଲେ ନିର୍ଯାତିତ ହେଲେ ପୋଲିସ କୁ ତୁରନ୍ତ ସୁଚନା ଦେବାକୁ କହିଥିଲେ l             "ସମାଜ ଓ ଦେଶ ଗଠନ ରେ ବରିଷ୍ଠ ନାଗରିକ ଙ୍କ ପ୍ରମୁଖ ଦାୟିତ୍ୱ ରହିଛି l ନିଜ ର ସୁବିଧା ସୁଯୋଗ ନେବା ସହିତ ସମାଜ ପାଇଁ ଦେଶ ପାଇଁ ପର୍ଯ୍ୟାପ୍ତ ସମୟ ଦେବାକୁ ପଡିବ ବୋଲି ବରିଷ୍ଠ ନାଗରିକ ତଥା ଆଇନ ଜୀବୀ ପ୍ରଦୀପ ପୁରୋହିତ କହିଥିଲେ l ଓ ବରିଷ୍ଠ ନାଗରିକ ଦେଶ ପାଇଁ ଜଣେ ଜଣେ ବୁଢ଼ା ନୁହଁନ୍ତି ସେମାନେ ଦେଶ ପାଇଁ ଲୋଡ଼ା ବୋଲି କହିଥିଲେ l ସଭାରେ ବରିଷ୍ଠ ନାଗରିକ ମାନେ ମଧ୍ୟ ନିଜ ନିଜ ର ବିଭିନ୍ନ ସମସ୍ୟା ଓ ଅନୁଭୂତି ପ୍ରକାଶ କରିଥିଲେ l ପୋଲିସ ଏସ ଆଇ ଅମିତ ବେହେରା ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like