-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ

17-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ୧୪ ବର୍ଷ ରୁ କମ ବାଳକ ଓ ବାଳିକା ଫୁଟବଲ ଟୁର୍ଣ୍ଣାମେଣ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି  ପଞ୍ଚମ ଦିବସ ର ଖେଳ ଅନୁଷ୍ଟିତ ହୋଇ ଥିଲା l ଫୁଟବଲ ଆସୋସିଏସନ ଅଫ ଓଡିଶା, କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାର, ଜ଼ିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ଡିଷ୍ଟ୍ରିକ୍ଟ  ଏଥେଲେଟିକ ଆସୋସିଏସନ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ହୋଇଥିବା ଆଜି ଖେଳ ର ପ୍ରଥମ ମ୍ୟାଚ ବା ଟର୍ଣ୍ଣl ମେଣ୍ଟ ର ୨୭   ନମ୍ବର ମ୍ୟାଚ ରେ ସୋନପୁର ରାମଧୁନ କ୍ଳବ B ବୀର ମହାରାଜ ପୁର ବ୍ଲକ ଦଳ କୁ ୩-୦ ଗୋଲ ରେ ହରାଇ ମ୍ୟାଚ ଵିଜୟୀ ହୋଇଛି l  ୨୮ରାମ ଧୂନ୍ କ୍ଲବ୍ C ଦଳ ଓ ବିନିକା ଚର୍ଦେଇ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ୧-୦ ଗୋଲ ରେ ରାମ ଧୂନ୍ କ୍ଲବ୍ ଵିଜୟୀ ହୋଇଛି l.୨୯ ନମ୍ବର ମ୍ୟାଚ୍ ରାମଧୁନ କ୍ଳବ A ଦଳ ଓ ବିନିକା ବ୍ଲକ ବ୍ଲକ ଦଳ ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ  ବିନିକା ବ୍ଲକ ଦଳ ୧-୦ ଗୋଲ ରେ ଵିଜୟୀ ହୋଇଛି l ୩୦   ନମ୍ୱର ମ୍ୟାଚ୍ ରେ ତରଭା ବ୍ଲକ କୁ ୧-୦  ଗୋଲ ରେ ହରାଇ ଚର୍ଦେଇ କ୍ଲବ ବିନିକା ବ୍ଲକ୍  ଵିଜୟୀ ହୋଇଛି  l ୩୧  ନମ୍ୱର ମ୍ୟାଚ ବେଡ୍ ଲାଇଟ୍ ଯୋଗୁଁ ବାତିଲ ହୋଇଛି l   ଅନିଲ ଭୋଇ, ଅମିତ ସାହୁ, ନରେଶ ମାଝୀ, ଅନିତା ମହାନନ୍ଦ, ଓ ରାଜେଶ ଥନାପତି  ଖେଳ ପରିଚାଳନା କରିଥିବା ବେଳେ ଭୁଲୁଲୁ ବକ୍ସି ମ୍ୟାଚ ଚୟନ କର୍ତ୍ତା ଭାବେ ଓ ଜୀତେନ୍ଦ୍ର ଥନା ପତି ମ୍ୟାଚ କମିସନର ଭାବେ ଦାୟିତ୍ୱ ନିର୍ବାହ କରିଥିଲେ l ଆଜିର ଖେଳ ରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ମୃତ୍ୟୁଞ୍ଜୟ ଶତପଥି, ରତନ ପଟ୍ଟନାୟକ, ବିବେକା ନନ୍ଦ ମିଶ୍ର, ରାଜ କିଶୋର ତ୍ରିପାଠୀ ଯୋଗ ଦେଇ ଖେଳ ଉଦ୍ଘାଟନ କରିଥିଲେ l କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ  l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ୱା ବଧାନ ରେ ସମସ୍ତ ଖେଳ ଅୟୋଜନ କରା ଯାଇଥିବା ବେଳେ ବିକାଶ ପଣ୍ଡା, ହୃଷି କେଶ୍ ପଣ୍ଡା , ସଂତୋଷ ପାଢ଼ୀ, ବୁବୁନ୍ ନାଏକ୍, ସଞ୍ଜୟ ପୁଟେଲ, ଶ୍ରୀକାନ୍ତ ନାଏକ୍, ରିପୁନ୍ ନାଏକ୍, ବାଲ ଗୋପାଳ ମିଶ୍ର, ଚାପ ତାଣ୍ଡିଆ, ଶିବ ଷlଣ୍ଢ, ଅନୀଲ ସାହୁ, ଅମିତ୍ ସାହୁ, ଚନ୍ଦନ ବେହେରା , କଲିମ୍ ମହମ୍ମଦ, ଜିଲୁ ସାହୁ, ରବି ନାରାୟଣ ଦେହୁରୀ, ସୁଭାସ ବିଶ୍ଵାଳ ପ୍ରମୁଖ କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like