-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ

17-May-2026



ମହିଳାରେ ପ୍ରତ୍ୟାଶା ରାଏ ଏବଂ ସ୍ରିଷ୍ଟି ଉପାଧ୍ୟାୟ ଯୁଗ୍ମ ଚମ୍ପିୟାନ

ଭୁବନେଶ୍ୱର(ପ୍ରେରଣା ଖବର): ଭୁବନେଶ୍ୱର ର କଳିଙ୍ଗ ଷ୍ଟାଡିୟମ ର ଅକ୍ୱାଟିକ ସେଣ୍ଟର ଠାରେ ୧୬ ତାରିଖରୁ ଆରମ୍ଭ ହୋଇଥିବା ୬୬ତମ ଓଡିଶା ରାଜ୍ୟ ସିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ ହୋଇଯାଇଅଛି । ଆଜିର ଉଦ୍‌ଯାପନି ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ଓଡିଶା ଅଲମ୍ପିକ ଏସୋସିଏସନର ସଭାପତି ସମୀର ମହାନ୍ତି ମୁଖ୍ୟ ଅତିଥି ଭାବରେ ଏବଂ ସମ୍ମାନିତ ଅତିଥି ଭାବରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ କୃୃତୀ ପ୍ରତିଯୋଗୀ ମାନଙ୍କୁପୁରସ୍କୃତ କରିଥିଲେ । ଦ୍ୱିତୀୟ ଦିନ ଖେଳ ସମାପ୍ତ ସୁଦ୍ଧା ଖୋର୍ଦ୍ଧା ର ଅଭିନବ କୁମାର ସିଂହ ପୁରୁଷ ବ୍ୟକ୍ତିଗତ ଚମ୍ପିୟାନ ଆଖ୍ୟା ଅର୍ଜନ କରିଛନ୍ତି । ମହିଳା ବର୍ଗରେ ଖୋର୍ଦ୍ଧାର ପ୍ରତ୍ୟାଶା ରାଏ ଓ ସ୍ରିଷ୍ଟି ଉପାଧ୍ୟାୟ ପ୍ରତିଯୋଗିତାରେ ଯୁଗ୍ମ ଚମ୍ପିୟାନ ଆଖ୍ୟା ଅର୍ଜନ କରିଛନ୍ତି । ଓଭରଅଲ ଚମ୍ପିୟାନ ଭାବରେ ଖୋର୍ଦ୍ଧା ଜିଲ୍ଲା ଚମ୍ପିୟାନ ହୋଇଥିବା ବେଳେ ବରଗଡ ରନର୍ସ-ଅପ ଆଖ୍ୟା ଅର୍ଜନ କରିଛି । ଦ୍ୱିତୀୟ ଦିନ ପ୍ରତିଯୋଗିତାରେ

୮୦୦ ମି. ପୁରୁଷ ଫ୍ରିଷ୍ଟାଇଲ ରେ ଖୋର୍ଦ୍ଧାର ଅଭିନବ କୁମାର ସିଂହ ପ୍ରଥମ, ସମ୍ବଲପୁର ର ପିୟୁସ ଠାକୁର ଦ୍ୱିତୀୟ, ଖୋର୍ଦ୍ଧାର ଅଭିନାଶ ଦାଶ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ଇଭେଣ୍ଟର ମହିଳା ବର୍ଗରେ ଖୋର୍ଦ୍ଧାର ଧାନଭି ଭୈାମିକ, ଆୟୁଶ୍ରୀ ଦତ୍ତ, ଚିନ୍ମୟୀ ବେହେର ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅର୍ଜନ କରିଛନ୍ତି । ୪୦୦ ମିଟର ପୁରୁଷ ଇଣ୍ଡିଭିଜୁଏଲ ମିଡଲେ ରେ ଖୋର୍ଦ୍ଧାର ସାଇ ସ୍ୱରୁପ ସ୍ୱାଇଁ ପ୍ରଥମ, କିସ କିଟ ର ସାହିଲ ମାଝି ଦ୍ୱିତୀୟ, ସମ୍ବଲପୁରର ପୁୟୁଷ ଠାକୁର ତୃତୀୟ ସ୍ଥାନ ଅର୍ଜନ କରିଛନ୍ତି । ଏହି ଇଭେଣ୍ଟର ମହିଳା ବିଭାଗ ରେ ଖୋର୍ଦ୍ଧାର ପ୍ରତ୍ୟାଶା ରାଏ ପ୍ରଥମ, ଅନୁଶ୍ରୀ ଦତ୍ତା ଦ୍ୱିତୀୟ, ସମ୍ବଲପୁରର ଅଞ୍ଜଳ ବାଗ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ପୁରୁଷ ୧୦୦ମିଟର ବଟରଫ୍ଲାଏ ରେ  ଗଞ୍ଜାମର ସୁଭ୍ରନ୍ତ ପାତ୍ର ପ୍ରଥମ, ବରଗଡ ର ଅଂଶୁମାନ ବଶିଷ୍ଟ ଦ୍ୱିତୀୟ, ଖୋର୍ଦ୍ଧାର ସୃତିରଂଜନ ପଟଲ ସିଂହ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ଇଭେଣ୍ଟର ମହିଳା ବିଭାଗରେ ଖୋର୍ଦ୍ଧାର ସ୍ରିଷ୍ଟି ଉପାଧ୍ୟାୟ ପ୍ରଥମ, ଖୋର୍ଦ୍ଧାର ସୋନିଆ ପଟେଲ ଦ୍ୱିତୀୟ, କଟକର ପ୍ରତିକ୍ଷା ନନ୍ଦି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ପୁରୁଷ ୧୦୦ ମିଟର ବେକ ଷ୍ଟ୍ରୋକରେ ଖୋର୍ଦ୍ଧାର ଅଭିନବ କୁମାର ସିଂହ ପ୍ରଥମ ଓ ବଲାଙ୍ଗିର ର ଦୟାସାଗର କଠାର ଏବଂ ସ୍ୱାଗତ ସେଠ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ହୋଇଛନ୍ତି । ଏହି ଇଭେଣ୍ଟର ମହିଳା ବିଭାଗରେ ଖୋର୍ଦ୍ଧାର ପ୍ରତ୍ୟାଶା ରାଏ ପ୍ରଥମ ଏବଂ ଧନଭି ଭୌମିକ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ କିସ କିଟର ଅଞ୍ଜଳି ମୁଣ୍ଡା ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ୫୦ ମିଟର ପୁରୁଷ ବେକଷ୍ଟ୍ରୋକରେ ବଲାଙ୍ଗିର ର ସୌରଭ ପୁଟେଲ ପ୍ରଥମ, ଖୋର୍ଦ୍ଧାର ସାଇ ସ୍ୱରୁପ ସ୍ୱାଇଁ ଦ୍ୱିତୀୟ, କଟକର ଅରିଷ୍ଟୋ ମଲ୍ଲିକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ଇଭେଣ୍ଟର ମହିଳା ବର୍ଗରେ କଟକ ର ଦିବ୍ୟାଙ୍କା ଦିବ୍ୟଜ୍ୟୋତି ପ୍ରଧାନ ପ୍ରଥମ, ଖୋର୍ଦ୍ଧାର ଅଂଶିକା

ଆରାଧନା ସାହୁ ଦ୍ୱିତୀୟ, କିସ ଓ କିଟର ଅଞ୍ଜଳି ମଲ୍ଲିକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଓଡିଶା ରାଜ୍ୟ ସୁଇମିଂ ସଂଘ ସଭାପତି ପ୍ରଦୀପ କୁମାର ପାଢୀଙ୍କ ସଭାପତିତ୍ୱରେ ଉଦ୍‌ଯାପନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓଡିଶା ଅଲମ୍ପିକ ଏସୋସିଏସନ ସଭାପତି ସମୀର ମହାନ୍ତି ଓ ସମ୍ମାନିତ ଅତିଥି ପାଟଣା ବିଧାୟକ ଙ୍କ ସହିତ ଅଖିଳ ଚନ୍ଦ୍ର ନାଏକ ସହ ସର୍ବ ଭାରତୀୟ ସୁଇମିଂ ସଂଘ ଯୁଗ୍ମ ସଂପାଦକ ଲକ୍ଷ୍ମୀ ଚନ୍ଦ୍ର ମହାକୁର, ରାଜ୍ୟ ସୁଇମିଂ ସଂଘ ସାଧାରଣ ସଂପାଦକ ଗୋଲାପ ମଣି ମହନ୍ତ, ରାଜ୍ୟ କୋଷାଧ୍ୟକ୍ଷ ବିଜୟ କୁମାର ଦିକ୍ଷିତ, ପ୍ରତିଯୋଗିତା ର ସମସ୍ତ ଟେକନିକାଲ ଅଫିସଆଲ ଓ ସୁଇମିଂ ସଂଘ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like