-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ 

17-May-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ତଥା ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକଙ୍କ ଆଦେଶ କ୍ରମେ ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ରବିବାର ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ  ଥାନା ପରିସରରେ ଅନୁଷ୍ଠିତ ହୋଇ ଯାଇଛି | କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ଥାନାଅଧିକାରୀ ରୋଜାଲିନ ପଟେଲ ଙ୍କ ଅଧକ୍ଷତା ରେ ଏକ ସଭା ଅନୁଷ୍ଠିତ ହୋଇଥିଲା |ଡୁଙ୍ଗୁରିପାଲି ଥାନା ଅଧିନରେ ଥିବା ବିଭିନ୍ନ ଗ୍ରାମର ବହୁ ସଂଖ୍ୟା ରେ ବରିଷ୍ଠ ନାଗରିକବୃନ୍ଦ ଯୋଗଦେଇଥିଲେ |ସଭାରେ ପ୍ରଥମେ ବରିଷ୍ଠ ନାଗରିକଙ୍କୁ ଥାନା ପୋଲିସ ପକ୍ଷରୁ ସ୍ୱାଗତ ଜଣାଇ ଥଣ୍ଡା ପାନୀୟ ଜଳ ଓ ଜଳଖିଆ ଦିଆଯାଇ ଥିଲା |ସଭା କାର୍ଯ୍ୟକ୍ରମକୁ ଏସଆଇ ଅମିତ କୁମାର ଧଳ ପରିଚାଳନା କରିଥିଲେ |ସଭାରେ ଥାନା ଅଧିକାରୀ ରୋଜାଲିନ ପଟେଲ, ବରିଷ୍ଠ ନାଗରିକଙ୍କୁ ସରକାରଙ୍କ ତରଫରୁ ଆସୁଥିବା ବିଭିନ୍ନ ଯୋଜନାର ସୁବିଧା ଓ ପରିଚୟ ପତ୍ର ପ୍ରଦାନ ଦ୍ଵାରା ମିଲୁଥିବା  ଉପକାରିତା ବିଷୟରେ କହିବା ସହ ବସ୍ ପାସ୍, ବରିଷ୍ଠ ନାଗରିକମାନେ କଣ ସବୁ କରିବେ ନାହିଁ ଓ ପୋଲିସ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ ସେବା ଦେବା ଉପରେ ଅବଗତ କରାଇ  ଉପସ୍ଥିତ ଥିବା ୨୯ ଜଣ ମହିଳା ଓ ପୁରୁଷଙ୍କୁ ବରିଷ୍ଠ ନାଗରିକ ପରିଚୟ ପତ୍ର ପ୍ରଦାନ କରିଥିଲେ |ବରିଷ୍ଠ ନାଗରିକ ମାନେ ନିଜ  ନିଜ ମତ ପ୍ରକାଶ କରି ସରକାରଙ୍କ ଏପରି ପ୍ରୟାସକୁ ପ୍ରଶଂସା କରି ଉତ୍ସାହିତ ହୋଇଥିଲେ | ଶେଷରେ ଏସଆଇ ଏକାଦସିଆ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ | ଏଏସଆଇ ବିନା ନାଗ, ଜ୍ୟୋତିରଞ୍ଜନ ମିଶ୍ର, ହାବିଲଦାର ସତ୍ୟନାରାୟଣ ମିଶ୍ର, ସମସ୍ତ ପୋଲିସ କର୍ମଚାରୀ ସଭାରେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like