-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ 

18-May-2026



କଟକ(ତପନ ମହାନ୍ତି) : ସହର ଏବଂ ଏହାର ଉପକଣ୍ଠରେ ଅଘୋଷିତ ବିଦ୍ୟୁତ୍ କାଟ କରାଯାଉଛି। ଦିନ ରାତି ଯେତେବେଳେ ଇଚ୍ଛା ସେତେବେଳେ ବିଜୁଳି ଚାଲି ଯାଉଛି। ବର୍ଷା ଆସିବା ପୂର୍ବରୁ ଓ ପରେ ଘଣ୍ଟା ଘଣ୍ଟା ବିଜୁଳି ଯୋଗାଣ ବିଚ୍ଛିନ୍ନ ହେଉଛି। ଏପରିକି କୌଣସି କାରଣ ନଥାଇ ବି ବିଜୁଳି କାଟି ଦିଆଯାଉଥ‌ିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କଲେ ବି ସମସ୍ୟାର ସମାଧାନ ହୋଇପାରୁନାହିଁ । ଏଥିଯୋଗୁଁ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ରାଜ୍ୟ ସରକାର ବିନା କାରଣରେ ବିଜୁଳି କାଟିବାକୁ ମନା କରିଛନ୍ତି। ଏହାସତ୍ତ୍ବେ ସରକାରୀ ନିର୍ଦେଶକୁ ଦାୟିତ୍ୱରେ ଥ‌ିବା ବିଦ୍ୟୁତ୍ ବିଭାଗ ଅଧିକାରୀ ମାନୁ ନାହାନ୍ତି।

କଟକ ମହାନଗର ନିଗମ (ସିଏମସି) ଅଞ୍ଚଳରେ ଏଭଳି ଅଭିଯୋଗ ଆସିଛି। କଟକ ସଦର ଅନ୍ତର୍ଗତ ୫୬, ୫୭, ୫୮ ଏବଂ ୫୯ ନମ୍ବର ୱାର୍ଡରେ ସବୁଠାରୁ ଅଧୂକ ସମୟ ବିଦ୍ୟୁତ୍ କାଟ୍ ହେଉଛି। ଗୋପାଳପୁର, ଉରାଳି, ଡାହାଳିଆବାଗ, ଉତ୍ତମାପୁର, ଭାଣପୁର, ଶ୍ରୀକୋରୁଆଁ, ପ୍ରତାପନଗରୀ ଅଞ୍ଚଳରେ ବିଦ୍ୟୁତ୍ର ଲୁଚକାଳି ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି । ଖରାରେ ପ୍ରକୋପ ବୃଦ୍ଧି ପାଉଥିବାବେଳେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ ଉପରେ ଥ‌ିବା ସମୟରେ ବିଦ୍ୟୁତ୍ କାଟ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ସେହିଭଳି ଜଗତପୁର, ଇମାମନଗର ଆଦି ଅଞ୍ଚଳରେ ବି ଲୋକମାନେ ବିଦ୍ୟୁତ୍ କାଟ ଅଭିଯୋଗ

କରୁଛନ୍ତି। ବର୍ଷା ହେଲା ପରେ ଦୁଇ ୩ ଘଣ୍ଟା ଲାଇନ କଟି ଯାଉଛି। କଟକ ସହରରେ ବି ସମାନ ସମସ୍ୟା ଦେଖ‌ିବାକୁ ମିଳୁଛି। ଏପରିକି ରକ୍ଷଣାବେକ୍ଷଣ ନାଁରେ ଘଣ୍ଟାଘଣ୍ଟା ବିଜୁଳି କାଟ ହେଉଛି। ଏ ନେଇ 
କଟକ ସଦରବାସୀଙ୍କ ମଧ୍ଯରେ ବଢୁଛି ଅସନ୍ତୋଷ

ଅନେକ ସମୟରେ ଲୋ ଭୋଲ୍‌ଟେଜ, ଅଭିଯୋଗ କଲେ ବି ସମାଧାନ ହେଉନି

 ଟା ଟା ପାୱାର ପକ୍ଷରୁ ଜାରି ଟୋଲ ଫ୍ରି ନମ୍ବରକୁ ଫୋନ୍ କଲେ ଅଭିଯୋଗ ପଞ୍ଜୀକରଣ ବଦଳରେ ଲୋକଙ୍କୁ ବହୁ ସମୟଧରି ଲାଇନ୍‌ରେ ରହିବାକୁ ଅନୁରୋଧ କରୁଛନ୍ତି। କିଛି ସମୟ ଲାଇନ୍‌ରେ ରହିବାପରେ ଟେଲିଫୋନ୍ ଛାଏଁ କଟିଯାଉଛି। ଅନ୍ୟପକ୍ଷରେ

ସହରରେ ଲୋ-ଭୋଲ୍ଟେଜ ମଧ୍ୟ ଆଉ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି।

ସିଡିଏ ସମେତ ଶଙ୍କରପୁର, ନୂଆ ବଜାର, ଯୋବ୍ରା, ରାଣୀହାଟ ଆଦି ବହୁ ଅଞ୍ଚଳରେ ଲୋ ଭୋଲ୍ଟେଜ ସମସ୍ୟ

ଦେଖାଦେଇଛି। ଟିପିସିଓଡି ଏଲର ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଅସୁବିଧା ବିଷୟରେ ଲୋକମାନେ ଜଣାଇଲେ, ସମସ୍ୟାର ସମାଧାନ ତୁରନ୍ତ ହୋଇଯିବ କୁହାଯାଉଛି; କିନ୍ତୁ ବାସ୍ତବରେ ଏହି ସମସ୍ୟା ଦୂର ହୋଇପାରୁନଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like