-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଅପରାଧ

ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*

18-May-2026



କଟକ,  (ତପନ ମହାନ୍ତି): ଅପରାଧୀଙ୍କୁ ସାବାଡ଼ କରିବା ପାଇଁ କମିସନ ପୁଲିସ ପକ୍ଷ ପକ୍ଷରୁ ଶନିବାର ରାତିରୁ ଆରମ୍ଭହୋଇଛି କନ୍‌ଭେ ଭେ ପାଟ୍ରୋଲିଂ ।

ଏସିପି ଅଶୋକ ଗିରି ଙ୍କ ନେତୃତ୍ବରେ ପୁରୀଘାଟ ଥାନା । ଅଧୂକାରୀ ବିଶ୍ବରଞ୍ଜନ ନାୟକ, ବାଦାମବାଡ଼ି ଥାନା ଅଧୂକାରୀ ଅଜୟ ରାଉଳ ଓ ମଧୁପା ମଧୁପାଟଣା ଥାନା ଅଧୂକାରୀ ଚିତ୍ତରଞ୍ଜନ ରାଉତଙ୍କ ସମେତ ଥାନାର ଅନ୍ୟାନ୍ୟ ଅଫିସର, କର୍ମଚାରୀ, ଥାନା ଗାଡ଼ି, ୧୧୨ ଗାଡ଼ି,

ପିସିଆର୍ ଭ୍ୟାନ୍ ଓ ବାଇକ୍ ପା ପାଟ୍ରୋଲିଂ ଗାଡ଼ିରେ ଏକ ସଂଗେ ସାଇରନ୍ ବଜାଇ ତିନି ଥାନା ଅଞ୍ଚଳରେ ପ୍ରାୟ ୧ ଘଣ୍ଟାଧରି ବୁଲିଥିଲେ। ଅପରାଧିକ କାର୍ଯ୍ୟକଳାପରୁ ନିଜକୁ ଯଥାସମ୍ଭବ ଦୂରେଇ ରଖିବା ଲାଗି ଚେତାଇ ଦିଆଯାଇଥିଲା। ଆଗକୁ କଟକ ୟୁପିଡିର ଅନ୍ୟାନ୍ୟ ଥାନାରେ ଏଭଳି ପାଟ୍ରୋଲିଂ କରାଯିବ  ବୋଲି ଡିସିପି ଋଷିକେଶ ଖୋଲାରୀ କହିଛନ୍ତି।
ପ୍ରକାଶଥାଉକି, ସହରର ବିଭିନ୍ନ ସ୍ଥାନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ବହୁ ଯୁବକ ଆଡ୍ଡା ଡ଼ା ଜମାଇବା ସହିତ ଅପରାଧ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାଛଡ଼ା ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଓ ଅନ୍ୟ ଦୋକାନଗୁଡ଼ିକ ଖୋଲା ରହୁଛି। ଆସନ୍ତାକାଲିଠାରୁ ରାତି ସାଢ଼େ ୧୦ ମଧ୍ୟରେ ସମସ୍ତ ଦୋକାନ ବନ୍ଦ କରିବାକୁ ନିର୍ଦେଶ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like