-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

18-May-2026



 କଟକ(ତପନ ମହାନ୍ତି): ଅରିନ୍ଦମ, ଅଭୟଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା ଗିରଫ ନ ହେଲେ ବିଧାନସଭା ଘେରାଉ କରାଯିବ ବୋଲି ଚେତାବନୀ ଦେଇଥିଲା ବିଜେଡି ଟାଙ୍ଗୀ ଚୌଦ୍ବାର ବ୍ଲକରେ ୨ ଭାଜପା ନେତାଙ୍କ ହାଇଡ୍ରାମା ଘଟଣାକୁ ୨ ନେତାଙ୍କ ବିରୋଧରେ ବ୍ଲକ  ଅରିନ୍ଦମ ରାୟ ଓ ଅଭୟ ବାରିକଙ୍କୁ ତୁରନ୍ତ ଗିରଫ କରିବା ସହିତ ସୋସିଆଲ ମିଡିଆରେ ଭାଇରାଲ ଭିଡିଓକୁ ତଦନ୍ତ କରି ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଏତଲାରେ ଟାଙ୍ଗୀ ଥାନାଧୁକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା

୨ ଦିନ ମଧ୍ୟରେ ଗିରଫ ନ ହେଲେ ସୋମବାର ବ୍ଲକ ପ୍ରଶାସନ ପକ୍ଷରୁ କଲମଛାଡ଼ ଆନ୍ଦୋଳନ କରିବାକୁ ସୂଚଚା ଦେଇଥିବା ବେଳେ ଦରକାର ପଡିଲେ ବିଧାନସଭା ଘେରାଉ କରିବ ବୋଲି ବିଜେଡି ପକ୍ଷରୁ ଗଣମାଧ୍ୟମରେ କୁହାଯାଇଥିଲା ଏ ନେଇ ଟାଙ୍ଗୀ ଥାନାରେ ଦୁଇଟି ପୃଥକ ମାମଲା ରୁଜୁ ହୋଇଛି। ସୂଚନା ମୁତାବକ, ଗତ ୧୩ ତାରିଖରେ ଟାଙ୍ଗୀ - ଚୌଦ୍ବାର ବ୍ଲକ କାର୍ଯ୍ୟାଳୟରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ହୋଇଥିଲା। ବୈଠକରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟାଙ୍ଗୀ-ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ନିମନ୍ତ୍ରିତ କରାଯାଇଥିବା ବେଳେ ଭାଜପାର ଆତ୍ମା ଅଧ୍ଯକ୍ଷଙ୍କୁ ନିମନ୍ତ୍ରିତ କରାଯାଇ ନ ଥିଲା । ଏହାକୁ ନେଇ ଆଠଗଡ଼ ଓ ଟାଙ୍ଗୀ - ସାଲେପୁର ଭାଜପା ନେତା ଅଭୟ ବାରିକ ଏବଂ ଅରିନ୍ଦମ ରାୟ ସେମାନଙ୍କ ବହୁ କର୍ମୀ ପୋଲିସ ଉପସ୍ଥିତିରେ ମୁଖ୍ୟଗେଟକୁ ଠେଲି ଧସେଇ ପଶିଥିଲେ। ଟାଙ୍ଗା-ଚୌଦ୍ଵାର ବ୍ଲକ କାର୍ଯ୍ୟାଳୟରେ ହୋହଲ୍ଲା କରିବା ସ‌ହିତ ଏବିଡିଓ ଏବଂ ମହିଳା ଅଧିକାରୀଙ୍କୁ ଦୁର୍ବ୍ଯବହାର କରିଥିଲେ। ତମର ଜ୍ଞାନଗରିମା କେତେ ରାଜା ସ୍ବାଇଁ ଓ ପ୍ରଶାନ୍ତ ବେହେରା କିଏ  ଏହି ବ୍ଲକକୁ ଡାକୁଛ, ଅଥଚ ଆମ ପ୍ରତିନିଧୂଙ୍କୁ କାହିଁକି ଅଣଦେଖା କରୁଛ ବୋଲି ପ୍ରଶ୍ନ କରିବା ସହ ଆଙ୍ଗୁଠି ଦେଖାଇ ଅଶ୍ଳୀଳ ଭାଷାରେ ଗାଳି କରିବାକୁ ମଧ୍ୟ ପଛାଇ ନ ଥିଲେ। ଏତଲା ଦେବା ସମୟରେ ବ୍ଲକ ଚେୟାରମ୍ୟାନ ମୀନାକ୍ଷୀ ଦାସ, ଜନ୍ମୋଜୟ ଖୁଲାର, ରାଜେଶ ରଞ୍ଜନ ଷଡଙ୍ଗୀ, କୃଷ୍ଣ ଚନ୍ଦ୍ର ଦାସ, ଧୀରେନ୍ଦ୍ର ଜେଠୀ, ତିର୍ଥାନନ୍ଦ ସୁବୁଦ୍ଧିରାୟ, ନିବାସ ପାଣ୍ଡବ,

ତପସ୍ବୀ ସାହୁ, ସ୍ବରୂପ ନାୟକ ପ୍ରମୁଖଙ୍କ ସହିତ ଶତାଧ‌ିକ ବିଜେଡି କର୍ମୀ ଉପସ୍ଥିତ ଥିଲେ। ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନଯିବାରୁ ଆଜି ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବାରିକ ଏବିଡ଼ିଓକୁ ନାଲି ଆଖି ଦେଖାଇବା ମହଙ୍ଗା ପଡିଛି ଯାହାଫଳରେ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ ଟାଙ୍ଗିବ୍ଲକ ର କର୍ମଚାରୀ ଙ୍କ କଲମ ଛାଡ଼ ଆନ୍ଦୋଳନ କାର୍ଯ୍ୟାଳୟ ପରିସରରେ  ଶାନ୍ତି ପୂର୍ଣ୍ଣ ଭାବେ ଧାରଣା ବସି ରହିଛନ୍ତି କର୍ମଚାରୀ । ଅନ୍ୟପଟେ ରେ ବ୍ଲକ୍ ସମ୍ମୁଖରେ ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି ଶୀଘ୍ର ୨ ନେତା ଅରନ୍ଦମ ରାୟ, ଅଭୟ ବାରିକ ଗିରଫ କରିବା ପାଇଁ ଦାବି କରଛନ୍ତି ସେମାନେ । ବ୍ଲକ୍ ପାରିସରରେ ପୋଲିସ ଛାଉଣୀ ସୁରକ୍ଷା ପାଇଁ ଘଟଣା ସ୍ଥଳରେ ୨ପ୍ଲାଟୁନ୍ ପୋଲିସ ସହ ଡିଏସ୍ ପି ଟାଙ୍ଗି ଥାନା ଅଧିକାରୀ ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି । ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇ ଅରିନ୍ଦମ ରାୟ, ଅଭୟ ବରିକଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like