-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*

18-May-2026



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )  ସୁବର୍ଣ୍ଣପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରର ବିଜେପି ସରକାର ମହିଳା ଙ୍କୁ ୩୩% ସଂରକ୍ଷଣ ଦେବାରେ ବିଫଳ ଓ ନାରୀ ନିର୍ଯାତନା ନିୟନ୍ତ୍ରଣ କରିବା ଦିଗରେ ଅସମର୍ଥ ବିଜେପି ସରକାର ବିରୋଧରେ ପ୍ରତିବାଦ କରି ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ । ପରେ ପରେ ସୋନପୁର ଟାଉନହଲ ଠାରେ ନାରୀ ଅଧିକାର ଅଭିଯାନ ଉପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ଶ୍ରୀମତି ପଦ୍ମିନୀ ବଘାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସଭାରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା , ବରିଷ୍ଠ ମହିଳା ନେତ୍ରୀ ବୀଣାପାଣି ପୁଝାରୀ, ସାଧାରଣ ସମ୍ପାଦକ ଚନ୍ଦ୍ରକାନ୍ତି ଦନ୍ତା, ପୌର ପରିଷଦ ଅଧ୍ଯକ୍ଷା ତାମସୀ ତମସ୍ମିତା ନାୟକ, ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ବୀରମହାରାଜ ବ୍ଲକ୍ ଅଧ୍ୟକ୍ଷା ଶାନ୍ତିଲତା ଲୁହା, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ଜିଲ୍ଲା ପରିଷଦ ସଭ୍ୟା ବିଜୟଲକ୍ଷ୍ମୀ ତରାଇ, ରିନା ମହଲା, ରଞ୍ଜିତା ଭୋଇ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧ ରେ ଖୁବ ବର୍ଷି ଥିଲେ । ଜିଲ୍ଲାର ସମସ୍ତ ବ୍ଲକରୁ ଦଳୀୟ ମହିଳା ସରପଞ୍ଚ, ସମିତି ସଭ୍ୟା, ୱାର୍ଡ ମେମ୍ବର ଙ୍କ ସମେତ ହଜାର ହଜାର ସଂଖ୍ୟାରେ ବିଜେଡି ମହିଳା କର୍ମୀ ଯୋଗ ଦେଇ ଜିଲ୍ଲାପାଳ ଅଫିସ ଆଗରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ସୋନପୁର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ତତ୍ଵାବଧାନରେ ଅନୁଷ୍ଟିତ ଏହି କାର୍ଯ୍ଯକ୍ରମରେ
ବିଜୁ ଜନତା ଦଳ ଜିଲ୍ଲା ସଭାପତି ସରୋଜ କମ୍ପ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ କୁଶଳ, ନାରାୟଣ ଲୁହା, ଜିଲ୍ଲା ପରିଷଦ ସଭ୍ୟ ମଧୁ ଓତା, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ନଗର ସଭପତି ଜନ୍ମଜୟ ପାତ୍ର, ମାନଭଞ୍ଜନ ବେଦେବାକ୍, ମାନଭଞ୍ଜନ ମିଶ୍ର, ରାଜ୍ୟ ଛାତ୍ର ସାଧାରଣ ସମ୍ପାଦକ ଅମିୟ ରଞ୍ଜନ ଦାଶ ପ୍ରମୁଖ ଶହ ଶହ ବିଜେଡି ନେତା ମଧ୍ୟ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like