-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

*କେକ୍ କାଟି ପାଳନ କରାଗଲା ୧୩ତମ ଆନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଉତ୍ସଵ*-

18-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ପଟାଭାଡିସ୍ଥିତ କୋଶଳ ଆବାସିକ ବିଦ୍ୟାଳୟ ଅଡିଟୋରିୟମ ଠାରେ ୧୩ତମ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଉତ୍ସଵ ମହାସମାରୋହରେ ପାଳିତ ହୋଇଯାଇଛି ।ଚଳିତ ବର୍ଷର ଥିମ ରହିଥିଲା ସେୟାର ଟୁ ସାଇନ ।କିସ ଜିଲ୍ଲା ସଂଯୋଜକ ପ୍ରଭଞନ ପୁଝାରୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ପୋଲିସ ଅଧିକାରୀ କଲ୍ୟାଣୀ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ,କୋଶଳ ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମାନନ୍ଦ ନାଏକ,ଶିକ୍ଷକ ବ୍ରତାନନ୍ଦ ଭୋଇ,କଳିଙ୍ଗ ଟିଭି ଜିଲ୍ଲା ପ୍ରତିନିଧି ଶେଷଦେବ ବାରିକ, ବରିଷ୍ଠ କ୍ରୀଡା ଶିକ୍ଷକ ସଂଜୟ କୁମାର ସାହୁ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଡଃ.ଅଚ୍ୟୁତ ସାମନ୍ତଙ୍କ ମହନୀୟତା ଉପରେ ଆଲୋକପାତ କରିଥିଲେ । ସେବାର ପୂଝାରୀ ଭାବରେ ସେବା ମନୋଭାବ ରଖି କାର୍ଯ୍ୟ କରିବା ସହିତ ବହୁମୁଖୀ ଭାବରେ ସମାଜ ସେବା କାର୍ଯ୍ୟକରି ସମାଜରେ ସେ ପ୍ରିୟ ଭାଜନ ହୋଇ ପାରିଛନ୍ତି ।କେବଳ ସେତିକି ନୁହେଁ ସେବା ସହିତ ଗାଁ ଗହଳିରେ ବସବାସ କରୁଥିବା ଯୁବ ପ୍ରତିଭା ମାନଙ୍କୁ ଚିହ୍ନଟ କରି କ୍ରୀଡା କ୍ଷେତ୍ରରେ କିଭଳି ଆଗକୁ ଯାଇ ପାରିବେ ସେନେଇ ଚଳିତ ବର୍ଷ ପ୍ରତ୍ୟହ ବ୍ଲକରେ ଭଲିବଲ ଖେଳାଳିଙ୍କୁ ଭଲିବଲ,ନେଟ,ଜରସି ଆଦି ପ୍ରଦାନ କରାଯାଇଥିଲା । ଦୁଇଶହରୁ ଉର୍ଦ୍ଧ ଛାତ୍ର ଽଛାତ୍ରୀଙ୍କୁ ନେଇ ଏହି ଆନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ମହାସମାରୋହରେ କୋଶଳ ହାଇସ୍କୁଲରେ ପାଳନ କରାଯାଇଥିବା ବେଳେ ସେହିଦିନ ଛାତ୍ର ଓମଙ୍କ ଜନ୍ମଦିନ ପଡୁଥିବାରୁ ସମସ୍ତ ଅତିଥି ଓମ ଭାଇଙ୍କୁ ବନ୍ଦାପନା କରିବା ସହିତ କେକ କାଟି ତାଙ୍କ ଦିର୍ଘାୟୁ କାମନା କରିଥିଲେ । ବିଶେଷକରି ଡଃ.ଅଚ୍ୟୁତ ସାମନ୍ତଙ୍କ ନୀତୀ ଆଦର୍ଶରେ ଅଣୁପ୍ରାଣିତ ହେବାକୁ ସମସ୍ତଙ୍କୁ ବୁଝାଇଥିଲେ ।ଆଜିର ଏହି କାର୍ଯ୍ୟକ୍ରମରେ କୋଶଳ ହାଇସ୍କୁଲର ଶିକ୍ଷୟିତ୍ରୀ ସ୍ମିତା ନନ୍ଦ,ସଭାପରିଚାଳନା କରିଥିବା ବେଳେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସଂଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like