-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||     

HOME   ଜିଲ୍ଲା

ବେଆଇନ ପାଥୋ କ୍ଲିନିକ୍ ଉପରେ ଚଢ଼ାଉ, ୪ ଦୋକାନ ସିଲ୍

20-May-2026



ବେଲପଡା(ଉମେଶ ଦଣ୍ଡସନା): ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ଅଞ୍ଚଳରେ ଚାଲିଥିବା ବେଆଇନ କ୍ଲିନିକ ଓ ପାଥୋଲୋଜି ଲ୍ୟାବ୍ ଗୁଡ଼ିକ ଉପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ଧରଣ ର ଚଢ଼ାଉ କରାଯାଇଛି। ବିନା କୌଣସି ବୈଧ ଲାଇସେନ୍ସ କିମ୍ବା ନିୟମାବଳୀକୁ ପାଳନ ନକରି ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ୪ଟି ବେଆଇନ ପାଥୋଲୋଜି କ୍ଲିନିକକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି।
​
ସୂଚନା ଅନୁଯାୟୀ,  ବେଲପଡା ବଜାର ଏବଂ ଏହାର ଆଖପାଖ ଅଞ୍ଚଳରେ ଦୀର୍ଘ ଦିନ ହେବ କିଛି ଅଣସ୍ୱୀକୃତିପ୍ରାପ୍ତ ପାଥୋଲୋଜି ଲ୍ୟାବ୍ ଚାଲୁଥିବା ନେଇ ସ୍ୱାସ୍ଥ୍ୟ ବିଭାଗକୁ ବାରମ୍ବାର ଅଭିଯୋଗ ମିଳୁଥିଲା। ଏହାକୁ ଆଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଆଜି ହଠାତ୍ ଚଢ଼ାଉ କରାଯାଇଥିଲା।
​ଚଢ଼ାଉ ସମୟରେ ଉକ୍ତ କ୍ଲିନିକ୍ ଗୁଡ଼ିକରେ କୌଣସି ବୈଧ କାଗଜପତ୍ର କିମ୍ବା ଯୋଗ୍ୟତାସମ୍ପନ୍ନ ଟେକ୍ନିସିଆନ୍ ନଥିବା ଦେଖିବାକୁ ମିଳିଥିଲା। ଏହାସହ ନିମ୍ନମାନର ପରୀକ୍ଷା ଯନ୍ତ୍ରପାତି ଏବଂ ଅସ୍ୱାସ୍ଥ୍ୟକର ପରିବେଶରେ ରକ୍ତ ଓ ଅନ୍ୟାନ୍ୟ ପରୀକ୍ଷା କରାଯାଉଥିବା ପ୍ରମାଣ ମିଳିଥିଲା। ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୪ଟି ଯାକ କ୍ଲିନିକକୁ ସିଲ୍ କରିବା ସହ ସେମାନଙ୍କର ସମସ୍ତ ସାମଗ୍ରୀ ଜବତ କରିଛନ୍ତି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026

You Might Also Like