-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ

20-May-2026



କଟକ (ତପନ ମହାନ୍ତି): ବିଜେପି ଶାସିତ ରାଜସ୍ଥାନରେ ଏକ ମର୍ମାନ୍ତିକ ନାରୀ ଧର୍ଷଣ ଓ ପୀଡ଼ିତା ମାନଙ୍କ ଜଣଙ୍କ ପରେ ଜଣେ ଆତ୍ମହତ୍ୟା ଘଟଣା ଦେଶରେ ଚହଳ ପକାଇଛି। ପ୍ରଥମେ ବଡ଼ ଭଉଣୀଙ୍କୁ ଗଣ ଦୁଷ୍କର୍ମ କରି ତାର ଭିଡିଓ ଉତ୍ତୋଳନ କରି ସେହି ଭିଡିଓ ବଳରେ ତାଙ୍କୁ  ବର୍ଷାଧିକ କାଳ ଦୁଷ୍କର୍ମ କରାଯାଇଥିଲା। ଉପାୟଶୂନ୍ୟ ହୋଇ ସେ ଆତ୍ମହତ୍ୟାର ରାସ୍ତା ବାଛି ନେବାକୁ ବାଧ୍ୟ ହୋଇଥିଲେ। ତା ପରେ ସାନ ଭଉଣୀଙ୍କୁ ମଧ୍ୟ ସମାନ ଭାବରେ ଲଗାତର ଗଣ ଦୁଷ୍କର୍ମ କରାଯାଇଥିଲା । ଫଳରେ ସେ ମଧ୍ୟ କିଛି ମାସ ପରେ ଆତ୍ମହତ୍ୟା କରିଥିଲେ। ଉଭୟ ଘଟଣାରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରି ଧର୍ଷଣକାରୀ ମାନଙ୍କୁ ସୁରକ୍ଷା ଦେଇଥିଲା।ରାଜ୍ୟ ସରକାର ମଧ୍ୟ ଅପରାଧୀ ମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଏହି ଘଟଣାରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ବିଧାନ ଦାବିରେ ଏସୟୁସିଆଇ ( କମ୍ୟୁନିଷ୍ଟ) ପାର୍ଟି ପକ୍ଷରୁ ଆହୂତ ସାରା ଭାରତ ପ୍ରତିବାଦ ଦିବସରେ ଆଜି କଟକ କଲେଜ ଛକ ଠାରେ ପାର୍ଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ବିକ୍ଷୋଭରେ ଜିଲ୍ଲା ସମ୍ପାଦକ ବିଶ୍ୱାବସୁ ଦାସ , ଖଗେଶ୍ବର ସେଠୀ, ରାଜକିଶୋର ମଲ୍ଲିକ, ବବି ବଳବନ୍ତରାୟ, ମାଳବିକା ସାମଲ, ବସନ୍ତ ନାୟକ, ଭାଗ୍ୟରବି ଦାସ, ବିନୋଦ ସେଠୀ,  ତରୁଣସେନ ନାୟକ, ଦୀପକ ଦାସ, ଶିବାନୀ ସାହୁ, ଶୁଭସ୍ମିତା ସାହୁ, ପ୍ୟାଭେଲ ପ୍ରିୟଦର୍ଶନ, ଅକ୍ଷୟ ରାଉଳ, ଆଇନଜୀବୀ ପ୍ରତାପ ଚନ୍ଦ୍ର ମିଶ୍ର, ସ୍ୱାଧିନୀ ବେହେରା, ସିପ୍ରା ମହାନ୍ତି, ଜୋତ୍ସାରାଣୀ ଦାସ, ଭାଗ୍ୟଶ୍ରୀ ପ୍ରଧାନ, ଝରଣା ଦାସ ପ୍ରମୁଖ ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like