-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ

21-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରିଜିଓନାଲ ସେଣ୍ଟର ଫର ଡେଭେଜଲପମେଣ୍ଟ କୋଅପରେସନ (ଆର.ସି.ଡି.ସି.) ତରଫରୁ ଖପ୍ରାଖୋଲ ବ୍ଲକ୍ ର ପବିତ୍ର ଶୈବପୀଠ  ହରିଶଙ୍କର, ଠାରେ ଏଚ.ସି.ଏଲ. ଫାଉଣ୍ଡେସନ ସହାୟତାରେ ହେବାକୁ  ଥିବା ଏକ ପ୍ରକଳ୍ପ ”ସୁଦୃଢ଼ ଗୋଷ୍ଠୀ ଓ ପୁନରୁଦ୍ଧାର ପରିବେଶ” ସମ୍ବନ୍ଧୀୟ କାର୍ଯ୍ୟଶାଳା ଅବସରରେ ଏହି ନୂତନ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି | ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିବେକାନନ୍ଦ ଷଡ଼ଙ୍ଗୀ, ଅରବିନ୍ଦ ନାୟକ, ସହକାରୀ ବନ ସଂରକ୍ଷକ ଅଧିକାରୀ, ଖପ୍ରାଖୋଲ,  ସୁମନ ମାଝୀ ସହକାରୀ ବନ ସଂରକ୍ଷକ ଅଧିକାରୀ, ବଲାଙ୍ଗୀର, ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମ ର ଆବାହକ କୁଳମଣି ସାହୁ, ଭାନପୁର ସରପଞ୍ଚ ଶ୍ରୀମତୀ ରୀନା ଜାଲ, ନାନ୍ଦୁପଲା ସରପଞ୍ଚ ଶ୍ରୀମତୀ ନିଳେନ୍ଦ୍ରି ପୂଜାରୀ, ପରିବେଶବିତ ତଥା ପ୍ରଶିକ୍ଷକ ଅଭୟ ତ୍ରିପାଠୀ ଓ ଗନ୍ଧମାର୍ଦ୍ଦନ ଆକ୍ସନ କମିଟିର ଆବାହକ ଟେକେନ୍ଦ୍ର ଜାଲ ପ୍ରମୁଖ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମର ଆରମ୍ଭରେ ଆରସିଡିସିର ଆଂଚଳିକ ପରିଚାଳକ ଶମ୍ଭୁ ସାହୁ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ | କୁଳମଣି ସାହୁ ବଲାଙ୍ଗିରରେ ଜୈବ ବିବିଧତା ଓ ଗୋଷ୍ଠୀ ଜଙ୍ଗଲ ସମ୍ପଦ ସୁରକ୍ଷା  ଉପରେ ଆରସିଡିସି ସଂସ୍ଥାର ଦୀର୍ଘ ଦିନର ଜଙ୍ଗଲ ସୁରକ୍ଷା ର ଇତିହାସ ଓ ଜୈବ ବିଭିଦତା କୁ ବିଶଦ ଭାବରେ ବର୍ଣ୍ଣନା  କରିଥିଲେ | ଆରସିଡିସିର ଆଇଟି ନିର୍ଦ୍ଦେଶକ ରାମକୃଷ୍ଣ ମହାରଣା ଏହି ନୂତନ ପ୍ରକଳ୍ପର ରୂପରେଖ ଉପରେ କାର୍ଯକ୍ରମ ଓ ଜୈବ ବିଭିଦତା ଉପରେ ବର୍ଣ୍ଣନା କରିଥିଲେ | ଏହି ପ୍ରକଳ୍ପ ଖପ୍ରାଖୋଲ ବ୍ଲକର ଭାନପୁର ଓ ନାଁନ୍ଦୁପଲା ଗ୍ରାମ ପଂଚାୟତର ୧୦ ଗ୍ରାମରେ ଏପ୍ରିଲ ୨୦୨୬ ରୁ ମାର୍ଚ୍ଚ ୨୦୨୮ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ | ଏହି ପ୍ରକଳ୍ପରେ ଦେଶୀ ପ୍ରଜାତିର ଚାରା ରୋପଣ, ମାଟି ଓ ଜଳ ସଂରକ୍ଷଣ, ଜଳବାୟୁ ସହନଶୀଳ କୃଷି ଏବଂ ଗୋଷ୍ଠିଗତ ଜଙ୍ଗଲ ଅଧିକାର କାର୍ଯ୍ୟକରଣ ମାଧ୍ୟମରେ ପରିବେଶ ସୁରକ୍ଷା ଓ ସେମାନଙ୍କ  ନେତୃତ୍ୱାଧୀନ ଜୈବ ବିବିଧତା ପରିଚାଳନାକୁ ସୁଦୃଢ଼ କରିବ । ଏହି ପ୍ରକଳ୍ପର ସୁଫଳ ରୂପାୟନ ନିମନ୍ତେ ଅତିଥିଗଣ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବା ସହିତ ପୂର୍ଣ୍ଣ ସହଯୋଗ ଦେବାପାଇଁ ପ୍ରତିଶୃତି  ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ପ୍ରଭୁଲାଲ ସରାଫ, ବୈକୁଣ୍ଠ ବାଗ, ଦେବରାଜ ଭୋଇ, ସୁଦର୍ଶନ ସାହୁ, ନିରୁପମା ସାହୁ, ପୂର୍ଣ୍ଣାନନ୍ଦ ଦୀପ ଓ ସୀତାଂଶୁ ବନଛୋର ସହାୟତା କରିଥିଲେ | ପରିଶେଷରେ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026

You Might Also Like